ଆମ ଜିଲା ଖବର

ବିଦ୍ୟୁତ୍‌ ସମସ୍ୟାରୁ ମୁକୁଳିବେ ୬ ହଜାର ଉପଭୋକ୍ତା

ଖଇରା,୧୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରୁଗାଁ ପଞ୍ଚାୟତବାସୀ ଦୀର୍ଘଦିନ ଧରି ବିଦ୍ୟୁତ ସମସ୍ୟାରେ ଘାଣ୍ଟି ହେଉଥିବା ବେଳେ ୨ଦିନ ତଳେ ନୂଆ ଷ୍ଟ୍ରକଚର ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ସେମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି। ଓଡିଏସ୍‌ଏସ୍‌ପି ମାଧ୍ୟମରେ...

ପୁନରୁଦ୍ଧାର ହେବ ସିଦ୍ଧମଠ ଔଷଧୀୟ ଉଦ୍ୟାନ

କେନ୍ଦୁଝର,୧୩ା୫(ସ୍ବ.ପ୍ର.): ବ୍ୟାପକ ଜଙ୍ଗଲ ନଷ୍ଟ, ଗଛ ଚୋରି କାରଣରୁ ଉଜୁଡ଼ି ଯାଇଥିବା ସିଦ୍ଧମଠ ଔଷଧୀୟ ଉଦ୍ୟାନର ରକ୍ଷଣାବେକ୍ଷଣ ପାଇଁ ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି ା ଗୁରୁବାର ବନ ବିଭାଗ କର୍ମଚାରୀ, ସ୍ଥାନୀୟ କାଉନ୍‌ସିଲର ଓ ଲୋକଙ୍କ ଉପସ୍ଥିତିରେ...

ଅର୍ଥ ମଞ୍ଜୁର ପରେ ନିର୍ମାଣ ହେଉନି ବିଶ୍ରାମାଗାର

ଭଦ୍ରକ ଅଫିସ, ୧୩ା୫: ଯାତ୍ରୀ ବିଶ୍ରାମାଗାର ନିର୍ମାଣ ପାଇଁ ଅର୍ଥ ମହଜୁଦ ରହି ମଧ୍ୟ ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛା ଶକ୍ତିର ଅଭାବ ଯୋଗୁଁ ବିଶ୍ରାମାଗାର ନିର୍ମାଣ ହୋଇପାରୁନାହିଁ ା ଏପରି ବ୍ୟତିକ୍ରମ ସୃଷ୍ଟି ହୋଇଛି ଭଦ୍ରକ ଜିଲା ବନ୍ତ ବ୍ଲକ...

କଳାପଥର ପରିବହନରେ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ୍‌.ଏ.),୧୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର କେଳେଙ୍କାରୀ ସହ ବାୟୁ ପ୍ରଦୂଷଣ ଏବେ ଚରମସୀମାରେ ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ଏଭଳି ଅନିୟମିତତା ଏବଂ ମନମାନିକୁ ନିୟନ୍ତ୍ରଣ କରିବାରେ ସେଭଳି କିଛି ଠୋସ୍‌ କାର୍ଯ୍ୟାନୁଷ୍ଠାନ ନେବାରେ...

ନିଯୁକ୍ତିରେ ଜାଲିଆତି, ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୩ା୫: ରାଜ୍ୟରେ ନକଲି ବିଏଡ୍‌/ସିଟି ଡିଗ୍ରୀଧାରୀ ଏବଂ ଜାତିଗତ ପ୍ରମାଣପତ୍ର ଜାଲିଆତି କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ଶିକ୍ଷା ବିଭାଗ ପକ୍ଷରୁ ବାରମ୍ବାର ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ତଦନ୍ତ କରି ଆଇନଗତ...

ମଙ୍ଗଳପୁର-ବଡ଼କୁଆଁଲ ରାସ୍ତା କାମରେ ଦୁର୍ନୀତି

ପ୍ରୀତିପୁର,୧୩ା୫(ଡି.ଏନ୍‌.ଏ.): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ ଶତାଧିକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ା ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାର ଓ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି ା ଫଳରେ ରାସ୍ତା...

ଭୂତକୋଠି ପାଲଟିଛି ଗୋଷ୍ଠୀ ଶୌଚାଳୟ

କୁଜଙ୍ଗ,୧୩।୫ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ କୁଜଙ୍ଗ ପରିଚିତ। ଏଠାରେ ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ଥାନା, ୫ ନ୍ୟାୟାଳୟ, ୫୦ରୁ ଉର୍ଦ୍ଧ୍ୱ ସରକାରୀ କାର୍ଯ୍ୟାଳୟ, ୧୦ରୁ ଊର୍ଦ୍ଧ୍ୱ ରାଷ୍ଟ୍ରାୟତ୍ତ...

ପାନୀୟଜଳ, ଶିକ୍ଷା ଓ ଉନ୍ନୟନମୂଳକ କାମକୁ ଗୁରୁତ୍ୱ

ରାଜନଗର, ୧୩ା୫ (ଡି.ଏନ.ଏ.): ରାଜନଗର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପ୍ରତିଭା ପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନୂତନ ନଳକୂପ ଖନନ, ମେଗା ପାନୀୟଜଳ ପ୍ରକଳ୍ପର ଅଗ୍ରଗତି, ଯୁଦ୍ଧକାଳୀନ ଭିତ୍ତିରେ ଅଚଳ ନଳକୂପ ମରାମତି ଉପରେ ଆଲୋଚନା...

ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ଏହାପରେ ଯୋରନ୍ଦା ମହିମାଗାଦିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ଲାଗି...

୩ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୩ା୫: ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରରେ ତିନି ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରୁ ତିନିଜଣ ପୂଜାପଣ୍ଡା ସାମନ୍ତ ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ କରାଇବା ପରେ ତିନି ରଥର...

ରାଜ୍ୟପାଳଙ୍କୁ ରିପୋର୍ଟ ଦେଲେ କୁଳପତି

ବାରିପଦା ଅଫିସ, ୧୩ା୫: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ ଘଟଣାକୁ ନେଇ ଶୁକ୍ରବାର କୁଳପତି ସନ୍ତୋଷ କୁମାର ତ୍ରିପାଠୀ ରାଜ୍ୟପାଳଙ୍କୁ ରିପୋର୍ଟ...

ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍‌ଏଫ୍‌ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେଶନ ଅମିତାଭ ଠାକୁର, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri