ଆମ ଜିଲା ଖବର

ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ନାବାଳିକା

ଚିତ୍ରକୋଣ୍ଡା,୧୨।୫: ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ବାଲିମେଳା ଜଳଭଣ୍ଡାରରେ ବୁଡ଼ି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିତ୍ରକୋଣ୍ଡା ଅପରେଟର କଲୋନୀର ପଦ୍ମିନୀ କାନ୍ଦୁଲିଆ(୧୫)। ମିଳିଥିବା ସୂଚନା ମୁତାବକ, ପରିବାର ଲୋକଙ୍କ ସହ ପଦ୍ମିନୀ ଆଈ ଘର ଚିତ୍ରକୋଣ୍ଡାସ୍ଥିତ ଦୋରାଘାଟକୁ...

କନଷ୍ଟେବଳଙ୍କ ସନ୍ଦେହଜନକ ମୃତ୍ୟୁ

ନିଶ୍ଚିନ୍ତକୋଇଲି,୧୨ା୫(ସ୍ବ.ପ୍ର.): ଡ୍ୟୁଟି କରିବାକୁ ଆସି ପୋଲିସ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ପରିବାର ଲୋକେ ତଦନ୍ତ ଦାବି କରିଛନ୍ତି। ଏପରି ଘଟଣା ଘଟିଛି କଟକ ଜିଲା ନିଶ୍ଚିନ୍ତକୋଇଲିର ଜିଗ୍ନିପୁର ଠାରେ। କଟକ ପୋଲିସ ହେଡ କ୍ବାର୍ଟର୍ସରେ କନଷ୍ଟେବଳ ଭାବେ ଶ୍ରୀନିବାସ...

ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ପାଟବସ୍ତ୍ର ପ୍ରସ୍ତୁତି

ଖୋର୍ଦ୍ଧା ଅଫିସ,୧୨ା୫: ଜୁନ୍‌ ୨୦ରେ ଘୋଷଯାତ୍ରା। ଏଥିଲାଗି ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ଏପଟେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାର ବୁଣାକାର ପରିବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲାଗି ପାଟବସ୍ତ୍ର ଓ ସୂତାଲୁଗା...

ବନ୍ଦର ଉପାଧ୍ୟକ୍ଷ ଦାୟିତ୍ୱ ନେଲେ ନୀଳଭ୍ର ଦାସଗୁପ୍ତା

ପାରାଦୀପ ୧୨।୫(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରାଧିକରଣ (ପିପିଏ)ର ନୂତନ ଉପାଧ୍ୟକ୍ଷ ଭାବେ ନୀଳଭ୍ର ଦାସଗୁପ୍ତା ଦାୟିତ୍ୱ ନେଇଛନ୍ତି। ପୂର୍ବରୁ ଉପାଧ୍ୟକ୍ଷ ଥିବା ଏ କେ.ବୋଷ ଗତ ମାର୍ଚ୍ଚ ୩୧ରେ ଅବସର ଗ୍ରହଣ କରିଥିଲେ। ସେବେଠାରୁ ଉକ୍ତ ପଦବୀ ଖାଲି ଥିଲା।...

ଖସିପଡ଼ିଥିବା ଡ୍ରୋନ୍‌କୁ ନେଇ ଆତଙ୍କ

ଢେଙ୍କାନାଳ ଅଫିସ, ୧୨।୫: ଢେଙ୍କାନାଳ ସଦର ଥାନା ଇନ୍ଦିପୁର ଗ୍ରାମ କେନାଲ ବନ୍ଧ ଉପରେ ଗୁରୁବାର ଅପରାହ୍ନରେ ଖସିପଡ଼ିଥିବା ଏକ ଡ୍ରୋନ୍‌କୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଅପରାହ୍ନ ପ୍ରାୟ ୫ଟା...

ପିଆଇଡବ୍ଲ୍ୟୁଟି ନିର୍ଦ୍ଦେଶକଙ୍କ ସତ୍ୟପାଠ ଦାଖଲ

କଟକ ଅଫିସ,୧୨ା୫: ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଡଙ୍ଗାବୁଡ଼ି ମାମଲାରେ ମେ’ ୧ ତାରିଖରେ ସତ୍ୟପାଠ ଦାଖଲ କରାଯାଇଛି। ଓଡ଼ିଶା ପୋର୍ଟ ଆଣ୍ଡ୍‌ ଆଇଲାଣ୍ଡ୍‌ ଓ୍ବାଟର ଟ୍ରାନ୍ସପୋର୍ଟ ବିଭାଗ(ପିଆଇଡବ୍ଲ୍ୟୁଟି)ର ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳ ସତ୍ୟପାଠ ଦାଖଲ କରି...

ବିଲ୍‌ରେ ଜାଲିଆତି କରି ଟଙ୍କା ହଡ଼ପ ଉଦ୍ୟମ

ଅନୁଗୋଳ ଅଫିସ,୧୨ା୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ କେବଳ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଆର୍ଥିକ ଭାବେ ଶୋଷଣ କରୁନାହାନ୍ତି, ସୁଯୋଗ ପାଇବା ମାତ୍ରେ ସରକାରୀ ଅର୍ଥ ହଡପ୍‌ ପାଇଁ କିପରି ଉଦ୍ୟମ କରୁଛନ୍ତି ତାହାର ଉଦାହରଣ ଗୁରୁବାର...

ଖୁଆଇଦେଲେ ଅବୈଧ ଔଷଧ, ମୃତ୍ୟୁସହ ଲଢ଼ୁଛି ଶିଶୁ

ପାରଳାଖେମୁଣ୍ଡି,୧୨ା୫(ଡି.ଏନ୍‌.ଏ.): ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ବେପରୁଆ ମନୋଭାବ ଯୋଗୁ ମୃତ୍ୟୁ ସହ ଲଢୁଛି ୧୧ ମାସର ଶିଶୁ। ପ୍ରାୟ ବର୍ଷେ ତଳର ଅବୈଧ ଔଷଧ ଖୁଆଇ ଦେବାରୁ ଶିଶୁପୁତ୍ରର ଅବସ୍ଥା ସଙ୍କଟାପନ୍ନ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ...

ସରକାରୀ ଯୋଜନାଠାରୁ ବହୁ ଦୂରରେ ବେତାଗଣ୍ଡା ଗାଁ

ଆର.ଉଦୟଗିରି,୧୧ା୫(ଡି.ଏନ.ଏ.): ମୋହନା ବ୍ଲକ ଗୁରୁଝୁଳୀ ପଞ୍ଚାୟତର ଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ ବେତାଗଣ୍ଡା ଗାଁ। ଏହି ଗାଁକୁ ଯିବାକୁ ହେଲେ ଅଡ଼ବା ହରଭଙ୍ଗି ଡ୍ୟାମ୍‌ ନିକଟ ପଣସଡିହ ଗ୍ରାମଠାରୁ ପ୍ରାୟ ୨୦ କିମି ଦୂର ଘଞ୍ଚ ଜଙ୍ଗଲ, ପାହାଡ଼ ପର୍ବତ...

ନିରନ୍ତର ବିଦ୍ୟୁତ୍‌ ଯୋଗାଣ ଲକ୍ଷ୍ୟ

ବ୍ରହ୍ମପୁର ଅଫିସ,୧୨ା୫: ଗ୍ରାହକଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ୍‌ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଟିପି ସଦର୍ଣ୍ଣ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବ୍‌ ଷ୍ଟେଶନ ରଖା ଯାଇଛି। ଫଳରେ ବିଦ୍ୟୁତ୍‌ ବିଭ୍ରାଟ ସମୟରେ...

ଗାଁମୁହାଁ ଭାଲୁ, ଲୋକେ ଆତଙ୍କିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.)-କେନ୍ଦୁଝର ସଦର ରେଞ୍ଜ ଅଧୀନ ଯୋଗୀମଠ ବନ ବିଭାଗ ନର୍ସରୀରେ ଏକ ଭାଲୁ ପଶି ଆସିଛି। ଭାଲୁଟି ପାଖ ଗାଁ ଦେଇ ଯାଉଥିବା ବେଳେ ଲୋକେ ଦେଖି ହୋହଲ୍ଲା କରି ଗୋଡାଇବାରୁ ଭାଲୁଟି ବାଟବଣା ହୋଇ ନର୍ସରୀ ଭିତରକୁ ପଶି...

ଗଞ୍ଜେଇ ଭର୍ତ୍ତି ଅଟୋ ଜବତ: ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୨ା୫: ଅବକାରୀ ଗୋଇନ୍ଦା ଟିମ୍‌ ଶୁକ୍ରବାର ଏକ ଗଞ୍ଜେଇ ଭର୍ତ୍ତି ଅଟୋ ଜବତ କରିଛି। ଜଣେ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ବଡ଼ଗଡ଼ ଥାନା ଅନ୍ତର୍ଗତ ବଡ଼ଚିକିଲି ଗ୍ରାମର ପ୍ରମୋଦ କୁମାର ନାୟକ(୩୪)। ଫୁଲବାଣୀରୁ ଗଞ୍ଜେଇ ଆସ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri