ଆମ ଜିଲା ଖବର

ମହିଳା ଏଏସ୍‌ଆଇଙ୍କୁ ହତ୍ୟା ଉଦ୍ୟମ, ଗିରଫ ହେଲେ ସ୍ବାମୀ

ବ୍ରହ୍ମପୁର ଅଫିସ,୨୧ା୫: ଜଣେ ମହିଳା ଏଏସ୍‌ଆଇଙ୍କୁ ନିର୍ଯାତନା ଦେବା ସହ ତଣ୍ଟି ଚିପି ହତ୍ୟା ଉଦ୍ୟମ ଅଭିଯୋଗରେ ବଡ଼ବଜାର ପୋଲିସ ତାଙ୍କ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଶ୍ରୀରାମନଗର ତୃତୀୟ ଲାଇନର ରମେଶ ଚନ୍ଦ୍ର ସାହୁ (୪୭)। ଏନେଇ...

ଯାତ୍ରୀଙ୍କୁ ମିଳୁନି ବସ୍‌ ଟିକେଟ, ପଥହୁଡ଼ି ଭୋଗୁଛନ୍ତି ହୀନସ୍ତା

ଆନନ୍ଦପୁର,୨୧ା୫(ସ୍ବ.ପ୍ର.): ୫୩ ନଂ ରାଜ୍ୟ ରାଜପଥ ଆନନ୍ଦପୁର ବ୍ରିଜଛକ ନିକଟରେ ଜଣେ ଯାତ୍ରୀ ପଥହୁଡ଼ି କ୍ୟାବିନ ତଳେ ଆଶ୍ରୟ ନେବା ଭଳି ଘଟଣା ଚର୍ଚ୍ଚାକୁ ଆସିଛି। ଯାତ୍ରୀଙ୍କୁ ସମସ୍ତ ଘଟଣା ସମ୍ପର୍କରେ ପଚରାଯିବା ପରେ ବସର କଣ୍ଡକ୍ଟର ତାଙ୍କ ପାଖରୁ...

ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ଗରମ ହେଉଛି। ଅସହ୍ୟ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...

ଅତାବିରାରେ ପହଞ୍ଚିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌

ସରଣ୍ଡା,୨୧ା୫(ଡି.ଏନ୍‌.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍‌ ପହଞ୍ଚିଛନ୍ତି। ଏହି ଟିମ୍‌ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି ଟିମ୍‌ରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅଛନ୍ତି। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି...

ସ୍ଲୋଗାନରେ ସୀମିତ ସ୍ବଚ୍ଛତା ଅଭିଯାନ

ରାଉରକେଲା ଅଫିସ,୨୧।୫: ରାଉରକେଲା ମହାନଗର ନିଗମ ପକ୍ଷରୁ ସହରରେ ସ୍ବଚ୍ଛତା ଅଭିଯାନ ଜାରି ରହିଛି। ତେବେ ଏହି ଅଭିଯାନ କାନ୍ଥରେ ଚିତ୍ର ଅଙ୍କା ଏବଂ ସ୍ଲୋଗାନ ଲେଖା ମଧ୍ୟରେ ସୀମିତ ରହିଯାଇଛି। ସହର ସାରା କୁଢ କୁଢ ଅଳିଆ ଆବର୍ଜନା...

ବିପର୍ଯ୍ୟସ୍ତ ଆମ୍ବୁଲାନ୍ସ ସେବା, ରୋଗୀ ହଟହଟା

ଲୋଇସିଂହା,୨୧।୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ଅଚଳ ହୋଇ ପଡିରହିଛି। ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଟଣା ଉପଖଣ୍ଡର ଏକ ପୁରୁଣା ଆମ୍ବୁଲାନ୍ସ (ଓଡି୦୩ଏନ୭୪୧୩)କୁ ଏଠାରେ ଯୋଗାଇ ଦିଆଯାଇଛି।...

କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଚାଷୀ ସାଜିଛନ୍ତି ଦାଦନ ଶ୍ରମିକ

ନୂଆପଡା ଅଫିସ,୨୧ା୫: ନୂଆପଡ଼ା ଜିଲାରେ ଚାଷୀଙ୍କ ଉନ୍ନତି ପାଇଁ କୋମନା ବ୍ଲକ ଅନ୍ତର୍ଗତ ଜଟଗଡ଼ ପଞ୍ଚାୟତ ସାହଜଟ-ବାଲିପାଟି ଗ୍ରାମରେ ଭୃଷି ଡୋଙ୍ଗରୀ, ଭାଲୁ ଡୋଙ୍ଗରୀ, ସିରିଆଲ ଖୋଲ ଡୋଙ୍ଗରୀ ମଧ୍ୟ ଭାଗରେ କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ନିର୍ମାଣ ହୋଇଛି।...

ଲାଞ୍ଚ ନେଇ ଧରାପଡ଼ିଲେ କିରାଣି

ସୋନପୁର,୨୧ା୫(ନି.ପ୍ର.): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ଼। ଏରିଅର ବିଲ୍‌ କରାଇ ଦେବାକୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାବୁଡ଼ରେ...

କୂଳ ଖାଇ ଚାଲିଛି ମହାନଦୀ

ବୌଦ୍ଧ,୨୧ା୫(ସ୍ବ.ପ୍ର.): ବୌଦ୍ଧ ଜିଲାରେ ଚିରସ୍ରୋତା ମହାନଦୀ ଜିଲାର ମନମୁଣ୍ଡାଠାରୁ ହରଭଙ୍ଗା ବ୍ଲକର ମାରଡା ପର୍ଯ୍ୟନ୍ତ ପ୍ରାୟ ୧୨୦ କିମି ପର୍ଯ୍ୟନ୍ତ ପ୍ରବାହିତ ହୋଇଛି। ମହାନଦୀ କୂଳରେ ୨୦୦ରୁ ଅଧିକ ଗ୍ରାମ ଥିବା ବେଳେ ୧୦ ହଜାରରୁ ଊର୍ଦ୍ଧ୍ୱ ପରିବାର ଘର...

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୩୨ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ୩ ଅଟକ

ପାଟଣା,୨୧।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରୁ ଶନିବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ଟ୍ରକ୍‌କୁ ତୁରୁମୁଙ୍ଗା ପୋଲିସଜବତ କରିଛି। ଉକ୍ତ ଟ୍ରକ୍‌ରେ...

କଣ୍ଟେନରକୁ ପଛ ପଟୁ ଧକ୍କା ଦେଲା ୧୨ ଚକିଆ ଟ୍ରକ୍‌

ପାଟଣା,୨୧।୫(ସ୍ବ ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। କଣ୍ଟେନର ପଛରେ ଏକ ଆସ ବୋଝଇ ୧୨ ଚକିଆ ଟ୍ରକ୍‌ ଧକ୍କା ଦେବା...

ମୋଚିଛକ-ଭଦ୍ରକାଳୀ ରାସ୍ତା ନିର୍ମାଣ ପାଇଁ ଉଚ୍ଛେଦ ଆରମ୍ଭ

ଭଦ୍ରକ ଅଫିସ,୨୧।୫ : ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ପୁରୁଣାବଜାର ରାସ୍ତା ନିର୍ମାଣ ପାଇଁ ବହୁ ବାଦବିବାଦ ପରେ ରବିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଉକ୍ତ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହେବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri