ଆମ ଜିଲା ଖବର

ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ଗାଁକୁ ଗଲା ମୃତଦେହ

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ବାଇକ୍‌ରେ ମୃତଦେହ ଗାଁକୁ ବୁହାହୋଇଛି। ରାଜ୍ୟ ସରକାର ଜନ୍ମରୁ ମୃତ୍ୟୁ...

ଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ଜି.ଉଦୟଗିରି,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏପି ୩୯ ଟିକ୍ୟୁ ୭୫୭୫ ନମ୍ବର ବିଶିଷ୍ଟ ୧୬ ଚକିଆ ଟ୍ରକ୍‌ରେ...

ରାମ୍‌କୋକୁ ୧.୫୨ କୋଟି ଜରିମାନା

ଯାଜପୁର,୧୪ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଧର୍ମଶାଳା ବ୍ଲକ ହରିଦାଶପୁରରେ ପ୍ରତିଷ୍ଠା ହୋଇଥିବା ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ କାରଖାନା ଆଇନଗତ ଅଧିକାର ନ ଥିବା ୫.୪୨ ଏକର ଶ୍ମଶାନ, ଜଳାଶୟ ଏବଂ ଗ୍ରାମ୍ୟ ଜଙ୍ଗଲକୁ ଦଖଲ କରିଛି। ଏନେଇ ପ୍ରିନ୍ସିପାଲ...

ଯୁବକଙ୍କୁ ଘୋଷାଡ଼ି ନେଲା ମାଲ୍‌ବାହୀ ଟ୍ରେନ୍‌, କଟିଗଲା ଗୋଡ଼

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଚନ୍ଦନପୁର ନିକଟସ୍ଥ ଆମ୍ବାଦଳାରୁ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ୍‌କୁ ଯାଉଥିବା ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ଗୋଡ଼ କଟିଯାଇଛି। ସୂଚନାନୁସାରେ, ଗୁରୁବାର ଭୋର୍‌ରୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼...

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଆନନ୍ଦପୁର/ଘଷିପୁରା,୧୪।୧୧(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକ ପଛରୁ ଆଉ ଏକ ଟ୍ରକ ଧକ୍କା ଦେବାରୁ ଡ୍ରାଇଭର...

ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା

କଟକ,୧୪ା୧୧(କାର୍ତ୍ତିକ ସାହୁ): କଟକ ସହରରେ ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଉତ୍ସବ ଅନୁଷ୍ଠିତ ହେବ। କମିଶନ୍‌ରେଟ୍‌ ପୋଲିସ ପକ୍ଷରୁ ସହରର ବିଭିନ୍ନ ରାସ୍ତାରେ ସୁନିୟନ୍ତ୍ରିତ ଗାଡ଼ି ଚଳାଚଳ, ଜନସାଧାରଣ ଓ ପଥଚାରୀଙ୍କ ସୁବିଧା ପାଇଁ ଟ୍ରାଫିକ୍‌ କଟକଣା...

କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବହିଷ୍କୃତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ...

ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ । ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ...

‘ବେଆଇନ ନିର୍ମାଣକାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ’

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ସରକାରୀ ଜମିରେ ବିନା ପ୍ଲାନ୍‌ରେ ରାସ୍ତା କଡ଼ରେ ବ୍ୟବସାୟିକ ଘର ନିର୍ମାଣ ହୋଇଛି। ଅନେକ ବ୍ୟବସାୟିକ...

‘କେବଳ ଖାଦ୍ୟ ନିରାପତ୍ତା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ବିହନ ସଂରକ୍ଷଣ ଜରୁରୀ’

କୋରାପୁଟ,୧୩ା୧୧(ଅମିତାଭ ବେହେରା): ପାରମ୍ପରିକ କୃଷି ଜୈବ ବିବିଧତାକୁ ସୁରକ୍ଷିତ ରଖିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ ସିଟି କ୍ୟାମ୍ପସରେ ବୁଧବାର ଏକ ପାରମ୍ପରିକ କିଷମର ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ...

ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ ମାଣ୍ଡୋ ଓରଫ ମାଣ୍ଡୁ ହପିଆ। ସୂଚନା ଅନୁଯାୟୀ, ବିଜାପୁର ଜିଲାରେ ମାଓବାଦୀ ବିରୋଧୀ...

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri