ଆମ ଜିଲା ଖବର

ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୭।୫(ଡି.ଏନ.ଏ.): ଦିଗପହଣ୍ଡି ଥାନା ଅନ୍ତର୍ଗତ କୁଶପଡା ଗ୍ରାମରେ ଠାକୁରାଣୀ ଯାତ୍ରା ଚାଲିଥିବା ବେଳେ ପୋଲିସ ଗ୍ରାମର ବଡସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଯୁବକର ଗୁପ୍ତାଙ୍ଗ ରକ୍ତ ସ୍ରାବ...

ମହିଳାଙ୍କୁ ପଥରରେ ଛେଚି ହତ୍ୟା, ଜଣେ ଅଟକ

ଗଞ୍ଜାମ,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ଜଣେ ମହିଳାଙ୍କୁ ସୁନା ଅଳଙ୍କାର ଲୋଭରେ ଶନିବାର ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାରେ ସନ୍ଦେହରେ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ରମ୍ଭା ଥାନା ପୋଲିସ ଅଟକ...

ଅଂଶୁଘାତରେ ବୃଦ୍ଧଙ୍କ ମୃତ୍ୟୁ ଅଭିଯୋଗ

ରଣପୁର,୭ା୫(ସ୍ବ.ପ୍ର.): ଏବେ କିଛିଦିନ ହେଲା ରଣପୁର ଓ ଏହାର ଆଖପାଖ ଅଞ୍ଚଳରେ ଅସହ୍ୟ ଗରମ ସହିତ ପ୍ରବଳ ମାତ୍ରାରେ ଗ୍ରୀଷ୍ମ ପ୍ରବାହ ହେଉଛି। ସାଧାରଣ ଲୋକମାନଙ୍କୁ ଘରୁ ବାହାରକୁ ଯିବାକୁ ସ୍ଥାନୀୟ ପ୍ରଶାସନ ତାଗିଦ କରିଛନ୍ତି। ହେଲେ କିଛିଲୋକ ଏହାକୁ...

ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀଙ୍କ ପଟାଙ୍ଗି ଗସ୍ତ ସମୟରେ ଗଣମାଧ୍ୟମକୁ ଅଣଦେଖା

ପଟାଙ୍ଗି,୭ା୫(ଡି.ଏନ୍‌.ଏ.): ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଆନ୍ଧ୍ର ସୀମାନ୍ତ ବ୍ଲକକୁ ଗସ୍ତ କରି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମଧ୍ୟ ଏଠାରେ ଗଣମାଧ୍ୟମକୁ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ସୂଚନା ପ୍ରଦାନ କରା ନ ଯିବା ନେଇ ଅସନ୍ତୋଷ...

ସ୍ତ୍ରୀଙ୍କୁ ଖଣ୍ଡଖଣ୍ଡ କରି କାଟି ଅଖାରେ ପୂରାଇ ରେଳଧାରଣାରେ ଫିଙ୍ଗିଦେଲେ ସ୍ବାମୀ

ବସ୍ତା,୭ା୫(ଡି.ଏନ୍‌.ଏ.): ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ମୃତଦେହକୁ ଖଣ୍ଡଖଣ୍ଡ କରି କାଟି ଅଖାରେ ଭର୍ତ୍ତି କରି ନିକଟସ୍ଥ ରେଳଧାରଣାରେ ଫିଙ୍ଗି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ିଛନ୍ତି। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲା...

ମହିଳାଙ୍କୁ କଚାଡି ମାରିଲା ହାତୀ

ଅନୁଗୋଳ,୭।୫: ଅନୁଗୋଳ ଜିଲାରେ ପୁଣି ହାତୀ ଆତଙ୍କ ଦେଖିବାକୁ ମିଳିଛି। ରବିବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଅନୁଗୋଳ ଜିଲାର ବନ୍ତଳା ତଲଗଡ ଅଞ୍ଚଳର ଜଣେ ମହିଳା ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀଟି ତାଙ୍କୁ ଶୁଣ୍ଢରେ...

‘ସେଫ୍‌ ସିଟି ଡ୍ରାଇଭ’ ଅଭିଯାନକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର ,୭ା୫(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରାସାହି ସ୍ଥିତ ଏକ ଲେଡିଜ୍‌ ହଷ୍ଟେଲରେ ଶୁକ୍ରବାର ରାତିରେ କେତେଜଣ ଅସାମାଜିକ ଯୁବକ ଧସେଇ ପଶିବା ସହ ଜଣେ ଯୁବତୀଙ୍କୁ ଆକ୍ରମଣ କରିବା ସହ ପଥର ମାଡ଼ କରିଥିଲେ। ଏହି ଘଟଣାରେ ପୋଲିସ ଜଣେ...

କଟକରେ ନକଲି ମୃଦୁ ପାନୀୟ କାରଖାନା

କଟକ ଅଫିସ, ୭ା୫: କଟକ ନକଲି ଓ ଅପମିଶ୍ରିତ କାରବାରର ପେଣ୍ଠସ୍ଥଳ ପାଲଟିଛି। ପୂର୍ବରୁ ବେଆଇନ କାରଖାନାରେ ପୋଲିସ ଚଢ଼ାଉ କରି ନକଲି ସିମେଣ୍ଟ, ଚା, ମସଲା, ଅପମିଶ୍ରିତ ସସ୍‌ ଆଦି ଜବତ କରିଛି। କେତେକ କ୍ଷେତ୍ରରେ କାରଖାନାକୁ ସିଲ୍‌...

ସ୍ମାର୍ଟସିଟି ପ୍ରକଳ୍ପ ଅବଧି ବର୍ଷେ ବଢ଼ିଲା

ଭୁବନେଶ୍ୱର , ୭ା୫ (ବ୍ୟୁରୋ) ୨୦୧୫ରେ ‘୧୦୦ ସ୍ମାର୍ଟସିଟି ମିଶନ’ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ଏହି ମିଶନରେ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଯଥା ଭୁବନେଶ୍ୱର ଏବଂ ରାଉରକେଲାକୁ ସାମିଲ କରାଯାଇ ବ୍ୟାପକ ଉନ୍ନତି କରାଯିବା ସହ...

ବର୍ଷା ହେଲେ ବଢୁଛି ଅଣ୍ଡରପାସ୍‌ ସମସ୍ୟା

ଖୋର୍ଦ୍ଧା ଅଫିସ, ୭ା୫: ବହୁ ପ୍ରତୀକ୍ଷିତ ଜଟଣୀ ଓଭରବ୍ରିଜ୍‌ ନିର୍ମାଣ କାମ ସରୁ ନ ଥିବା ବେଳେ ସୀତାରାମ ଛକସ୍ଥିତ ରେଲଓ୍ବେ ଅଣ୍ଡରପାସ୍‌ରେ ବର୍ଷାପାଣି ଜମିରହୁଛି। ଏହି ଅଣ୍ଡରପାସ୍‌ ଖୋର୍ଦ୍ଧା ଓ ପିପିଲିକୁ ମୁଖ୍ୟରାସ୍ତା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହେବା...

ରଥଯାତ୍ରା ପୂର୍ବରୁ ସମସ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୭।୫: ପୁରୀ ସହରକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ କାର୍ଯ୍ୟର...

୭ବର୍ଷ ବିତିଲା, ମିଳୁନି କୃଷିବୀମା ଟଙ୍କା

ଧାମନଗର, ୭ା୫(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦେହୁଡ଼ି ଆନନ୍ଦପୁର ପଞ୍ଚାୟତ ମାନଲାପୁର ଗ୍ରାମର ଚାଷୀ ନିରଞ୍ଜନ ଦାସ(୪୪)ଙ୍କ ମୃତ୍ୟୁକୁ ୭ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ତାଙ୍କ ପରିବାରକୁ ବୀମା ସହାୟତା ରାଶି ମିଳି ନାହିଁ। ବୀମା କମ୍ପାନୀର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri