ଆମ ଜିଲା ଖବର

ସଚେତନ ନ ହେଲେ ଆକାଉଣ୍ଟ ସଫା

ଅନୁଗୋଳ ଅଫିସ, ୭ା୫: ଲୋକଙ୍କ ଆକାଉଣ୍ଟରୁ ଟଙ୍କା ଲୁଟିବାକୁ ନୂଆ ନୂଆ ଉପାୟ କରୁଛନ୍ତି ସାଇବର ଠକ। କେତେବେଳେ କ୍ରେଡିଟ୍‌ କାର୍ଡ ବ୍ଲକ ହୋଇଯାଇଛି କହି ଆକାଉଣ୍ଟଧାରୀଙ୍କ ଠାରୁ ବ୍ୟାଙ୍କ ସମ୍ପର୍କିତ ତଥ୍ୟ ହାସଲ କରୁଛନ୍ତି ତ ଆଉ କେବେ...

ଶିକ୍ଷକଙ୍କ ଗଳାକାଟି ହତ୍ୟା, ବାପାଙ୍କୁ ହାଣିଲେ ପୁଅ

କୁଚିଣ୍ଡା,୭।୫(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଶନିବାର ପୃଥକ୍‌ ହତ୍ୟା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗୋଟିଏ ଘଟଣାରେ ଜଣେ ଶିକ୍ଷକଙ୍କ ଗଳାକାଟି ହତ୍ୟା କରାଯାଇଥିବାବେଳେ ଅନ୍ୟ ଏକ ଘଟଣାରେ ବିବାହ ପାଇଁ ଜିଦ୍‌ ଧରି ପୁଅ କୋଡି...

ଦେଶରେ ସୁଦୃଢ଼ ହେବ ଇ-କୋର୍ଟ ଭିତ୍ତିଭୂମି: ସିଜେଆଇ

କଟକ ଅଫିସ,୭।୫: ଓଡ଼ିଶା ହାଇକୋର୍ଟ ଭଳି ସୁପ୍ରିମକୋର୍ଟରେ ଇ-କୋର୍ଟ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିପାଇଁ ତୃତୀୟ ପର୍ଯ୍ୟାୟ ଆକ୍ସନ ପ୍ଲାନ୍‌ କାର୍ଯ୍ୟକାରୀ କରିବା ନିମନ୍ତେ ବୈଷୟିକ ଜ୍ଞାନକୌଶଳର ଉପଯୋଗର ସମ୍ଭାବନାମୟ ଦିଗ ଉପରେ ଆଲୋକପାତ କରିବା ଉଦ୍ଦେଶ୍ୟରେ କଟକସ୍ଥିତ ଜୁଡିସିଆଲ...

ନାରୀ ଶିକ୍ଷା ବିକାଶର ମୁଖ୍ୟ ଉପାଦାନ: ରାଷ୍ଟ୍ରପତି

ବାରିପଦା ଅଫିସ,୭।୫: ନାରୀ ଶିକ୍ଷା ଦେଶ ବିକାଶର ଏକ ମୁଖ୍ୟ ଉପାଦାନ। ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଅଧିକ ସଂଖ୍ୟାରେ ଶିକ୍ଷାଲାଭ କରୁଥିବା ବେଳେ ଝିଅମାନଙ୍କୁ ପ୍ରୋତ୍ସାହିତ କରିବା ସମସ୍ତଙ୍କ ଦାୟିତ୍ୱ ବୋଲି ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମ...

ଦଶପଲ୍ଲାରେ ଆସାମର ବାଉଁଶକଳା

ନୟାଗଡ଼ ଅଫିସ, ୭ା୫: ବଲାଙ୍ଗୀ ବାଉଁଶରେ ଆସାମର କାରୁକାର୍ଯ୍ୟକୁ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଉପରଡିକିରି ଗଁ।ର ଆଦିବାସୀମାନେ ଆପଣେଇବା ଆରମ୍ଭ କରିଛନ୍ତି । ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ କିପରି ଅଧିକ ଅର୍ଥ ସଂଗ୍ରହ କରି...

ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଆକ୍ରମଣ

ତିର୍ତ୍ତୋଲ,୭।୫(ଡି.ଏନ.ଏ.): ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଭାବେ ଆକ୍ରମଣ କରାଯାଇଛି। ଫଳରେ ୨ ଜଣ ମହିଳା ପୋଲିସ ଅଧିକାରୀ ଆହତ ହୋଇଛନ୍ତି। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଗରେଇ ପଞ୍ଚାୟତ ଅନ୍ତର୍ଗତ ଶିରୋଳ ଗ୍ରାମରେ ଶୁକ୍ରବାର...

କୂଅଖୋଳାରେ ସୀମିତ ଜଳପ୍ରକଳ୍ପ

ଲୋଇସିଂହା, ୭ା୫(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ କଦଳୀପାଲି ଗାଁ ା କିଡ଼ନୀ ରୋଗରେ ଏହି ଗଁ।ର ବହୁ ଲୋକଙ୍କ ଜୀବନ ଗଲାଣି। ଆଉ କେତେକ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ଏହା...

ଚାହିଦା ଅଛି, ପ୍ରୋତ୍ସାହନ ନାହିଁ

ନୟାଗଡ଼ ଅଫିସ,୭।୫: ନୟାଗଡ଼ର ଆଖୁ ଅଧିକ ଦୋରୁଅ ଓ ଶର୍କରାଯୁକ୍ତ ଥିବାରୁ ଗୁଡ଼ର ଚାହିଦା ବଢ଼ିବାରେ ଲାଗିଛି। ହେଲେ ଏଥିପାଇଁ ସରକାରୀ ପ୍ରୋତ୍ସାହନ ନାହିଁ। ଫଳରେ ଚାଷୀମାନେ କେବଳ ନିଜ ଶ୍ରମ ବିନିଯୋଗ କରି ଏହି ବ୍ୟବସାୟ ଚଳାଇଛନ୍ତି। ନୟାଗଡ଼...

ଡିସିପିଓଙ୍କ ଚିଠିକୁ ବିଡିଓ, ସିଡିପିଓ ଦେଇଥିଲେ ଅଧିକ ଗୁରୁତ୍ୱ

ସୋନପୁର, ୭ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଗ୍ରାମାଞ୍ଚଳରେ ସଚେତନତା ନମ୍ବର ପ୍ଲେଟ୍‌ ପ୍ରଦାନ ନାଁରେ ବଡ ଧରଣର ଠକେଇ ହୋଇଛି। ବିହାରର ରୋହତସ ଜିଲା ବହୁଆରା ଅଞ୍ଚଳର ମନୋଜ କୁମାର ଗୁପ୍ତା ନାମକ ବ୍ୟକ୍ତି ଜିଲା ପ୍ରଶାସନର ସହଯୋଗରେ ଲୋକଙ୍କୁ ଠକିଛନ୍ତି...

ମଣ୍ଡି ଖୋଲିଲାନି, ରାସ୍ତା ଉପରେ ଧାନ

ବରଗଡ଼ ଅଫିସ୍‌/ ଭେଡ଼େନ, ୭ା୫: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ମଣ୍ଡି ଗୁଡ଼ିକ ଖୋଲିଥାନ୍ତା ଏବଂ ଧାନ ସଂଗ୍ରହ ଆରମ୍ଭ ହୋଇଥାନ୍ତି। ତେବେ...

ଶୁଖୁଛି ନାଗାବଳୀ, କମୁଛି ପାଣି

ରାୟଗଡ଼ା, ୭ା୫(ସ୍ବ.ପ୍ର.) ରାୟଗଡ଼ା ଜିଲାର ଜଳ ପାଇଁ ଜୀବନରେଖା ହେଉଛି ଚିରସ୍ରୋତା ନାଗାବଳୀ। ଏହାର ଉପତ୍ତ୍ତି ନିୟମଗିରି ପାହାଡ଼ରୁ ହୋଇଥିଲେ ହେଁ ଅନାଦି କାଳରୁ ଜିଲାବାସୀଙ୍କ ଜୀବନର ଆଧାର ପାଲଟିଛି। କୃଷି କ୍ଷେତ୍ରରୁ ଆରମ୍ଭ କରି ଜନସାଧାରଣଙ୍କ ଶୋଷ ମେଣ୍ଟାଇବାରେ...

୧୦ ଏକର ଜମିରେ ୮ଫୁଟ୍‌ର ପାଣି

ପାପଡ଼ାହାଣ୍ଡି, ୭ା୫ (ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ବିରିଗୁଡା ଦେଇ ଯାଇଥିବା ଭାରତମାଳା ରାସ୍ତାରେ ପୋଲ ସ୍ଥାନାନ୍ତର ଯୋଗୁ ୧୦ ଏକର ଜମିରେ ପାଣି ଜମିଛି। କାଳ ବୈଶାଖୀ ବର୍ଷାରେ ବର୍ତମାନ ଜମିରେ ୮ ଫୁଟ ଉଚ୍ଚର ପାଣି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri