ଆମ ଜିଲା ଖବର

୨ ୱାର୍ଡରେ ପାନୀୟଜଳ ସମସ୍ୟା

ମଙ୍ଗୁଳି-ଜଗତପୁର,୮ା୫(ଡି.ଏନ.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ କୟଳପଡା ପଞ୍ଚାୟତର ୨୦ ଓ ୨୧ ନମ୍ବର ୱାର୍ଡରେ ପ୍ରାୟ ଏକବର୍ଷ ହେବ ପାନୀୟଜଳ ସମସ୍ୟା ଲାଗିରହିଛି। ଏ ସମ୍ପର୍କରେ ଗ୍ରାମବାସୀ ବାରମ୍ବାର ବିଡିଓ ଆଶୁତୋଷ ମିଶ୍ରଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ...

ତାଲିକାରେ ନାଁ ନାହିଁ, ଅନେକ ବ୍ୟବସାୟୀ ନିରାଶ

ପୁରୀ ଅଫିସ,୮ା୫: ପୁରୀ ସହରରେ ପ୍ରଶାସନ ପକ୍ଷରୁ ନିର୍ମାଣ କରାଯାଉଥିବା ମାର୍କେଟ କମ୍ପ୍ଲେକ୍ସକୁ ବେଆଇନ ଭାବେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ହାତେଇଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି। ବିଶେଷକରି ମାର୍କେଟ ଛକସ୍ଥିତ ଦଇତାପଡ଼ାସାହି ମାର୍କେଟ କମ୍ପ୍ଲେକ୍ସ, ମୋଚି ସାହିସ୍ଥିତ ମହୋଦଧି...

ନିର୍ମାଣାଧୀନ ଟାଙ୍କିରୁ ବୋହିଯାଉଛି ପିଇବା ପାଣି

ଗୋପ,୮।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପିଇବା ପାଣି ସମସ୍ୟା ଦୂରୀଭୂତ କରିବାକୁ ବସୁଧା ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କ ଖର୍ଚ୍ଚରେ ପାଣି ଯୋଗାଉଛନ୍ତି। ମାତ୍ର ଗୋପ ଗ୍ରାମପଞ୍ଚାୟତ ଗୋପ ନିଗମାନନ୍ଦ ସ୍ମାର୍ଟ ସ୍କୁଲ ନିକଟରେ ନିର୍ମାଣଧୀନ ବସୁଧା ପିଇବା...

ସଫେଇ ହେଉନି ଡ୍ରେନ୍‌, ରାସ୍ତାରେ ଜମୁଛି ପାଣି

ଜଟଣୀ,୮ା୫(ଡି.ଏନ୍‌.ଏ.): ଜଟଣୀ ପୌରାଞ୍ଚଳରେ ଡ୍ରେନ୍‌ ସଫେଇ ନ ହେବାରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସହରବାସୀ। ଅସରାଏ ବର୍ଷା ହେଲେ ସହରର ସାହିବସ୍ତିରୁ ଆରମ୍ଭକରି ମୁଖ୍ୟ ରାସ୍ତାରେ ବର୍ଷା ପାଣି ଜମି ରହୁଛି। ଗତ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ବର୍ଷା...

ସରକାରୀ ନିୟମକୁ ଅଣଦେଖା, ଖରାରେ କାମ କରୁଛନ୍ତି ଶ୍ରମିକ

ନିରାକାରପୁର,୮ା୫(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାରଙ୍କ ଶ୍ରମ ନିୟମ ଅନୁଯାୟୀ ଏପ୍ରିଲ ପହିଲାରୁ ସମସ୍ତ ଶ୍ରମିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ କାମ କରିବା ପାଇଁ ବାରଣ କରାଯାଇଛି। ତେବେ କେତେଜଣ ଅସାଧୁ ଠିକାଦାର ଏହି...

ମାନ୍ୟତା ସତ୍ତ୍ୱେ ଅବହେଳିତ ‘ମଣ୍ଡନଗିରି’

ଖୋର୍ଦ୍ଧା ଅଫିସ,୮ା୫: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ସଂପୁର ଗ୍ରାମ ନିକଟରେ ରହିଛି ମୁଣ୍ଡିଆପଡ଼ା ବା ମଣ୍ଡନଗିରି ପାହାଡ଼। ପ୍ରାକୃତିକ ସବୁଜିମା ଭରା ପରିବେଶ ମଧ୍ୟରେ ଏହି ପାହାଡ଼ ଉପରେ ଶ୍ରୀରଘୁନାଥ ଜୀଉଙ୍କ ପୀଠ ଅବସ୍ଥିତ।...

ମହଜୁଦକାରୀଙ୍କ ଲୁହାପଥର ଗୁଣ୍ଡର ଷ୍ଟକ୍‌ ଯାଞ୍ଚ ଦାବି

କେନ୍ଦୁଝର,୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଞ୍ଚଳରେ ବହୁ ବର୍ଷ ଧରି ବିଭିନ୍ନ କ୍ରଶର ଏବଂ ରେଲବାଇ ସାଇଡିଂରେ ଗଚ୍ଛିତ ଥିବା ଲୁହାପଥର ବିକ୍ରି ପାଇଁ ଖଣି ବିଭାଗ ତପତ୍ରତା ଦେଖାଇଛି। ଖଣିଜ ପଥର ଚୋରି ହୋଇ ଯାଉଥିବାରୁ...

ନୂଆ ରୂପ ନେଉଛି ସିଲଭର ସିଟି ବୋଟ୍‌ କ୍ଲବ୍‌

କଟକ ଅଫିସ,୮ା୫: କଟକ ମାତାମଠସ୍ଥିତ ମହାନଦୀ କୂଳରେ ଥିବା ସିଲ୍‌ଭର ସିଟି ବୋଟ୍‌ କ୍ଲବ ଏବେ ନୂଆ ରୂପ ପାଇବାକୁ ଯାଉଛି। ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ପକ୍ଷରୁ ଏହାର ପରିସରରେ ବିଭିନ୍ନ...

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଭୁବନେଶ୍ୱର,୮ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍‌ ପ୍ରଚାରରେ କମ୍ପୁଛି ଅଞ୍ଚଳ। ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ଭାଜପା...

ଅଙ୍ଗନଓ୍ବାଡି ଗୃହ ନାହିଁ, ଓ୍ବାର୍ଡ ଅଫିସରେ ଚାଲିଛି ସର୍ଭେ

ପାରାଦୀପ,୮ା୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳ ୧୯ ଟି ଯାକ ୱାର୍ଡରେ ଗତ ୨ ତାରିଖରୁ ପଛୁଆ ବର୍ଗ ଜାତି ସର୍ଭେ ଆରମ୍ଭ ହୋଇଛି। ଏହା ଚଳିତ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାରୀ ନିୟମ ମୁତାବକ ପ୍ରତି ସର୍ଭେ ସେଣ୍ଟରରେ...

ବାସହରା ହେଲେ ଅନାଥ ଭଉଣୀଭାଇ

ମୋରଡ଼ା, ୮।୫ (ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଏବଂ ବେତନଟି ରେଞ୍ଜ୍‌ ଅଞ୍ଚଳରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବହୁ ଧନଜୀବନ ନଷ୍ଟ ହେଉଛି। ଏଥିରେ ଲୋକେ ଅତିଷ୍ଠ ହେଲେଣି। ହାତୀଙ୍କ ଉତ୍ପାତ ରୋକିବାରେ...

ମହତିପୁର-ଚରମ୍ପା ରାସ୍ତା ନିର୍ମାଣରେ ଅନିଶ୍ଚିତତା

ଖଇରା,୮।୫(ଡି.ଏନ୍‌.ଏ.): ବାଲେଶ୍ୱରରୁ ଭଦ୍ରକ ଜିଲାକୁ ସଂଯୋଗ କରୁଥିବା ମହତିପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ୬ମାସ ଧରି ଦ୍ରୁତଗତିରେ ଚାଲିବା ପରେ ଏବେ ଏହାର ଗତି ମନ୍ଥର ହୋଇଯାଇଛି। ବିଦ୍ୟୁତ୍‌ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri