ଆମ ଜିଲା ଖବର

ପୁରୁଣା ବହିରେ ଅବକାଶକାଳୀନ ହୋମଓ୍ବାର୍କ

ରାୟଗଡ଼ା,୯ା୫(ସ୍ବ.ପ୍ର.): ଗ୍ରୀଷ୍ମ ଅବକାଶରେ ପାଠପଢ଼ା ଜାରି ରଖିବା ଲାଗି ପିଲାମାନଙ୍କୁ ଶିକ୍ଷକ ହୋମଓ୍ବାର୍କ ଦେବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଘରେ ରହି ସୁବିଧାରେ ପାଠ ପଢ଼ିବା ପାଇଁ ଏହି ଯୋଜନା ହେଲା।...

କୁକୁଡ଼ା ଚାଷ କରି ସ୍ବାବଲମ୍ବୀ ଏସ୍‌ଏଚ୍‌ଜି

ରାୟଗଡା ଅଫିସ,୯ା୫: ରାୟଗଡା ବ୍ଲକ ଅନ୍ତର୍ଗତ କତା ପେଟା ଗ୍ରାମର ମିଶନ ଶକ୍ତିର ମା’ ଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚଜି)ର ସଭ୍ୟାମାନେ କପା ଚାଷରୁ ମୁହଁ ଫେରାଇ ଏବେ କୁକୁଡ଼ା ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି। ବର୍ଷା ହେଲେ କପା...

କେନ୍ଦୁପତ୍ର ବ୍ୟବସାୟୀଙ୍କ କବ୍‌ଜାରେ ବନ୍ୟା ଆଶ୍ରୟସ୍ଥଳୀ

ମାଥିଲି,୯ା୫(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଦୁଙ୍ଗିଆପୁଟ ପଞ୍ଚାୟତରେ ଥିବା ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀକୁ କେନ୍ଦୁପତ୍ର ବ୍ୟବସାୟୀମାନେ କବ୍‌ଜା କରି ନେଇଥିବା ଦେଖିବାକୁ ମିଳିଛି। ଏଠାରେ ଶହଶହ କେନ୍ଦୁପତ୍ର ବସ୍ତା ରଖାଯାଇଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।...

ବିପଦରେ ନାସି, ହବେଳିଖଟି, ଏକକୁଳା ଦ୍ୱୀପ

କେନ୍ଦ୍ରାପଡ଼ା ଅଫିସ, ୯ା୫: ସାମୁଦ୍ରିକ ଝଡ଼ ମୋଚା ଆସୁଛି। ୨୦୨୧ ମେ’ ରେ ୟାସ୍‌ ସମୁଦ୍ରିକ ଝଡ଼ ହୋଇଥିଲା। ସେହିବର୍ଷ ସେପ୍ଟେମ୍ବରରେ ଗୁଲାବ ଓ ଡିସେମ୍ବରରେ ଜୱାଦ ସାମୁଦ୍ରିକ ଝଡ଼ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇଥିଲା। ଏହାପୂର୍ବରୁ ଫାଇଲିନ୍‌, ହୁଡ୍‌ହୁଡ୍‌,...

ଚିଲିକାକୁ ଉଜାଡ଼ୁଛି ଚିଙ୍ଗୁଡ଼ି ଲୋଭ

ଖୋର୍ଦ୍ଧା ଅଫିସ୍‌,୯।୫(ପ୍ରଭାତ ପାଣିଗ୍ରାହୀ): ଶୀତଋତୁରେ ବିଦେଶାଗତ ପକ୍ଷୀଙ୍କ ସମାଗମ ସାଙ୍ଗକୁ ଚିଲିକାର ନୈସର୍ଗିକ ପରିବେଶ ପର୍ଯ୍ୟଟକଙ୍କୁ ବିଭୋର କରିଥାଏ। ହେଲେ ଜବରଦଖଲ ଏବଂ ବେଆଇନ ଚିଙ୍ଗୁଡ଼ି ଘେରି ଯୋଗୁ ଏଠାକାର ଜୈବବିବିଧତା ଧୀରେ ଧୀରେ ନଷ୍ଟ ହେବାରେ ଲାଗିଛି। ୨୦୨୨...

ଭିନ୍ନକ୍ଷମ ପୁଅର ସାହାରା ବୃଦ୍ଧା ମା’

ଜେନାପୁର, ୯ା୫(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରିବାର ବ୍ୟବସ୍ଥା ଅଛି। ହେଲେ ବିଭାଗୀୟ ଅଧିକାରୀମାନେ ଏଥିରେ ଅବହେଳା କରୁଥିବାରୁ ଭିନ୍ନକ୍ଷମ ବ୍ୟକ୍ତି ଓ ସେମାନଙ୍କ ପରିବାର ଲୋକେ ହଇରାଣ ହେଉଛନ୍ତି।...

ଜୀବନ ପାଇଁ ଜୀବିକା ବିପଦରେ

ମହାକାଳପଡ଼ା, ୯ା୫(ଡି.ଏନ୍‌.ଏ.): ପେଟକୁ ଦିମୁଠା ଦାନା ଯୋଗାଡ଼ କରିବାକୁ କେତେ ଯେ ସଂଗ୍ରାମ କରିବାକୁ ପଡ଼େ ସେ କଥା ଅଭାବୀ ଗରିବ ଲୋକ ହିଁ ଜାଣି ପାରେ। କେତେବେଳେ ଜୀବିକା ପାଇଁ ନିଜ ଜୀବନକୁ କୁମ୍ଭୀର ଭରା ନଦୀରେ ବାଜି...

୧୫ ବର୍ଷ ପରେ ବି ବଢ଼ୁନି ଭଡ଼ା

ଜଗତସିଂହପୁର ଅଫିସ, ୯ା୫: ଜଗତ୍‌ସିଂହପୁର ପୌର ପରିଷଦ ପକ୍ଷରୁ ଆଦାୟ ହେଉଥିବା ରାଜସ୍ବ ମଧ୍ୟରୁ ଘର ଭଡା ଅନ୍ୟତମ। ଏହି ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ୭୫ ଘର ଭଡ଼ାରେ ଲାଗିଛି । ଏସବୁ ଘରୁ ମାସିକ ପାଖାପାଖି ୨୬ ହଜାର...

ଦୁର୍ଗାପୂଜା ମଣ୍ଡପ ଛାତରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ମଦ ପିଇ ମୃତ୍ୟୁ ଘଟିଥିବା ଅଭିଯୋଗ

ହିଞ୍ଜିଳିକାଟୁ, ୮।୫ (ଡି.ଏନ.ଏ): ହିଞ୍ଜିଳିକାଟୁ ପୌରପରିଷଦ ବସଷ୍ଟାଣ୍ଡ ନିକଟରେ ବଣିକ ସଂଘ ଅଧୀନ ଦୁର୍ଗାପୂଜା ମଣ୍ଡପ ଛାତ ଉପରୁ ରବିବାର ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ହିଞ୍ଜିଳି ପୋଲିସ ଉଦ୍ଧାର କରିଛି । ମୃତକ ହେଲେ ପୌର ପରିଷଦ ଅନ୍ତର୍ଗତ...

ସିଆରପିଏଫ କ୍ୟାମ୍ପରେ ଅଘଟଣ, ଜେନେରେଟର କରେଣ୍ଟ ଲାଗି ଯବାନଙ୍କ ମୃତ୍ୟ

ବାଲିଗୁଡା, ୦୮।୦୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଭଣ୍ଡରଙ୍ଗି ସିଆରପିଏଫ କ୍ୟାମ୍ପରେ ଅଘଟଣ । ଜେନେରେଟର ଇଲେକ୍ଟ୍ରିକ୍‌ ସକ୍‌ରେ ସୋମବାର ଯବାନଙ୍କ ମତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ଯବାନ ଜଣକ ହେଉଛନ୍ତି ଯାଜପୁର ଜିଲାର...

ଗୋଳବାଇରେ ଦନ୍ତା ହାତୀ ଆତଙ୍କ

ନିରାକାରପୁର,୮।୫: (ଡିଏନ୍‌ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧିନରେ ଥିବା ଗୋଳବାଇ ଅଞ୍ଚଳରେ ଏକ ଦନ୍ତାହାତୀ ଦେଖାଯାଇଛି। ଉକ୍ତ ହାତୀଟି ନିଜ ଦଳରୁ ହଜି ଯାଇ ୨ ଦିନ ହେଲା ଖାଦ୍ୟ ଅନ୍ନେଷଣରେ ଆସି ଗାଁ ନିକଟରେ ଥିବା ଜଙ୍ଗଲରେ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଅନ୍ତ ଘଟାଇଲେ ସୁପ୍ରିମକୋର୍ଟ

ପୁରୀ ଅଫିସ,୮।୫: ସୁପ୍ରିମକୋର୍ଟ ସୋମବାର ଶ୍ରୀମନ୍ଦିରର ରତ୍ନଭଣ୍ଡାର ମାମଲାର ଅନ୍ତ ଘଟାଇଛନ୍ତି। ସୂଚନା ଅନୁଯାୟୀ, ବହୁଚର୍ଚ୍ଚିତ ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହି ମାମଲା ନମ୍ବର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri