ଆମ ଜିଲା ଖବର

ଗୁଳୁଗୁଳି, ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ

ପଟ୍ଟାମୁଣ୍ଡାଇ,୨୦ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତଥା ଏହାର ଆଖପାଖ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗତ...

ଜଗତ୍‌ସିଂହପୁର ସହର: ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୦ା୫: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇପାରିବ ନାହିଁ। ଏହାର ଗତି ବଦଳା ଯିବ ନାହିଁ। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ...

୪୦ ବର୍ଷ ପରେ ରାସ୍ତାରେ ମାଟି ପଡ଼ିଲା

ରଘୁନାଥପୁର,୨୦।୫(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ପଞ୍ଚାୟତ ନୂଆପଡା ଓମ୍‌ଫେଡ ପ୍ଲାଣ୍ଟ ପାଖ ୯ନଂ. ୱାର୍ଡ ଦଳିତସାହି ରାସ୍ତାରେ ଦୀର୍ଘ ୪୦ ବର୍ଷ ପରେ ମାଟି ପକାଯାଇ ଯାତାୟାତ ଉପଯୋଗୀ କରାଯାଉଛି। ସରପଞ୍ଚ ସାହେଦା ତବସୁମଙ୍କ ପକ୍ଷରୁ ଏମ୍‌ଜିଏନ୍‌ଆରଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ...

ରାସ୍ତାରେ ଗଛ ଉପୁଡ଼ିଲା, ଘର ଭାଙ୍ଗିଲା

କଟକ ଅଫିସ/ଖୁଣ୍ଟୁଣୀ, ୨୦ା୫(ଡି.ଏନ୍‌.ଏ.): କଟକ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍‌ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଅନେକ ସ୍ଥାନରେ ଗଛ ଭାଙ୍ଗି ପଡିବାରୁ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଥିଲା।...

ଗାଡ଼ିରେ ‘ପ୍ରେସ୍‌’ ଲେଖି ଗଞ୍ଜେଇ ଚାଲାଣ

ନନ୍ଦପୁର, ୨୦ା୫ (ଡି.ଏନ୍‌.ଏ.): ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଏବେ ଚାଲାଣକାରୀମାନେ ଏକ ନୂଆ ତରିକା ଆପଣେଇଛନ୍ତି। ଗାଡ଼ିରେ ସେମାନେ ପ୍ରେସ୍‌ ଲେଖି ଗଞ୍ଜେଇ ଚାଲାଣ କରୁଥିବା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ପାଡୁଆ ଥାନା ଅଞ୍ଚଳରେ...

ଭିମ୍‌ସାର ଡାକ୍ତରୀ ଛାତ୍ରୀଛାତ୍ରଙ୍କ ପାଇଁ ଅଡୁଆ

ସମ୍ବଲପୁର,୨୦ା୫(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାର ମେଡିକାଲ କଲେଜ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ବେପରୁଆ ନୀତି ଯୋଗୁ ପିଲାଙ୍କ ଭବିଷ୍ୟତ ଅଡୁଆରେ ପଡିବା ଭୟ ରହିଛି। ସେମାନଙ୍କୁ ପାସ୍‌ ସାର୍ଟିଫିକେଟ ସହ ଡାକ୍ତର ସ୍ବୀକୃତି...

ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୨୦ା୫: ମାଟ୍ରିକ୍‌ ପରୀକ୍ଷାରେ ପୁଅ ୫୧୯ ନମ୍ବର ରଖି ଏ-୧ ଗ୍ରେଡ୍‌ ପାଇଥିଲେ। ଏଥିପାଇଁ ପରିବାର ଲୋକ ବେଶ୍‌ ଖୁସି ଥିଲେ। ଭବିଷ୍ୟତରେ ଡାକ୍ତର ହୋଇ ରୋଗୀଙ୍କ ସେବା କରିବାକୁ ସେ ଲକ୍ଷ୍ୟ ରଖିଥିଲେ। ହେଲେ ଏହି ଖୁସି...

ସମ୍ବଲପୁରରେ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ ଟିମ୍‌

ସମ୍ବଲପୁର,୨୦ା୫(ବ୍ୟୁରୋ): ମହାନଦୀ ଜଳ ବିବାଦକୁ ନେଇ ଗଠିତ ହୋଇଥିବା ଟ୍ରିବ୍ୟୁନାଲ ଟିମ୍‌ ଶୁକ୍ରବାର ସମ୍ବଲପୁରରେ ପହଞ୍ଚିଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଏହି ଟିମ୍‌ ବିଭିନ୍ନ ସ୍ଥାନ ପରିଦର୍ଶନ ସହ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ସନ୍ଧ୍ୟା ୭ଟାରେ...

ଉଦ୍‌ଘାଟିତ ହେଲା ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ

ବଡ଼ବିଲ,୧୯।୫(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଉତ୍ସବ ପଡ଼ିଆରେ ଆୟୋଜିତ ତିନିଦିନିଆ ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ଶୁକ୍ରବାର ସଂଧ୍ୟାାରେ ଉଦ୍‌ଘାଟିତ ହୋଇଛି। ରବିବାର ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାର କାର୍ଯ୍ୟକ୍ରମ ରହିଥିଲାବେଳେ ଶୁକ୍ରବାର କାଳ ବୈଶାଖୀ ପ୍ରଭାବରେ ପବନ ଓ...

ପୋଖରୀରେ ବୁଡି ଭଉଣୀ ଭାଇ ମୃତ

କୋରାପୁଟ,୧୯।୫(ସ୍ବପ୍ର ): ପୋଖରୀରେ ବୁଡି ଭଉଣୀ ଭାଇ ଙ୍କ ମୃତ୍ୟୁ ହୋଇଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ ପିପଳପୁଟ ଗ୍ରାମରେ ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜୀନୁ ବଡ଼ନାୟକଙ୍କ ୫ ବର୍ଷର ପୁଅ ଯୋଗେଶ ଏବଂ ୧୦...

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଭଦ୍ରକ ଅଫିସ, ୧୯।୫-ଭଦ୍ରକରେ କିନ୍ନରମାନେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ହାତରେ ମେହେନ୍ଦୀ, ଚୁଡ଼ି ସହ ପାଦରେ ଅଳତା ଓ ମଥାରେ ସିନ୍ଦୂର ଲଗାଇ ନୂଆ ଶାଢ଼ି ପିନ୍ଧି କିନ୍ନରମାନେ ନିଜ ଗୁରୁଙ୍କ ଉଦ୍ଦେଶ୍ୟରେ ଭିନ୍ନ ଢଙ୍ଗରେ ପୂଜା କରିଥିଲେ।...

ଦଶମ ପାସ୍‌ କଲେ କଲେ ମହିଳା, ମା’ଙ୍କ ଠାରୁ କମ ମାର୍କ ରଖିଛନ୍ତି ପୁଅ

ଦାରିଙ୍ଗବାଡି,୧୯।୫(ଡି.ଏନ.ଏ): ଇଚ୍ଛା ଶକ୍ତି ଆଗରେ ହାର ମାନିଛି ଶିକ୍ଷା। ୪୭ ବର୍ଷୀୟ ସୁଜାତା ୬୦୦ ମାର୍କରୁ ୩୪୬ ମାର୍କ ରଖି ବି୨ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିବାହର ୩୦ ବର୍ଷ ପରେ ଅଧାରୁ ଛାଡ଼ିଥିବା ପାଠକୁ ସମ୍ପୂର୍ଣ୍ଣ କରିବାକୁ ମନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri