ଆମ ଜିଲା ଖବର

ଉତ୍କଟ ହେଉଛି ଖାଦ୍ୟ, ପାନୀୟଜଳ ସଙ୍କଟ

କୋଣାର୍କ,୧୬।୫(ଡି.ଏନ୍‌.ଏ.): କୋଣାର୍କସ୍ଥିତ ଚନ୍ଦ୍ରଭାଗା ବାଲୁଖଣ୍ଡ ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କୁ ଖାଦ୍ୟ ଓ ପାନୀୟଜଳର ଘୋର ଅଭାବ ରହୁଥିବାରୁ ଧୀରେ ଧୀରେ ଉତ୍କଟ ରୂପ ନେବାରେ ଲାଗିଛି। ବନ ବିଭାଗ ପକ୍ଷରୁ ଏହାର କୌଣସି ବ୍ୟବସ୍ଥା କରାଯାଉ ନ ଥିବାରୁ ବିଗତ ଦିନରେ...

ଦିବାକର ମହାନ୍ତି, ନନ୍ଦକିଶୋର ସିଂହ ପାଇବେ ଭଜନସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ

କଟକ ଅଫିସ, ୧୬।୫: ସଙ୍ଗୀତଜ୍ଞ ଦିବାକର ମହାନ୍ତି ଓ ଗୀତିକାର ନନ୍ଦକିଶୋର ସିଂହ ଭଜନ ସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ-୨୦୨୩ ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶାର ଲବ୍ଧ ପ୍ରତିଷ୍ଠ କଣ୍ଠଶିଳ୍ପୀ ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀ ଉତ୍ସବ...

ବାକି ପଡ଼ିଛି ୬ ହଜାର କୋଟି

ଯୋଡ଼ା,୧୬ା୫(ଡି.ଏନ୍‌.ଏ.): ଓଡ଼ିଶାର ଖଣି ବହୁଳ କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଖଣି ଦୁର୍ନୀତିକୁ ନେଇ ୨୦୦୯- ୧୦ରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଦୁର୍ନୀତିର ତଦନ୍ତ କରିବା ପାଇଁ ଜଷ୍ଟିସ ଏମ୍‌.ବି. ଶାହା କମିଶନ ଏବଂ ପରେ ସୁପ୍ରିମ କୋର୍ଟଙ୍କ...

ଡ୍ରଇଂ ଶିଟ୍‌ରେ ୧ ଲକ୍ଷ ୧୦୮ ରାମ ନାମ

କେନ୍ଦୁଝର, ୧୬ା୫(ଡି.ଏନ୍‌.ଏ.): କେନ୍ଦୁଝର ପୁରୁଣା ସହରର ପ୍ରସନ୍ନ ପତିଙ୍କ କନ୍ୟା ସୁଶ୍ରୀ ସୁମନ ପତି ୨୮ ଇଞ୍ଚ ଓସାର, ୩୪ ଇଞ୍ଚ ଲମ୍ବ ବିଶିଷ୍ଟ ଏକ ଡ୍ରଇଂ ଶିଟ୍‌ରେ ୧ ଲକ୍ଷ ୧୦୮ ଥର ରାମ ନାମ ଲେଖିଛନ୍ତି। ଏହି...

ବାର୍ଷିକ ୪୦୦ ଜୀବନହାନି

ଯାଜପୁର ଅଫିସ,୧୬ା୫: ଭାରତର ବିପର୍ଯ୍ୟୟ ହଟ୍‌ସ୍ପଟ୍‌ ମଧ୍ୟରେ ଓଡ଼ିଶା ରହିଆସିଛି। ବାତ୍ୟା, ବନ୍ୟା, ମରୁଡ଼ି ଭଳି ଦୁର୍ବିପାକ ପ୍ରାୟ ପ୍ରତିବର୍ଷ ଘଟୁଛି। ଏଭଳି ବିପର୍ଯ୍ୟୟ ସହ ବଜ୍ରପାତରେ ଅଧିକ ଜୀବନହାନି ଘଟୁଛି। ୧୯୯୯ ମହାବାତ୍ୟା ପରେ ଏଯାଏ ବଜ୍ରପାତରେ ୫୦୦୦ରୁ...

ବନପାଳଙ୍କ ସମେତ ୬ ଗିରଫ

ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ବଡ଼ଝାଡ଼ ଅଞ୍ଚଳରେ ବଜ୍ରକାପ୍ତା କାତି ବିକ୍ରି ପାଇଁ ଡିଲ୍‌ ସମୟରେ ପୋଲିସ ଚଢ଼ାଉ କରି ୬ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲା...

ଅର୍କେଶଙ୍କ ବିରୋଧରେ ସ୍ତ୍ରୀ ନିର୍ଯାତନା ଅଭିଯୋଗ

ବଲାଙ୍ଗୀର ଅଫିସ, ୧୬ା୫: ବଲାଙ୍ଗୀର ରାଜ ପରିବାର ସଦସ୍ୟ ତଥା ବିଜେଡି ଯୁବନେତା ଅର୍କେଶ ନାରାୟଣ ସିଂଦେଓଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭି.ପି. ସିଂଙ୍କ ନାତୁଣୀ ଆଦ୍ରିଜା ମଞ୍ଜରୀ ସିଂଦେଓ ଗୁରୁତର ନିର୍ଯାତନା ଅଭିଯୋଗ ଆଣିଛନ୍ତି।...

ଟୋକନରେ ତ୍ରୁଟି, ଧାନ ବିକ୍ରି ହୋଇପାରୁନି

ବରଗଡ଼ ଅଫିସ୍‌,୧୬ା୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ନାନା ଅବ୍ୟବସ୍ଥା ଯୋଗୁ ଚାଷୀମାନେ ଧାନ ବିକ୍ରି କରି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟୋକନରେ ତ୍ରୁଟି ଏବେ ଚାଷୀଙ୍କ ପାଇଁ...

ଓଲଟିଲା ଟ୍ରାକ୍ଟର, ଚାପି ହୋଇ ଚାଳକ ମୃତ

ଜୁନାଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାନ୍ଦୁଲବନ୍ଦ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ସାମାନକୁ ଆସିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିବାରୁ ଚାଳକ ଜଣକ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଗୌଡଛେଣ୍ଡିଆ ଗଁାର...

ଇନ୍ଦ୍ରାବତୀ ବାମ କେନାଲରୁ ବନ୍ଦ ହେଲା ଜଳସେଚନ

ଭବାନୀପାଟଣା,୧୫।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ବାମ କେନାଲରେ ସୋମବାରଠାରୁ ରବି ଚାଷ ପାଇଁ ଜଳସେଚନ ବନ୍ଦ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଜାନୁୟାରୀ ୭ ତାରିଖରେ ରବି ଚାଷ ପାଇଁ ବାମ କେନାଲରେ ଜଳ ସେଚନ ଆରମ୍ଭ...

ବିବାହର ୮ ମାସ ପରେ ନାବାଳିକା ଉଦ୍ଧାର

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ବିବାହର ୮ ମାସ ପରେ ବାଲେଶ୍ୱର ଜିଲା ଅଞ୍ଚଳର ଜଣେ ନାବାଳିକାଙ୍କୁ ସୋମବାର ଆନନ୍ଦପୁର ଥାନା କୋଡ଼ପଡ଼ାର ଗଉଡ଼ଡିହା ଅଞ୍ଚଳରୁ ଚାଇଲ୍ଡଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ଖଇରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଆନନ୍ଦପୁର...

ଚକା ଫାଟି ପୋଲ ତଳକୁ ଖସିଲା ଟ୍ରାକ୍ଟର

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଦିପୁନ ନାଏକ ନାମକ ଜଣେ ଯୁବକ ଟ୍ରାକ୍ଟର ଧରି ଯାଉଥିବା ବେଳେ ରେମାଳ ପୋଲ ଉପରେ ଚକା ଫାଟିଯାଇଥିଲା। ଫଳରେ ଟ୍ରାକ୍ଟର ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିଥିଲା। ଟ୍ରାକ୍ଟର ତଳେ ଚାଳକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri