ଆମ ଜିଲା ଖବର

ପାଚିବା ପୂର୍ବରୁ ଧାନ କାଟିନେଉଛି ଚାଷୀ

ବାଲେଶ୍ୱର ଅଫିସ ,୯ା୫: ସମ୍ଭାବ୍ୟ ବାତ୍ୟା ନେଇ ଚାଷୀମାନେ ଭୟଭୀତ ହୋଇପଡିଛନ୍ତି। ଗତପଥ ବଦଳାଇ ବାତ୍ୟା ବାଂଲାଦେଶ, ମିଅଁାମାର ମୁହଁା ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଥିଲେ ମଧ୍ୟ ବାଲେଶ୍ୱର ଜିଲାରେ ଧାନ ଚାଷ କରିଥିବା ଚାଷୀମାନେ ଭରସା...

ବିନା ଭିତ୍ତିଭୂମିରେ ଚାଲିଛି ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ

କେନ୍ଦୁଝର,୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବହୁ ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭିତ୍ତିଭୂମି ନ ଥାଇ ଚାଲିଛି। ଅସ୍ଥାୟୀ ଅନୁମତି ହାସଲ କରି ବିଦ୍ୟାଳୟ ଚଳାଇ ଆସୁଥିବା ବେଳେ କେତେକ ନୂତନ ଭାବେ ଅନୁମତି ପାଇବାକୁ ଆବେଦନ କରିଛନ୍ତି। ବହୁ ପୁରୁଣା...

ତାତିଠାରୁ ପାନୀୟ ଜଳ କଷ୍ଟ ବଢ଼ିଗଲାଣି

ନୟାଗଡ଼ ଅଫିସ,୯ା୫: ବଣ ଜଙ୍ଗଲଘେରା ନୟାଗଡ଼ ଜିଲା ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି। ଜିଲାର ୮ଟି ବ୍ଲକ ଓ ୫ ସହରାଞ୍ଚଳରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ଭୂତଳ ଜଳସ୍ତଳ ହ୍ରାସ ଯୋଗୁ ଜିଲାର ୪୭% କୂଅ, ନଳକୂପ, ପୋଖରୀ ଆଦି ଜଳ...

ସ୍ବାଧୀନତା ସଂଗ୍ରାମୀଙ୍କ ଗାଁ ଲୋକଙ୍କୁ ଚୁଆପାଣି ଭରସା

ନୂଆଗାଁ,୯ା୫(ଡି.ଏନ.ଏ.) : ପ୍ରତି ଗାଁର ଘରକୁ ଘର ପାନୀୟ ଜଳ ଯୋଗାଇଥିବା ନେଇ ସରକାର କହୁଛନ୍ତି। ହେଲେ ଦେଶକୁ ଇଂରେଜ ଶାସନରୁ ମୁକୁଳାଇ ସ୍ବାଧୀନତା ଆଣିବାକୁ ନିଜ ଜୀବନକୁ ଝାସ ଦେଇଥିବା ସଂଗ୍ରାମୀ ଗାଁକୁ ପାନୀୟ ଜଳ ଯୋଗାଇବାରେ ପ୍ରଶାସନ...

ମିଶନ ଶକ୍ତି ଗୃହ କାମରେ ଲାଗୁନି

ନୂଆଗାଁ,୯ା୫(ଡି.ଏନ.ଏ.): ମହିଳାଙ୍କ ଉନ୍ନତିରେ ରାଜ୍ୟର ପ୍ରଗତି। ତେଣୁ ମହିଳାମାନଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସ୍ବାବଲମ୍ବୀ କରାଇବା ଓ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନାମାନ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ସ୍ବେଚ୍ଛାଚାରିତା କାରଣରୁ ସେସବୁ...

ପାନୀୟ ଜଳ ଯୋଗାଣରୁ ସୁନାଖଳା ଗାଁ ଲୋକ ବଞ୍ଚିତ

ଭାପୁର,୯ା୫(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଜିପୁର ପଞ୍ଚାୟତ ଅଧୀନ ସୁନାଖଳା ଗାଁରେ ଦୀର୍ଘ ୧୩ ବର୍ଷରୁ ଊଦ୍ଧର୍‌ବ ହେଲା ପାନୀୟ ଜଳ ପାଇବାରୁ ଏପର୍ଯ୍ୟନ୍ତ ବଞ୍ଚତ୍ତ ହୋଇ ରହିଛି। ସରକାର ଗ୍ରାମାଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ପାନୀୟ ଜଳ...

ବଢୁଛି ତାତି, ଜନଜୀବନ ଅସ୍ତବ୍ୟସ୍ତ

ବଲାଙ୍ଗୀର ଅଫିସ,୯ା୫: ବଲାଙ୍ଗୀର ଜିଲାରେ ଗ୍ରୀଷ୍ମ ପ୍ରବାହ ଅଘୋଷିତ କର୍ଫ୍ୟୁ ଅନୁରୂପ ସ୍ଥିତି ସୃଷ୍ଟି କରିଛି। ଟାଣ ଖରା ଯୋଗୁଁ ଲୋକେ ଘରୁ ବାହାରିବାକୁ ଡରୁଛନ୍ତି। ଫଳରେ ପୂର୍ବାାହ୍ନ ୧୧ଟାରୁ ରାସ୍ତାଘାଟ ଶୂନଶାନ୍‌ ହୋଇଯାଉଛି। ୪୦ଡିଗ୍ରୀ ଉପରେ ତାପମାତ୍ରା ରହୁଥିବା...

ଅମଳ ଅଧିକ, ବିକ୍ରି ହୋଇପାରୁନି

ଅମରପାଲି,୯ା୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଚଳିତ ରବିଋତୁରେ ପ୍ରଚୁର ପରିମାଣରେ କଖାରୁ(ମାଖନ) ଉତ୍ପାଦନ ହୋଇଛି। ହେଲେ ବିକ୍ରି କରି ପାରୁ ନ ଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛି। ହଜାର ହଜାର କୁଇଣ୍ଟାଲ କଖାରୁ ନଷ୍ଟ...

ପ୍ରତିଶ୍ରୁତି ରଖିଲାନି ପ୍ରଶାସନ

ବିନିକା,୯ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ଗଁାର ଜିବର୍ଦ୍ଧନ କର୍ଣ୍ଣଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିଲା। ଘଟଣାକୁ ଇତିମଧ୍ୟରେ ୫ବର୍ଷ ୬ମାସ ବିତିଛି। ହେଲେ ସେହି ସମୟରେ ଜିଲା ପ୍ରଶାସନ ଦେଇଥିବା ଲିଖିତ ପ୍ରତିଶ୍ରୁତି ଅନୁଯାୟୀ ଜିବର୍ଦ୍ଧନଙ୍କ...

୮ ବର୍ଷରେ ମଲେଣି ୮ହାତୀ

ସୋନପୁର,୯ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ହାତୀଙ୍କ ଆବାସସ୍ଥଳୀ ଅସୁରକ୍ଷିତ ହୋଇପଡିଛି। କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ହାତୀଙ୍କୁ ସୁରକ୍ଷା ଦିଆ ଯାଇପାରୁନି। ବିଦ୍ୟୁତ୍‌ ଆଘାତରେ ପ୍ରାୟତଃ ଅଧିକାଂଶ ହାତୀଙ୍କ ଜୀବନ ଯାଉଛି। ଗତ ୮ ବର୍ଷ ମଧ୍ୟରେ ଜିଲାରେ...

ମାଦ୍ରିସାହିରେ ଜଳସଙ୍କଟ

ମାଥିଲି,୯ା୫(ଡି.ଏନ.ଏ.): ପାଣିମୁନ୍ଦେ ପାଇଁ ଏବେ ଚିନ୍ତାରେ ପଡିଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକ ମାଦ୍ରିସାହି ଲୋକେ। ବର୍ଷ ବର୍ଷ ଧରି ଜଳ ଯନ୍ତ୍ରଣା ଭୋଗୁଥିବା ଏହି ସାହିବାସିନ୍ଦାଙ୍କ ପାଇଁ ପ୍ରଶାସନ ନେଉନି କୌଣସି ପଦକ୍ଷେପ। ଏପରି ଜଳକଷ୍ଟ ଦେଖିବାକୁ ମିଳିଛି...

ପୁରୁଣା ବହିରେ ଅବକାଶକାଳୀନ ହୋମଓ୍ବାର୍କ

ରାୟଗଡ଼ା,୯ା୫(ସ୍ବ.ପ୍ର.): ଗ୍ରୀଷ୍ମ ଅବକାଶରେ ପାଠପଢ଼ା ଜାରି ରଖିବା ଲାଗି ପିଲାମାନଙ୍କୁ ଶିକ୍ଷକ ହୋମଓ୍ବାର୍କ ଦେବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଘରେ ରହି ସୁବିଧାରେ ପାଠ ପଢ଼ିବା ପାଇଁ ଏହି ଯୋଜନା ହେଲା।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri