ଆମ ଜିଲା ଖବର

ନିଶା ପାଇଁ ନେଉଛନ୍ତି ନିଷିଦ୍ଧ ଇଞ୍ଜେକ୍ସନ

ଆଶିଷ ରଞ୍ଜନ ପଣ୍ଡା ରାୟଗଡ଼ା, ୫।୫: ନିଦ୍ରାହୀନତା, ବାନ୍ତି, ମୁଣ୍ଡବ୍ୟଥା, ଶରୀରରେ ହେଉଥିବା ଅସହ୍ୟ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଏ ଫୋର୍ଟୱିନ ଏବଂ ଫେନରଗାନ୍‌ ଇଞ୍ଜେକ୍ସନ। ଅସ୍ତ୍ରୋପଚାର ପରବର୍ତ୍ତୀ ସମୟରେ ହେଉଥିବା ପୀଡ଼ା ଏବଂ ବାନ୍ତିକୁ ରୋକିବାରେ ଏହା...

ପଟ୍ଟାଜମିରେ ଗୁଣ୍ଡାଗର୍ଦ୍ଦି, ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଲୋକେ

ବାଲିଗୁଡ଼ା,୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡିବନ୍ଧ ତହସିଲ ଅନ୍ତର୍ଗତ କୁର୍ତ୍ତମଗଡ଼ଠାରେ ଦୀର୍ଘବର୍ଷ ହେଲା ରହିଆସୁଥିବା ସାଧାରଣ ଲୋକଙ୍କ ସେଟେଲମେଣ୍ଟ ପଟ୍ଟା ଜମି ଉପରେ କିଛି ଅସାମାଜିକ ବ୍ୟକ୍ତି ଜୋର ଜବରଦସ୍ତି ଆସି ଗୁଣ୍ଡା ଗର୍ଦ୍ଦି କରି ଜାଗା ଅକ୍ତିଆର...

ଶ୍ରୀମନ୍ଦିର ପ୍ରଶାସନିକ କୋଠା ନିର୍ମାଣ ପାଇଁ ମିଳିଲା ଏନ୍‌ଓସି

ପୁରୀ ଅଫିସ,୪ା୫: ଶ୍ରୀମନ୍ଦିର ପ୍ରଶାସନର ଅଫିସ କୋଠା ନିର୍ମାଣ ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ(ଏନ୍‌ଏମ୍‌ଏ)ପକ୍ଷରୁ ଅନୁମତି ମିଳିଛି। ଏହାର ତଦାରଖ ପାଇଁ ରାଜ୍ୟ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଓ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ(ଏଏସଆଇ) ଅଧୀକ୍ଷକଙ୍କୁ ପରାମର୍ଶ ଦିଆଯାଇଛି। ଏହି ତିନି...

ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ ୨।୫(ଡି.ଏନ.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନଂ ୫୯ କଡ଼ରେ ମକରଝୋଳ ଗାଁ ନିକଟ ବିଲରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରାଯାଇଥିବା ପୋଲିସ...

ସମୂହ ଇସ୍ତଫା ଦେଲେ ପ୍ରାଣୀ ଚିକିତ୍ସକ

କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଦ୍ୱାରା ମତ୍ସ୍ୟ ଓ ପଶୁପାଳନ ବିଭାଗର ପ୍ରମୁଖ...

୧୧ ସ୍ମାର୍ଟ ବିଦ୍ୟାଳୟକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୫(ଡି.ଏନ.ଏ): କନ୍ଧମାଳ ଜିଲାରେ ଗୁରୁବାର ୭୭ଟି ରୂପାନ୍ତରୀକରଣ କରାଯାଇଥିବା ବିଦ୍ୟାଳୟକୁ ଭର୍ଚୁଆଲ ମାଧ୍ୟମରେ ଶୁଭ ଉଦ୍‌ଘାଟନ କରାଯାଇଛି। ସେଥି ମଧ୍ୟରେ ଦାରିଙ୍ଗବାଡି ବ୍ଲକର ୧୧ଟି ଉଚ୍ଚ ବିଦ୍ୟାଳୟ କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଗୁରୁବାର ଗୁମାଗଡ଼ ଓ ଦାରିଙ୍ଗବାଡି ବ୍ଲକର...

ଟ୍ରାକ୍ଟର ଓଲଟି ୪ ମୃତ, ୪ ଗୁରୁତର

ଚିତ୍ରକୋଣ୍ଡା,୪।୫(ଡି.ଏନ୍‌.ଏ): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଫଳରେ ବଡପଦର ଗ୍ରାମ ଶୋକାକୁଳ ହୋଇପଡିଛି । ପାପରମେଟେଲା ଥାନା ଅଧିକାରୀ ମାନସ ରଞ୍ଜନ ସ୍ବାଇଁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ବ୍ଲକ ବଡପଦର...

ଚାପିଦେଲା ହାଇଓ୍ବା, ୩ ଡ୍ରାଇଭର ମୃତ

କେନ୍ଦୁଝର,୪ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ନିକଟ ୨୦ ନଂ. ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହାଇଓ୍ବା ଗାଡ଼ି ଚାପି ଦେବାରୁ ୩ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଆଡୁ ଯୋଡ଼ା ଖଣି ଅଞ୍ଚଳ ଅଭିମୁଖେ ଯାଉଥିବା ଏକ...

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ

ବେଗୁନିଆପଡ଼ା, ୪।୫(ଡି ଏନ ଏ) : ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ବିଶ୍ବମ୍ବର ବେହେରା। ଡା. ବେହେରା ଗୁରୁବାର କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ୫ଟି ଅଧିନରେ ଚାଲିଥିବା...

ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ହେଲେ ମଧୁସ୍ମିତା ମହାପାତ୍ର

ଛତ୍ରପୁର,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ଭାବେ ମଧୁସ୍ମିତା ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏହା ପୂର୍ବରୁ ସେ କଟକ ଜିଲାରେ କାର୍ଯ୍ୟ କରୁଥିଲେ।...

ଜମିବାଡ଼ି ବିବାଦରୁ ବୃଦ୍ଧଙ୍କୁ ନିର୍ମମ ହତ୍ୟା: ୨ ଅଟକ

ବେଗୁନିଆପଡ଼ା,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆପଲୀ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ବୃଦ୍ଧ ଜଣକ ହେଲେ...

୧୧ଟି ୱାର୍ଡର ଉପନିର୍ବାଚନ ଫଳାଫଳ ଘୋଷିତ

ପୁରୁଷୋତ୍ତମପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୮ଟି ପଞ୍ଚାୟତର ୮ଟି ୱାର୍ଡରେ ହୋଇଥିବା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀ ତଥା ବିଡିଓ ବିଜୟ କୁମାର ବେହେରା ଗୁରବାର ଭୋଟ ଗଣତିକରି ଘୋଷଣା କରିଛନ୍ତି। ଭାଟକୁମରଡା ପଞ୍ଚାୟତ ୱାର୍ଡ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri