ଆମ ଜିଲା ଖବର

ଭତ୍ତା ହିତାଧିକାରୀଙ୍କ ଦୁଃଖ ବଢୁଛି

ରସୁଲପୁର,୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଯୋଜନା ବାଟବଣା ହୋଇପଡ଼ିଛି। ଏଠାରେ ବୟସାଧିକ ଭତ୍ତା ହିତାଧିକାରୀ ସେମାନଙ୍କ ଭତ୍ତା ରାଶି ପାଇବାରେ ନାନା ସମସ୍ୟାର ସମ୍ମୁଖିନ ହେଉଛନ୍ତି। ସେମାନଙ୍କ ଦୁଃଖ...

ତାଲିକାରେ ୫ ନାମ: ସମୁଦ୍ରକୁ ଶଙ୍ଖେ

ଯାଜପୁର ଅଫିସ,୮ା୫: ସମଗ୍ର ଶିକ୍ଷା, ଯାଜପୁର ଜିଲା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଜାଲ୍‌ ପ୍ରମାଣପତ୍ର ଆଧାରରେ ଚାକିରି କରିଥିବା ୫ଜଣ ନକଲି ଶିକ୍ଷକଙ୍କ ତାଲିକା ପ୍ରକାଶ ହୋଇଛି। ଏଥିରେ ୩ ଜଣ ଓଟିଇଟି ଏବଂ ଜଣେ ଲେଖାଏ ମାଟ୍ରିକ ଓ...

ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କମାଣ୍ଡର ଏରାୟା ଓରଫ ରାଜେଶ ଏବଂ ଅନ୍ୟ ଜଣେ...

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ: ୭ରେ ପହଞ୍ଚିଲା ଗିରଫ ସଂଖ୍ୟା

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଅରଣପୁରରେ ଏପ୍ରିଲ୍‌ ୨୬ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ୧୧ ଜଣ ଯବାନ ଶହୀଦ ହୋଇଥିଲେ। ଏହି ଘଟଣାରେ ଆଉ ୪ଜଣ ମାଓବାଦୀଙ୍କୁ ଦାନ୍ତେୱାଡା ପୋଲିସ ଗିରଫ କରି ରବିବାର କୋର୍ଟ...

ରାଜପଥରେ ଓଲଟିଲା ଥଣ୍ଡା ବୋଝେଇ ଟ୍ରକ୍‌

ନିରାକାରପୁର,୭।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ଥଣ୍ଡା ବୋଝେଇ ଟ୍ରକ୍‌ ଓଲଟି ପଡିଥିଲା। ସୂଚନାଯୋଗ୍ୟ, ଥଣ୍ଡା ବୋଝେଇ ଟ୍ରକ୍‌ଟି ଖୋର୍ଦ୍ଧାରୁ ଟାଙ୍ଗୀ ଯାଉଥିବା ବେଳେ ବାଟରେ ଭାରସାମ୍ୟ ହରାଇ ଓଲଟି...

୨ଜଣଙ୍କୁ ଉଠାଇନେଲା ପୋଲିସ: ପ୍ରତିବାଦରେ ବଜାର ବନ୍ଦ

ଟିକିରି,୭ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍‌ ରହଣୀ ଦାବି ନେଇ ଆନ୍ଦୋଳନ ତେଜୁଛି। ରବିବାରଠାରୁ ଟିକିରି ରେଲଓ୍ବେ ଷ୍ଟେଶନରେ ଅଞ୍ଚଳବାସୀ ଧାରଣା ଦେବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଏହା ପୂର୍ବରୁ ଗୁରୁବାର...

ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର...

ଓଡ଼ିଶାରେ ଶାସନ ବ୍ୟବସ୍ଥା ନାହିଁ: ଧର୍ମେନ୍ଦ୍ର

ସମ୍ବଲପୁର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତିକି ପାଖରୁ ଜାଣିଛି, ଲମ୍ବା ସମୟ ଦେଖିବା ପରେ ଯାହା ଲାଗୁଛି ମୁଖ୍ୟମନ୍ତ୍ରୀଙ୍କ ହାତରେ ଓଡ଼ିଶାର ଶାସନ ବ୍ୟବସ୍ଥା ନାହିଁ। ତାଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀମାନେ ଭେଟିବାର ସୁଯୋଗ ପାଉନାହାନ୍ତି। ଦଳର ବିଧାୟକ, ମୁଖ୍ୟ ଶାସନ...

ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୭।୫(ଡି.ଏନ.ଏ.): ଦିଗପହଣ୍ଡି ଥାନା ଅନ୍ତର୍ଗତ କୁଶପଡା ଗ୍ରାମରେ ଠାକୁରାଣୀ ଯାତ୍ରା ଚାଲିଥିବା ବେଳେ ପୋଲିସ ଗ୍ରାମର ବଡସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଯୁବକର ଗୁପ୍ତାଙ୍ଗ ରକ୍ତ ସ୍ରାବ...

ମହିଳାଙ୍କୁ ପଥରରେ ଛେଚି ହତ୍ୟା, ଜଣେ ଅଟକ

ଗଞ୍ଜାମ,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ଜଣେ ମହିଳାଙ୍କୁ ସୁନା ଅଳଙ୍କାର ଲୋଭରେ ଶନିବାର ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାରେ ସନ୍ଦେହରେ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ରମ୍ଭା ଥାନା ପୋଲିସ ଅଟକ...

ଅଂଶୁଘାତରେ ବୃଦ୍ଧଙ୍କ ମୃତ୍ୟୁ ଅଭିଯୋଗ

ରଣପୁର,୭ା୫(ସ୍ବ.ପ୍ର.): ଏବେ କିଛିଦିନ ହେଲା ରଣପୁର ଓ ଏହାର ଆଖପାଖ ଅଞ୍ଚଳରେ ଅସହ୍ୟ ଗରମ ସହିତ ପ୍ରବଳ ମାତ୍ରାରେ ଗ୍ରୀଷ୍ମ ପ୍ରବାହ ହେଉଛି। ସାଧାରଣ ଲୋକମାନଙ୍କୁ ଘରୁ ବାହାରକୁ ଯିବାକୁ ସ୍ଥାନୀୟ ପ୍ରଶାସନ ତାଗିଦ କରିଛନ୍ତି। ହେଲେ କିଛିଲୋକ ଏହାକୁ...

ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀଙ୍କ ପଟାଙ୍ଗି ଗସ୍ତ ସମୟରେ ଗଣମାଧ୍ୟମକୁ ଅଣଦେଖା

ପଟାଙ୍ଗି,୭ା୫(ଡି.ଏନ୍‌.ଏ.): ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଆନ୍ଧ୍ର ସୀମାନ୍ତ ବ୍ଲକକୁ ଗସ୍ତ କରି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମଧ୍ୟ ଏଠାରେ ଗଣମାଧ୍ୟମକୁ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ସୂଚନା ପ୍ରଦାନ କରା ନ ଯିବା ନେଇ ଅସନ୍ତୋଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri