ଆମ ଜିଲା ଖବର

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୨ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଆହତ ହୋଇଛନ୍ତି। ଗଙ୍ଗାଲୁର ଥାନା ଅଞ୍ଚଳର ପୁସନାର ଏବଂ ହିରୋଲି ମଧ୍ୟରେ ମାଓବାଦୀଙ୍କ ଉପସ୍ଥିତି ନେଇ ଖବର ପାଇ ପୋଲିସ ପକ୍ଷରୁ...

ଚମ୍ପଟ ମାରିଥିବା ଅଭିଯୁକ୍ତଙ୍କୁ ୩ ଦିନ ପରେ ଧରିଲା ପୋଲିସ

ନାକଟିଦେଉଳ,୨୨ା୫(ଡି.ଏନ.ଏ.): ନାକଟିଦେଉଳ ପୋଲିସ ହେପାଜତରୁ ଚମ୍ପଟ ମାରିଥିବା ଅଭିଯୁକ୍ତ ୩ଦିନ ପରେ ସୋମବାର ଗିରଫ ହୋଇଛନ୍ତି। ସେ ହେଲେ ବୌଦ୍ଧ ଜିଲା ବଘିଆପଡ଼ା ଗ୍ରାମର ସନୁଜ ବେହେରା (୨୦)। ମିଳିଥିବା ସୂଚନା ମୁତାବକ, ସନୁଜଙ୍କ ନାମରେ ନାକଟିଦେଉଳ ଥାନାରେ ଏକ...

ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ଆକୁଳ ନିବେଦନ

ନୂଆପଡ଼ା ଅଫିସ,୨୨।୫: ନୂଆପଡ଼ା ଜିଲା ବୋଡେନ ଓ କୋମନା ବ୍ଲକର ୪୫ଜଣ ଦାଦନ ଶ୍ରମିକଙ୍କୁ ଆନ୍ଧ୍ରପ୍ରଦେଶର ବିଜେୱାଡା ଗୁଣ୍ଡୁର ନିକଟସ୍ଥ ଏକ ଇଟାଭାଟିରେ ଜୋରଜବରଦସ୍ତ କାମ କରାଯାଉଛି। ମନା କଲେ ଇଟାଭାଟି ମାଲିକ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନ...

ଶ୍ମଶାନ ନିକଟରେ ରାସ୍ତାପାର ହେଉଥିଲା ସାପ: ଭୟରେ ଗଛରେ ପିଟିଦେଲେ ବାଇକ୍‌

ଦିଗପହଣ୍ଡି,୨୨।୫(ଡି.ଏନ୍‌.ଏ.) ରାସ୍ତା ମଝିରେ ଏକ ସାପକୁ ଦେଖି ଭୟଭୀତ ହୋଇ ଜଣେ ବାଇକ୍‌ ଚାଳକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଘଟଣାସ୍ଥଳରୁ ଯୁବକଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ତାଙ୍କୁ ଛାଡି ଦିଆଯାଇଛି।...

ଟ୍ରାକ୍ଟର ଚକା ଫାଟି ଦୁର୍ଘଟଣା: ମାଉସୀ ମୃତ, ପୁତୁରା ଗୁରୁତର

ଦିଗପହଣ୍ଡି,୨୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିପଗହଣ୍ଡି-ଆସିକା ରାସ୍ତାର କବିରାଜ ବନ୍ଧ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ...

୩ ଦିନିଆ ଆଦିବାସୀ ମହୋତ୍ସବ ଉଦ୍‌ଯାପିତ

ବଡ଼ବିଲ,୨୨।୫(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଉତ୍ସବ ପଡ଼ିଆରେ ୩ ଦିନ ଧରି ଚାଲିଥିବା ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ପ୍ରତିରକ୍ଷା ଉପରେ ସଂସଦୀୟ କମିଟି ସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ...

ଗଙ୍ଗା ଦାସ ହତ୍ୟା ଘଟଣାର ପର୍ଦ୍ଦାଫାଶ:୨ ଅଭିଯୁକ୍ତ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୨ା୫: ଅପରାଧିକ ମାମଲରେ ଅଭିଯୁକ୍ତ ଗଙ୍ଗା ଦାସ ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ଗଙ୍ଗାଙ୍କ ଗୁଣ୍ଡାରାଜକୁ ନେଇ ପୁଞ୍ଜିଭୂତ ଅଶାନ୍ତିରୁ ତାଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ...

ବାପା ନାଁ ପଚାରି ପୁଅକୁ ହାଣିଲେ

ବ୍ରହ୍ମପୁର ଅଫିସ,୨୨ା୫: ବ୍ରହ୍ମପୁର ସହର ସହରତଳି ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ବ୍ରହ୍ମପୁର-ଚଣ୍ଡିପଦର ରାସ୍ତାରେ ଅଜୟ ଭୂୟାଁ ନାମକ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଖଣ୍ଡାରେ ଆକ୍ରମଣ କରି ତାଙ୍କ ସୁନାଚେନ୍‌ ଓ ଟଙ୍କା ଲୁଟି ନେଇଛନ୍ତି।...

ଉନ୍ନୟନ ମୂଳକ କାର୍ଯ୍ୟରେ ସହଯୋଗ କରୁନାହାନ୍ତି ଅଧିକାରୀ

କେନ୍ଦୁଝର,୨୨।୫(ସ୍ବ.ପ୍ର.): ରାଇସୁଆଁ ସରପଞ୍ଚ ଅନନ୍ତ କୁମାର ଦେହୁରୀଙ୍କ ନେତୃତ୍ୱରେ ସୋମବାର ଗ୍ରାମବାସୀମାନେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏବଂ ଗ୍ରାମ ରୋଜଗାର ସେବକଙ୍କ ବଦଳି ଦାବି କରିଛନ୍ତି। ଏନେଇ ଗ୍ରାମବାସୀ ସଦର ବ୍ଲକ ଉନ୍ନୟନ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।...

ସାମାଜିକ ବାସନ୍ଦକୁ ନେଇ ସାର୍ଗୁଣାପଲ୍ଲୀ ଅଶାନ୍ତି: ନାୟବ ସରପଞ୍ଚଙ୍କ ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୨ା୫(ଡି.ଏନ.ଏ.):ପୁରୁଷୋତ୍ତମପୁର ଥାନା ଭାଟକୁମରଡା ପଞ୍ଚାୟତ ସାର୍ଗୁଣାପଲ୍ଲୀ ଗ୍ରାମରେ ବିଦ୍ୟୁତ ପୋଲରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବାର ସାମାନ୍ୟ ଘଟଣାକୁ ନେଇ ଗତ ଅକ୍ଟୋବର ମାସଠାରୁ ବର୍ତ୍ତମାନ ଯାଏ ଗ୍ରାମରେ ଅଶାନ୍ତି ଲାଗି ରହିଛି। ଯୁଦ୍ଧିଷ୍ଟିର ନାହାକଙ୍କ ପରିବାର ଉପରେ ନିର୍ଯାତନା ବଢିଚାଲିଛି।...

ଗ୍ରେଡ୍‌ପେ ବୃଦ୍ଧି ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ଅମଲା

ପାଟଣା,୨୨।୫(ସ୍ବ.ପ୍ର.): ଜିଲାସ୍ତରୀୟ ମିଳିତ ଅମଲା ମଞ୍ଚର ଆହ୍ବାନ କ୍ରମେ ସୋମବାର ପାଟଣା ଓ ସାହାରପଡ଼ା ପଡା ବ୍ଲକ୍‌ର ଅମଲାମାନେ ୪୨ ଶହ ଟଙ୍କା ଗ୍ରେଡ୍‌ ପେବୃଦ୍ଧି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସୋମବାର(୨୨) ମେରୁ ୩୧ ମେ ପର୍ଯ୍ୟନ୍ତ କଳା ବ୍ୟାଜ...

ଶ୍ରମିକଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ନେଇ ଧାରଣା

ଢେଙ୍କାନାଳ ଅଫିସ,୨୨ା୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡ଼ଗପ୍ରସାଦ ଗ୍ରାମ ନିକଟସ୍ଥ ନବ ଲିମିଟେଡ୍‌ କମ୍ପାନୀରେ ରବିବାର ଅପରାହ୍ନରେ ମାଧବ ବେହେରା (୪୦) ନାମକ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହ ଘଟଣାକୁ ନେଇ ସୋମବାର ସକାଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri