ଆମ ଜିଲା ଖବର

ସଂକୀର୍ତ୍ତନ କଳାକାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୩୨ ଆହତ

ବରଗଡ଼ ଅଫିସ,୮।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ପିପଲମୁଣ୍ଡା ନିକଟରେ ସୋମବାର ସଂକୀର୍ତ୍ତନ କଳାକାରଙ୍କୁ ଧରି ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡିରେ ଥିବା ୩୨ଜଣ କଳାକାର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲା...

ଇଟାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ଜମନକିରା,୮।୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ନୂଆଁଡିହି ଗ୍ରାମରେ ଏକ ଅଘଟଣ ଘଟିଛି। ସ୍ବାମୀ ଏକ ଇଟାରେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଛନ୍ତି। ଏହି ଘଟଣାରେ ଜମନକିରା ପୋଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରି ସୋମବାର...

ନ୍ୟାୟ ପାଇଁ ଏସ୍‌ପି ଅଫିସ ଆଗରେ ଧାରଣାରେ ବସିଲେ ମା’-ଝିଅ

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲା ପୀରହାଟ ଥାନା ଅର୍ଜୁନବିନ୍ଧା ଗ୍ରାମର କନକଲତା ବେହେରା ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍‌ପି ଅଫିସ୍‌ ଆଗରେ ଧାରଣାରେ ବସିଛନ୍ତି। ଗତ ୧ ତାରିଖରେ ଭଦ୍ରକ କଚେରି ବଜାରରେ...

ଯବାନ-ମାଓବାଦୀ ଗୁଳିବିନିମୟ, ୨ ମାଓବାଦୀ ମୃତ

ମାଲକାନଗିରି,୮ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ସୁକୁମା ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳି ବିନିମୟରେ ଜଣେ ହାର୍ଡକୋର ମାଓବାଦୀଙ୍କ ସମେତ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ସୁକୁମା ଜିଲା ଭେଜି ଥାନା ଅନ୍ତର୍ଗତ...

ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା

ବରୀ,୮ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ଖବରଦାତା ସୁରେଶ ଚନ୍ଦ୍ର କରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଥାଉକି, ଶ୍ରୀ କର ବାଇଁଶିରିଆ ପଞ୍ଚାୟତକୁ ସରକାରଙ୍କ ତରଫରୁ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆସୁଥିବା ଅନୁଦାନ ସଦୁପଯୋଗ ହେଉ ନ ଥିବା ଘଟଣାକୁ...

ପ୍ରଥମ ସ୍ତ୍ରୀ ଥାଇ ଦ୍ୱିତୀୟ ବିବାହ କରୁଥିଲେ, ବରଙ୍କୁ ଉଠାଇ ଆଣିଲା ପୋଲିସ

ପାଟଣା,୮ା୫(ସ୍ବ.ପ୍ର.): ପ୍ରଥମ ସ୍ତ୍ରୀ ଓ ପୁଅ ଥାଇ ଜଣେ ବିବାହିତ ଯୁବକ ଲୁଚାଛପାରେ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରୁଥିବା ସମୟରେ ମନ୍ଦିରରୁ ପୋଲିସ ଉଠାଇ ଆଣିଛି। ଦିତୀୟ ବିବାହ କରୁଥିବା ଯୁବକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଯଶିପୁର...

ଲୁଚି ଗାଁକୁ ଫେରିଲେ ୩୦ ଦାଦନ ଶ୍ରମିକ

ଭବାନୀପାଟଣା,୮।୫(ସ୍ବ.ପ୍ର.): ତେଲଙ୍ଗାନାରେ କାମ କରିବାକୁ ଯାଇ ସେଠାରେ ନିର୍ଯାତିତ ହେବା ଯୋଗୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଲୁଚି ଗାଁକୁ ଫେରି ଆସିଥିଲେ। ପରେ ନ୍ୟାୟ ପାଇଁ ଗତ କିଛି ତଳେ ସେମାନେ...

ଘରେ ପଶି ନାବାଳିକାଙ୍କ ତଣ୍ଟିକାଟି ହତ୍ୟା କଲେ ଯୁବକ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ସହର ଉପକଣ୍ଠ କୁଇଓ ଗ୍ରାମରେ ସୋମବାର ପୂର୍ବାହ୍ନରେ ଜଣେ ନାବାଳିକାଙ୍କ ତଣ୍ଟି କାଟି ହତ୍ୟା କରାଯାଇଛି। ମୃତ ନାବାଳିକା ହେଲେ, ଭାଗୀରଥି ସାହୁଙ୍କ ଝିଅ ଖୁସି (୧୨)। ତାଙ୍କ ପ୍ରକୃତ ଘର ତାଳଚେର ଡଅଁରାରେ ହୋଇଥିବା...

୨ ବର୍ଷ ପରେ ପୁଣି ମିଳିଲା ଏନ୍‌ସିଟିଇ ସ୍ବୀକୃତି

ଭବାନୀପାଟଣା,୮।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିଇଡି କଲେଜରେ ମାନବ ସମ୍ବଳ ଅଭାବ ଦର୍ଶାଇ ନ୍ୟାଶନାଲ କାଉନସିଲ ଫର୍‌ ଟିଚର ଏଜୁକେଶନ (ଏନ୍‌ସିଟିଇ) କମିଟି ୨୦୨୦-୨୧ ଶିକ୍ଷା ବର୍ଷଠାରୁ ଶିକ୍ଷାଦାନ ବନ୍ଦ ରହିଥିଲା। ଏହାକୁ ନେଇ ବିଇଡି ଆଶାୟୀ ଥିବା ଛାତ୍ରୀଛାତ୍ରଙ୍କ...

ଅଦାଚାଷର ବିକାଶ ପାଇଁ ପ୍ରୋତ୍ସାହନ ଅଭାବ

ଉମରକୋଟ,୮।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ସିଲାଟି ଓ ଯାମରୁଣ୍ଡା ଅଞ୍ଚଳର କେତେଜଣ ବଙ୍ଗୀୟ ଚାଷୀ ଅଦାଚାଷ କରିଛନ୍ତି, ଯାହାକି ବହୁତ ଭଲ ହୋଇଛି। ଉମରକୋଟ ଅଞ୍ଚଳର ଜଳବାୟୁ ଅଦା ଚାଷ ପ୍ରତି ଅନୁକୂଳ ରହିଥିବା ଏଥିରୁ ଜଣାପଡ଼େ। ଉମରକୋଟ,...

ଆରପିଡିଏସି ବୈଠକ ଡାକ

ବଲାଙ୍ଗୀର ଅଫିସ, ୮ା୫: ଚଳିତବର୍ଷ ବହୁପ୍ରତୀକ୍ଷିତ ଲୋୟର ସୁୁକତେଲ ଡ୍ୟାମ୍‌ରେ ପାଣି ଗଚ୍ଛିତ ରଖାଯିବ ବୋଲି ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ସୂଚନା ଦିଆଗଲାଣି। ବଲାଙ୍ଗୀରର ଜୀବନ ରେଖା କୁହାଯାଉଥିବା ଏହି ପ୍ରକଳ୍ପ ଚଳିତବର୍ଷ ଶେଷ ହେବ ବୋଲି ସରକାରଙ୍କ...

ଓଡ଼ିଆ ଭାଷାରେ ନାମଫଳକ ନ ଥିବାରୁ ନୋଟିସ

ଜୟପୁର,୮ା୫ (ନି.ପ୍ର.): ଜୟପୁର ଶ୍ରମ ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ମାଲିକମାନଙ୍କୁ ପୂର୍ବରୁ ଓଡିଆ ଭାଷାରେ ପ୍ରତିଷ୍ଠାନର ନାମ ଲେଖିବାକୁ କୁହାଯାଇଥିଲା। ଏବେ ପ୍ରଶାସନ ପକ୍ଷରୁ ତଦାରଖ ଆରମ୍ଭ ହୋଇଛି। ଯେଉଁମାନେ ନିଜ ପ୍ରତିଷ୍ଠାନର ନାମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri