ଆମ ଜିଲା ଖବର

୧୪ ବର୍ଷ ହେଲା ପାଇପ୍‌ ପାଣିରୁ ବଞ୍ଚିତ ୩ ଗାଁ

ବୋଲଗଡ଼,୧୭।୫(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକେ କିପରି ବିଶୁଦ୍ଧ ପାନୀୟଜଳ ପାଇପାରିବେ, ସେନେଇ ସରକାର ବିଭିନ୍ନ ଯୋଜନା କରିବା ସହ ପଦକ୍ଷେପ ନେଉଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ କରି ନଳକୂପ ଖନନ ଏବଂ ବିଶୁଦ୍ଧ ପାନୀୟ ଜଳଯୋଗାଣ...

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୭।୫: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା...

ପୁରୀ ବେଳାଭୂମିରେ ମରିପଡ଼ିଛନ୍ତି ଜେଲିଫିସ୍‌

ପୁରୀ ଅଫିସ, ୧୬ା୫: ପୁରୀ ବେଳାଭୂମିରେ ବହୁ ସଂଖ୍ୟକ ମୃତ ଜେଲିଫିସ୍‌ ପଡ଼ିରହିଥିବା ମଙ୍ଗଳବାର ଦେଖିବାକୁ ମିଳିଛି। ଏହି ସଂଖ୍ୟା ପ୍ରାୟ ସହସ୍ରାଧିକ ହେବ ବୋଲି ଅନୁମାନ କରାଯାଉଛି। ଏ ନେଇ ପରିବେଶବିତ୍‌ମାନେ ଚିନ୍ତା ପ୍ରକଟ କରିଥିବାବେଳେ ଜେଲିଫିସ୍‌ଗୁଡ଼ିକୁ ଦେଖିବା...

ବାର୍ଦ୍ଧକ୍ୟ ଭତ୍ତା : ୧୧ କି.ମି. ଚାଲିଲେ ଦୃଷ୍ଟିହୀନ ବୃଦ୍ଧ

ପଟ୍ଟାମୁଣ୍ଡାଇ,୧୭।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଜଣେ ଦୃଷ୍ଟିହୀନ ବୃଦ୍ଧ ମଙ୍ଗଳବାର ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ମିଳୁ ନ ଥିବା ଅଭିଯୋଗ ନେଇ ୧୧ କିମି ଚାଲି ବ୍ଲକ ଅଫିସ୍‌ରେ ପହଞ୍ଚିଥିଲେ। କିନ୍ତୁ...

ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକଙ୍କୁ ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୭।୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲା ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ...

୩ ଲୁଟେରାଙ୍କ ଫଟୋ ଜାରି କଲା ପୋଲିସ

ଯାଜପୁର ଅଫିସ,୧୭।୫ : ଯାଜପୁର ଜିଲା ଯାଜପୁର ରୋଡ ଥାନା ଅନ୍ତର୍ଗତ ଦଳା ଛକ ନିକଟରେ ଥିବା ସେନ୍‌କୋ ଜୁଏଲେରି ଶୋ’ରୁମରୁ ସୋମବାର ହୋଇଥିବା ଡକାୟତି ଘଟଣାରେ ପୋଲିସକୁ ଏକ ବଡ଼ ସୁରାକ ମିଳିଛି। ଶୋ’ରୁମର ଗୁପ୍ତ ସ୍ଥାନରେ ଲାଗିଥିବା...

ବିନା କମିଟି ରିପୋର୍ଟରେ ପ୍ରସ୍ତୁତ ହୋଇଥିଲା ଆଜାଦୀ କା ଅମୃତ ମହୋତ୍ସବ ପୋଷ୍ଟର

ବଲାଙ୍ଗୀର ଅଫିସ, ୧୭।୫: ଆଜାଦୀ କା ଅମୃତ ମହୋତ୍ସବ ପାଳନ ସକାଶେ ପ୍ରସ୍ତୁତ କରାଯାଇଥିବା ପୋଷ୍ଟରର ଡିଜାଇନ ପାଇଁ କୌଣସି କମିଟି ଗଠନ କରାଯାଇ ନ ଥିଲା। ଏଭଳିକି କୌଣସି କମିଟିର ରିପୋର୍ଟ ପ୍ରସ୍ତୁତ କରାଯାଇ ନ ଥିଲା ବୋଲି...

ପର୍ଯ୍ୟଟନ ସ୍ଥଳ ହେବ ନଗଡ଼ା: ମନ୍ତ୍ରୀ ଘଡ଼ାଇ

କାଳିଆପାଣି,୧୭ା୫(ଡି.ଏନ.ଏ.): ଯାଜପୁର ଜିଲାର ନଗଡ଼ା ଏକଦା ଅପପୁଷ୍ଟିର ନିନ୍ଦା ମୁଣ୍ଡାଇଥିବାବେଳେ ଆଜି ପର୍ଯ୍ୟଟନସ୍ଥଳରେ ପରିଣତ ହେବାକୁ ଯାଉଛି। ଆଗାମୀ ଦିନରେ ପର୍ଯ୍ୟଟକମାନେ ପାହାଡ଼ ପାଦଦେଶରେ ଥିବା ସୁକିନ୍ଦାର ଆରାଧ୍ୟ ଦେବୀ ମା’ ଖଣ୍ଡୁରାଇଙ୍କ ଦର୍ଶନ କରିବେ। ଏହାପରେ ୬ କି.ମି....

ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ନିର୍ଦ୍ଦେଶ

ଯାଜପୁର ଟାଉନ,୧୭ା୫(ଡି.ଏନ.ଏ.): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଏକ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ମଙ୍ଗଳବାର ବରୀ ବିଧାୟିକା ସୁନନ୍ଦା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲା ପରିଷଦ ସମ୍ମିଳନୀଗୃହରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ...

‘ଆମ ଜମି ଆମକୁ ଫେରାଅ’

ଯାଜପୁର ଅଫିସ,୧୭ା୫ : ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ, କଳ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର ଯେ, ସହାନୁଭୂତିଶୀଳ ଏକଥା ମେସ୍କୋ ଷ୍ଟିଲ କାରଖାନା କ୍ଷେତ୍ରରେ ଦେଖିବାକୁ ମିଳୁଛି । ଦୀର୍ଘ ୪ ବର୍ଷ ହେଲା କଳିଙ୍ଗନଗର...

ସାମାନ୍ୟ ବନାନ ତ୍ରୁଟି ପାଇଁ

ଯାଜପୁର ଅଫିସ,୧୭ା୫ : ପୂର୍ବତଟ ରେଳପଥ ଅଧୀନ ହାୱାଡା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ଥିବା ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ନାମ ପରିବର୍ତ୍ତନ କରି ଯାଜପୁର ରୋଡ ନାମରେ ନାମିତ କରିବାକୁ ରାଜ୍ୟ ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେଇ ସାରିଛନ୍ତି। ହେଲେ ବିଜ୍ଞାନ...

ସମୁଦ୍ର ଲଙ୍ଘି ଜମିରେ ଲୁଣିପାଣି ମାଡ଼ିଲା

ମହାକାଳପଡ଼ା,୧୭ା୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମୋଚା ବାତ୍ୟା ପ୍ରଭାବରେ ସମୁଦ୍ର ପତ୍ତନ ବଢ଼ିଛି। ଫଳରେ ସମୁଦ୍ର ଲୁଣିପାଣି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ସାନ୍ତାଳି ଗଁା (ପଡ଼ା)ରେ ମଙ୍ଗଳବାର ଭୋରରୁ ମାଡ଼ିଯାଇଛି। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri