ଆମ ଜିଲା ଖବର

ସରକାରୀ ଜାଗାକୁ ପ୍ଲଟିଂ କରି ବିକ୍ରି

ପଟ୍ଟାମୁଣ୍ଡାଇ, ୬।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳ ଏବେ ଜବରଦଖଲକାରୀଙ୍କର ଭୂସ୍ବର୍ଗ ପାଲଟିଛି। ପ୍ରତ୍ୟେକ ପଞ୍ଚାୟତ ଅଞ୍ଚଳରେ ଥିବା ସରକାରୀ ଜାଗାଗୁଡ଼ିକ ପ୍ରଭାବଶାଳୀ ବ୍ୟକ୍ତିମାନେ ଅକ୍ତିଆର କରି ତାକୁ ପ୍ଲଟିଂ କରି ନିରୀହ ଲୋକଙ୍କୁ ବିକ୍ରି କରୁଛନ୍ତି। ଫଳରେ...

ବନ୍ଦ ହେଲାଣି ଏକାଧିକ ଯାତ୍ରାପାର୍ଟି

ଜଗତ୍‌ସିଂହପୁର ଅଫିସର, ୬।୫: ଯାତ୍ରା ଦୁନିଆରେ ଜଗତ୍‌ସିଂହପୁରର ସ୍ଥାନ ସ୍ବତନ୍ତ୍ର। ଏହି ଜିଲାର ପୂର୍ବ ଡାକ ନାମ ଥିଲା ହରିହରପୁର । ଏଠାରେ ଯାତ୍ରାର ପ୍ରାଥମିକ ରୂପଲୀଳା ଅଷ୍ଟାଦଶ ଶତାବ୍ଦୀର ଶେଷ ଏବଂ ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆରମ୍ଭ ହୋଇଥିଲା।...

ତାଳଦଣ୍ଡା କେନାଲରେ ଜଳାଭାବ

ପାରାଦୀପ,୬।୫(ସ୍ବ.ପ୍ର.): ପାରାଦୀପ ବନ୍ଦରଭିତ୍ତିକ ଶିଳ୍ପାଞ୍ଚଳ ପାଇଁ ଜୀବନରେଖା ହେଉଛି ତାଳଦଣ୍ଡା କେନାଲ। କାରଣ ପାରାଦୀପର ୧୫ଟି ବୃହତ୍‌ ଶିଳ୍ପ ଏବଂ ଜଗତ୍‌ସିଂହପୁର ଜିଲାରର ଅଧିକାଂଶ ଗ୍ରାମାଞ୍ଚଳ ପାଇଁ ଏହି କେନାଲ ପାଣି ହେଉଛି ମାଧ୍ୟମ। ସମ୍ପ୍ରତି ଏହି କେନାଲରେ ଗତ ୧୦...

ଗାଡ଼ି କିସ୍ତି ଦେବାକୁ ଆସୁଥିଲେ: ଦୁର୍ଘଟଣାରେ ଦାଦା, ପୁତୁରା ମୃତ

କାମାକ୍ଷାନଗର, ୬।୫(ଡି.ଏନ୍‌.ଏ.): ଯେଉଁ ଗାଡ଼ିର ଇଏମ୍‌ଆଇ କିସ୍ତି ଦେବାକୁ ଆସୁଥିଲେ ସେହି ଗାଡ଼ି ଦୁର୍ଘଟଣାରେ ଲିଭିଗଲା ଦାଦା, ପୁତୁରାଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ବନ୍ଦାଣିଆ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଘଟିଛି ଏଭଳି ଏକ ଦୁଃଖଦ...

ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଗ୍ରହଣ କଲା ଲୋକ ସଭା

ସମ୍ବଲପୁର,୬।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ହିଂସା ଘଟିଥିଲା। ଆହତ ଓ ମୃତକଙ୍କ ପରିବାରକୁ ଭେଟିବାକୁ ଆସୁଥିବା ସମୟରେ ଭାଜପା ସଂସଦୀୟ ଟିମ୍‌କୁ ସମ୍ବଲପୁର ସୀମାକୁ ପୂରାଇ ଦିଆ ଯାଇ ନ ଥିଲା। ଏହାକୁ ନେଇ ବରଗଡ ଏମ୍‌ପି ସୁରେଶ...

ଦୂରସଞ୍ଚାରଠାରୁ ଦୂରରେ

ଅନୁଗୋଳ/ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୬ା୫: ବର୍ତ୍ତମାନ ସମୟରେ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଛି ମୋବାଇଲ। ହେଲେ ଚିନ୍ତାର ବିଷୟ, ରାଜ୍ୟରେ ମୋଟ୍‌ ୫୧ ହଜାର ୧୭୬ ଗାଁ ମଧ୍ୟରୁ ୪ ହଜାର ୫୪୯ ଗ୍ରାମରେ ମୋବାଇଲ...

ନାବାଳିକାଙ୍କୁ ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ବରଗଡ଼ ଅଫିସ,୫।୫: ୨୦୨୨ ଜୁନ ମାସରେ ବରଗଡ଼ ପୌରାଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଗତ ୧ତାରିଖରେ ଏହି ମାମଲାର ଶୁଣାଣି କରି ବରଗଡ଼ ଅତିରିକ୍ତ ଜିଲା ଜଜ୍‌, ସେସନ ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ...

ପୁରୀ ବେଳାଭୂମିରେ ଲାଗିଲା ନାଲି ପତାକା -ବିପଦସଙ୍କୁଳ ସମୁଦ୍ର ସ୍ନାନ ଉପରେ କଟକଣା

ପୁରୀ ଅଫିସ, ୫ା୫: ଗତ ଦୁଇଦିନରେ ପୁରୀ ସମୁଦ୍ରରେ ବୁଡ଼ି ଚାରିଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ପ୍ରଶାସନର ଚେତା ପଶିଛି। ପୁରୀକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଯେପରି ସୁରକ୍ଷିତ ଭାବେ ସମୁଦ୍ରରେ ସ୍ନାନ କରି ସୁଖଦ ଅନୁଭୂତି ନେଇ...

୧୫୦୦୦ ନଡ଼ିଆ ଭାଙ୍ଗିଲେ ବିଧାୟକ

ସୋରଡ଼ା, ୫ା୫ (ଡି.ଏନ୍‌.ଏ.):  ୨୦୨୪ ନିର୍ବାଚନକୁ ଆଉ ମାତ୍ର ବର୍ଷେରୁ କମ୍‌ ସମୟ ଥିବା ବେଳେ ୨୦୧୯ର ମାନସିକ ପୂରଣ କରିଛନ୍ତି ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ। ଆନ୍ଧ୍ରପ୍ରଦେଶର ସୀମାଞ୍ଚଳମ୍‌ ମନ୍ଦିର ଯାଇ ମାନସିକ ପୂର୍ବକ ୧୫୦୦୦...

ଯୋଡ଼ା ମଣ୍ଡଳରେ ୫୯ ଖଣି ବନ୍ଦ

ଯୋଡ଼ା,୫ା୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ସମୁଦାୟ ୯୦ଟି ଖଣି ମଧ୍ୟରୁ ୫୯ଟି ବନ୍ଦ ରହିଛି। ମାତ୍ର ୩୧ ଖଣି କାର୍ଯ୍ୟକ୍ଷମ ହେଉଥିବା ବେଳେ ବୈଧାନିକ କାରଣ ଯୋଗୁ ଅନେକ ଖଣି ଚାଲିପାରୁନାହିଁ। ଫଳରେ କେନ୍ଦ୍ର ଓ...

ପତିଆରା ଜାହିର ପାଇଁ ହତ୍ୟା: ମୁଖ୍ୟ ମହିଳା ଅଭିଯୁକ୍ତଙ୍କ ସମେତ ୨ ଗିରଫ

ବଡ଼ବିଲ,୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହର ମନି ଟାୱାର ନିକଟରେ ଗତ ୧ ତାରିଖରେ ବିଜେଡି କର୍ମୀ ସୁନୀଲ ସିହ୍ନା ଓରଫ ଭୋଲାଙ୍କୁ ଗୁଳିକରି ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । ଘଟଣାରେ ମୁଖ୍ୟ ମହିଳା ଅଭିଯୁକ୍ତ ସମେତ...

ପୋଲିସ ବାବୁଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୫।୫: ପୋଲିିସ ଏଏସଆଇଙ୍କ ଘର ଚୋରି। ପ୍ରାୟ ୧୭ ଭରି ସୁନା, ଅଧା କେଜି ରୁପା ସହିତ ନଗଦ ୫୦ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣାଟି ଘଟିଛି ରାୟଗଡ଼ା ସହରରେ। ରାୟଗଡ଼ା ସହରର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri