ଆମ ଜିଲା ଖବର

ବୁଲୁଛି ଦନ୍ତା, ଗ୍ରାମବାସୀ ଭୟଭୀତ

ବାଲେଶ୍ୱର ଅଫିସ,୧୨।୫: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ବଡ଼ପାଳ ପଞ୍ଚାୟତ ନିକଟସ୍ଥ ଗ୍ରାମ୍ୟ ଜଙ୍ଗଲରେ ବୁଲୁଛି ଝାଡ଼ଖଣ୍ଡ ଦନ୍ତା। ଗାଁକୁ ପଶିଯିବା ଭୟରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ବିଦ୍ୟୁତ୍‌ ତାର ଦ୍ୱାରା ହାତୀର କ୍ଷୟକ୍ଷତି ହେବା ଆଶଙ୍କାକୁ ନେଇ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଅନୁଗୋଳ ଅଫିସ,୧୨।୫: ହାତୀ ଆକ୍ରମଣରେ ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ଗଡତରାସ ପଞ୍ଚାୟତ ଅଧୀନ ଯାମୁଣ୍ଡା କୂଳିଆପଶି ସାହିର ଜଣେ ବୃଦ୍ଧାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବୈଦେହୀ ପ୍ରଧାନ(୬୫)। ମିଳିଥିବା ସୂଚନା ମୁତାବକ, ବୈଦେହୀ ଗାଁ...

ଗାଁ ଛାଡୁଛନ୍ତିି ଲୋକେ

ବାରିପଦା ଅଫିସ,୧୨ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଶିଆଳିଘାଟି ଓ ପାଉଁଶିଆ ପଞ୍ଚାୟତ ଅନ୍ତର୍ଗତ ୪ଟି ଗ୍ରାମର ଲୋକେ ପ୍ରଶାସନିକ ଅବହେଳାରୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଆଗକୁ ବର୍ଷା ଦିନ ଥିବାରୁ ଏବେଠାରୁ ଏହି ୪ ଗ୍ରାମର ଲୋକେ ଜଳବନ୍ଦୀ...

ରୋକାଯାଇପାରୁନି ବାଲି ଚୋରାଚାଲାଣ

ଜଳେଶ୍ୱର,୧୨ା୫(ଡି.ଏନ.ଏ.): ଏନ୍‌ଜିଟି ପକ୍ଷରୁ ବିଭିନ୍ନ ଆଇନଗତ ସମସ୍ୟା ଦ୍ୱାରା ଚୋରାବାଲି ଚାଲାଣରେ ରୋକ ଲଗାଇବାକୁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ବନ୍ଦ କରାଯାଇପାରୁନାହିଁ। ଫଳରେ ପ୍ରତିଦିନ ସୁବର୍ଣ୍ଣରେଖା ନଦୀର ବାଲି ଚୋରାରେ ବିଭିନ୍ନ ସ୍ଥାନକୁ ଚାଲାଣ ହେଉଛି। ଜଳେଶ୍ୱର ତହସିଲଦାର...

ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର...

ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ଜୀବନ ଗଲା

ଗୁଣୁପୁର/ପାରଳାଖେମୁଣ୍ଡି,୧୨ା୫(ଡି.ଏନ୍‌.ଏ.): ଓଡ଼ିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲା କାତ୍ରାଗାଡ଼ା ନିକଟରେ ଶୁକ୍ରବାର ୪ ହାତୀଙ୍କ ମୃତଦେହ ଠାବ ହୋଇଛି। ପ୍ରକୃତରେ ହାତୀଙ୍କ ମୃତ୍ୟୁ କେମିତି ଘଟିଛି ସ୍ପଷ୍ଟ ହୋଇ ନ ଥିବା ବେଳେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଥିବା...

ଜିଲା ଶ୍ରମ କାର୍ଯ୍ୟାଳୟରେ ଟେଣ୍ଡର ଫିକ୍ସିଂ

ନୟାଗଡ଼ ଅଫିସ,୧୨।୫: ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟରେ କମ୍ପ୍ୟୁଟର କିଣା ଓ ଆଉଟ ସୋସିର୍ର୍ଂ ଏଜେନ୍ସିଂ ଚୟନରେ ଫିକି୍ସଂ କରାଯାଇ ଥିବା ଅଭିଯୋଗ ହୋଇଛି। ଜିଲା ଶ୍ରମ ଅଧିକାରୀ ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଯାଜପୁର ଏବଂ କଟକ ବାସିନ୍ଦାଙ୍କୁ...

ଖଣି ବ୍ୟବସାୟୀଙ୍କ ଆଡ୍ଡାସ୍ଥଳୀ ଭାଙ୍ଗିଲା ପୋଲିସ

ନୟାଗଡ଼ ଅଫିସ/ରଣପୁର, ୧୨।୫(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ମୌଜାର ବେଆଇନ ମାଙ୍କଡ଼ାପଥର ଓ ମୋରମ ଖଣି ସମ୍ପର୍କିତ ମାମଲାରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) କୋଲକତାଙ୍କ ଆଦେଶକୁ ପ୍ରଶାସନ ପକ୍ଷରୁ ଧିରେ ଧିରେ କାର୍ଯ୍ୟକାରୀ କରାଯାଇଛି। ଏହି...

୧୧ବର୍ଷ ଝିଅର ପରାମର୍ଶରେ ବାପା ଚଳାଇଲେ ସୋଲାର ଅଟୋରିକ୍ସା

ନୂଆଗାଁ,୧୨।୫(ଡି.ଏନ.ଏ.): ଅଧିକାଂଶ ସମୟରେ ଛୋଟ ପିଲାମାନଙ୍କ ଗଠନ ମୂଳକ ପରାମର୍ଶ ସଫଳତା ଆଣିଥାଏ। ସେମିତି ଜଣେ ୧୧ବର୍ଷ ବୟସ୍କ ଝିଅର ପରାମର୍ଶରେ ଜଣେ ଯୁବକ ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇବାରେ ସକ୍ଷମ ହୋଇଛନ୍ତି। ଏହି ଘଟଣା ଏବେ ନୟାଗଡ଼...

ମହାପ୍ରଭୁଙ୍କ ଜମିରେ ଥିବା ୧୪୭ କ୍ରଶର ବନ୍ଦ ନିର୍ଦ୍ଦେଶ

ପୁରୀ ଅଫିସ,୧୨ା୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ପରିଚାଳନା ଓ ସୁରକ୍ଷା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଖୋର୍ଦ୍ଧା ଓ ବେଗୁନିଆ ଅଞ୍ଚଳରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିରେ ସମୁଦାୟ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ୪ର୍ଥ ଶ୍ରେଣୀ କର୍ମଚାରୀ

ମୋରଡ଼ା,୧୨ା୫(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ବିଦ୍ୟାଳୟ ୫-ଟି ଅନ୍ତର୍ଭୁକ୍ତ ହେବା ସହିତ ଉତ୍ତମ ତଥା ଗୁଣାତ୍ମକ ଶିକ୍ଷାଦାନ ପାଇଁ ପ୍ରତିଟି ବିଦ୍ୟାଳୟରେ ଯଥେଷ୍ଟ...

ସକାଳ ୮ଟାରେ ପୋଷ୍ଟାଲ ବାଲଟ ଗଣତି

ଭୁବନେଶ୍ବର,୧୨ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ମତଦାନ ହାର ୭୯.୨୧ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ନିକୁଞ୍ଜ ବିହାରୀ ଧଳ ଗୁରୁବାର ସୂଚନା ଦେଇଛନ୍ତି। ଏଥିସହ ସେ ଭୋଟ ଗଣତି ସମ୍ପର୍କରେ ଏକ ସମୀକ୍ଷା କରିଛନ୍ତି। ଭିଡିଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri