ଆମ ଜିଲା ଖବର

ବିନା ଏସ୍‌ଏମ୍‌ସିରେ ଉଠୁଛି ଅନୁଦାନ

ଆନନ୍ଦପୁର,୮।୫(ସ୍ବ.ପ୍ର.): ୫-ଟି ବ୍ୟବସ୍ଥାରେ ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା, ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି ଓ ପିଲାମାନଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ ପାଇଁ ସରକାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରୁଛନ୍ତି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଦୁର୍ନୀତି...

ଡ୍ରେନ୍‌ ପାର୍ଶ୍ୱରେ ମୁକ୍ତାକାଶ ଜିମ୍‌, ଲୋକଙ୍କ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୮ା୫: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ସହରର ସୌନ୍ଦର୍ଯ୍ୟକରଣ ଓ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। କିନ୍ତୁ କେତେକ କାର୍ଯ୍ୟ ଠିକ ଭାବେ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ନିଗମ ପକ୍ଷରୁ...

ଅଧାରୁ ପାଠ ଛାଡୁଛନ୍ତି ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ,୮ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତରେ ଆଜି ପର୍ଯ୍ୟନ୍ତ ଉଚ୍ଚ ବିଦ୍ୟାଳୟ ନାହିଁ। ବଣ ପାହାଡ଼ ଘେରା ଏହି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠ ଛାଡିବାକୁ ବାଧ୍ୟ ହେଉଛନ୍ତି। ଏ ଦିଗରେ...

ବାଲ୍ୟ ବିବାହ ରୋକିବାରେ ପ୍ରଶାସନ ବିଫଳ

ଭାପୁର,୮ା୫(ଡି.ଏନ.ଏ.): ସମାଜରେ ବାଲ୍ୟ ବିବାହ ଏକ ଧର୍ତ୍ତବ୍ୟ ଅପରାଧ ହୋଇଥିବା ବେଳେ ସଚେତନତାର ଅଭାବ ଯୋଗୁ ଅଦ୍ୟାବଧି ଏଭଳି ସାମାଜିକ ବ୍ୟାଧି ଜାରି ରହିଛି। ଭାପୁରକୁ ଏକ ଆଦର୍ଶ ଓ ବାଲ୍ୟ ବିବାହ ମୁକ୍ତ ବ୍ଲକ ଭାବେ ଗଠନ କରିବାକୁ...

ଚାଷୀଙ୍କ କାମରେ ଲାଗୁନି ପାଣି ପଞ୍ଚାୟତ ଯୋଜନା

ଖଣ୍ଡପଡ଼ା,୮ା୫(ସ୍ବ.ପ୍ର.): କୃଷକମାନଙ୍କ ଆର୍ଥତ୍କ ଏବଂ ସାମାଜିକ ସ୍ଥିତିର ଉନ୍ନତି ସହ କୃଷି ଉତ୍ପାଦନ ବୃଦ୍ଧି ଲକ୍ଷ୍ୟରେ ବିଭିନ୍ନ ଅଞ୍ଚଳରେ ଥିବା ଉଠା ଜଳସେଚନ ପଏଣ୍ଟଗୁଡ଼ିକୁ ପାଣି ପଞ୍ଚାୟତକୁ ହସ୍ତାନ୍ତର କରାଯାଇଥିଲା। ମାତ୍ର ଉକ୍ତ ପ୍ରକଳ୍ପଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ...

ଅଭାବ ଅନଟନରେ ବିଡ଼ି ଶ୍ରମିକ

ନୟାଗଡ଼ ଅଫିସ,୮ା୫: ନୟାଗଡ଼ ଜିଲାର ବିଡ଼ି ଶ୍ରମିକମାନେ ଆର୍ଥିକ ଅନଟନରେ ଛନ୍ଦି ହୋଇ ଦୁଃଖଦ ଜୀବନଯାପନ କରୁଛନ୍ତି। ସ୍ବାସ୍ଥ୍ୟସେବା ମିଳୁ ନ ଥିବାବେଳେ ଶ୍ରମ ଆଇନରେ ପରିବର୍ତ୍ତନ ପରେ ଜନକଲ୍ୟାଣ ପାଣ୍ଠିର ସହାୟତା ରାଶି ୭ ବର୍ଷ ହେଲା ବନ୍ଦ...

ପାନୀୟ ଜଳ ପାଇଁ ଡହଳବିକଳ ଲୋକେ

ପଟ୍ଟାମୁଣ୍ଡାଇ,୮ା୫(ସ୍ବ.ପ୍ର.): ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି ଉପୁଜିଲାଣି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ କେଉଁଠି ପାଇପ ଜଳ ଯୋଗାଣ ଫେଲ ମାରିଛି, ତ...

ସ୍ଲୁଇସ୍‌ଗେଟ୍‌ ଆବଶ୍ୟକ: ଚାଲିଛି ସଫେଇ କାର୍ଯ୍ୟ

ନାଉଗାଁ ,୮ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଓଷକଣା ପଞ୍ଚାୟତର ଅଙ୍ଗେଶ୍ୱରପଡ଼ାରୁ ଗୋଳାନଦୀ ବାହାରିଛି। ଏହା ଗାରୋଇସ୍ଥିତ ଦେବୀନଦୀରେ ମିଶିଛି। ଚଳିତ ବର୍ଷ ଜଳସେଚନ ବିଭାଗ ତରଫରୁ ଗୋଳାନଦୀର ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି। ଏହି କାର୍ଯ୍ୟକୁ ନେଇ ସାଧାରଣରେ ପ୍ରଶ୍ନବାଚୀ...

ଡ୍ରେନେଜ୍‌ ସମସ୍ୟା ଦୂର କରିବ ଅଳକା ଖନନ

ଜଗତ୍‌ସିଂହପୁର ଅଫିସ,୮ା୫: ଦିନ ଥିଲା ଅଳକା ସୁଗଭୀର ଥିଲା। ଏଥିରେ ଜାହାଜ ଯାତାୟାତ କରିପାରୁଥିଲା। ତେଣୁ ତତ୍କାଳୀନ ହରିହରପୁର ତଥା ବର୍ତ୍ତମାନର ଜଗତ୍‌ସିଂହପୁରରେ ଇଂରେଜମାନେ ବ୍ୟବସାୟ କେନ୍ଦ୍ର ଅର୍ଥାତ୍‌ ବାଣିଜ୍ୟ କୋଠି କରିବାକୁ ସକ୍ଷମ ହୋଇଥିଲେ। ସମୟ ଚକ୍ରରେ ଅଳକା...

ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ରାଜକନିକା,୮ା୫ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପଶ୍ଚିମ କନିକା ଅଞ୍ଚଳର ହାଟସାହି ପଞ୍ଚାୟତ ହାଟସାହି ଓ ବଟରପଡ଼ା ମୌଜାରେ ଗଢି ଉଠିଥିବା ବେଆଇନ ଚିଙ୍ଗୁଡ଼ି ଘେରିଗୁଡ଼ିକ ରବିବାର ଉଚ୍ଛେଦ କରାଯାଇଛି। ଘେରି ପାଇଁ ୨ ବର୍ଷ ହେବ ସାଧାରଣ...

ଭାରିଯାନ ଚଳାଚଳକୁ ଆଳ କରି ରାଜନୀତି

ପଟ୍ଟାମୁଣ୍ଡାଇ,୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ-୧ ଅଧୀନ ପଟ୍ଟାମୁଣ୍ଡାଇ-ରାଜନଗର ବ୍ରାହ୍ମଣୀ ଦକ୍ଷିଣପାର୍ଶ୍ୱ ନଦୀବନ୍ଧ ବା ଉତିକଣ ଘେରିବନ୍ଧ ପୁରୁଣା ରାସ୍ତା ୨୨ କୋଟି ଟଙ୍କା ବ୍ୟୟରେ ମାସେ ତଳେ ନିର୍ମାଣ କାମ ସରିଥିଲା। ଏବେ ବିଭିନ୍ନ ସ୍ଥାନରେ ରାସ୍ତା ଫାଟି ପିଚୁରୁ...

କୁମ୍ଭୀର ଭୟରେ ନଦୀକୂଳିଆ ଆତଙ୍କିତ

ଯାଜପୁର ଟାଉନ,୮ା୫(ଡି.ଏନ.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଖରସ୍ରୋତା ନଦୀର ରାଜଘାଟଠାରୁ ତନ୍ତିଘାଇ ମଧ୍ୟରେ ଏକ କୁମ୍ଭୀର ଭୟରେ ନଦୀକୂଳିଆ ଗ୍ରାମବାସୀଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି। ଗତ କିଛି ଦିନ ହେବ କୁମ୍ଭୀରଟି ନଦୀ ପଠାରେ ଗୋରୁ ଶବ ଖାଉଥିବାବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri