ଆମ ଜିଲା ଖବର

ରବିଧାନ ସଂଗ୍ରହ ଠିକ୍‌ ଭାବେ କର

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଆସନ୍ତା ମେ’ ୬ରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ମଣ୍ଡିଗୁଡ଼ିକରୁ ପ୍ରଥମେ ଏହା ଚାଲିବ। ତେବେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବା...

ଚିକିତ୍ସାରେ ଅବହେଳାରୁ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧।୫: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୟାଗଡ଼ ବ୍ଳକ ଜୟପୁର ଗାଁର ମଞ୍ଜୁ ମହାରଣା(୬୦) ନାମକ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ରବିବାର ପୂର୍ବାହ୍ନରେ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ଏପରି ଘଟିଲା...

ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି

ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର ଚାଲିଛି। ତେବେ ପୁଷ୍କରିଣୀର ମଧ୍ୟ ଭାଗରେ ଥିବା ଏକ ଅନ୍ନ ଖମ୍ବ(ମଣିଖମ୍ବ) ଦୀର୍ଘବର୍ଷ...

୫ଶହ ବର୍ଷର ପରମ୍ପରା ମୁଣ୍ଡ ରାମଲୀଳା

ଶରଣକୁଳ,୧ା୫(ଡି.ଏନ.ଏ.): ନୟାଗଡ଼ ଜିଲା ତା’ର ଅନନ୍ୟ ଲୋକକଳା ପାଇଁ ବିଖ୍ୟାତ। ନୟାଗଡ଼ର ଢ଼େଣୁକୋଇଲା, ବାଉଁଶରାଣୀ ଖେଳ, ଢ଼ୁମ୍ପା, ଦଣ୍ଡନୃତ୍ୟ, ମୁଣ୍ଡପୋତା କେଳା ଅଭିନୟ, ଯୋଗୀ କେନ୍ଦେରା ଗୀତ, କଣ୍ଢେଇ ନାଚ, ଏକକ ନୃତ୍ୟାଭିନୟ, ଦାସକାଠିଆ ଓ ଘୁଡ଼ୁକୀ ନୃତ୍ୟ ସାରା...

ମରଣଯନ୍ତା ସାଜିଛି ବାରିକପୁର-ଅସୁରାଳି ରାସ୍ତା

ବାରିକପୁର,୧।୫(ସ୍ବ.ପ୍ର.): ଭଦ୍ରକ ଜିଲା ବାରିକପୁରଠାରୁ ଅସୁରାଳି ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ରାସ୍ତା ଏବେ ମରଣଯନ୍ତା ସାଜିଛି। ଜିଲାର ଦୁଇଟି ନିର୍ବାଚନମଣ୍ଡଳୀ ଭଣ୍ଡାରିପୋଖରୀ ଓ ଧାମନଗର ଅଧୀନ ୩ ବ୍ଲକ ବନ୍ତ, ଭଣ୍ଡାରିପୋଖରୀ ଓ ଧାମନଗରର ମୋଟ ୩୧ ଗ୍ରାମର ହଜାର...

ଆଜିଠୁ ୩ ମାସ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧ା୫: ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି।...

ଫଳକରେ ବିପଦସଙ୍କୁଳ ଲେଖି ଭୁଲିଗଲେ

ନୟାଗଡ଼ ଅଫିସ,୧।୫: ଆବଶ୍ୟକ ସ୍ଥାନରେ ସେତୁ ନିର୍ମାଣ ନ କରିବା ଓ ବିପଦସଙ୍କୁଳ ସେତୁକୁ ଭାଙ୍ଗି ନୂଆ ସେତୁ ନିର୍ମାଣ କରିବାକୁ ସରକାର ଭୁଲି ଯାଇଛନ୍ତି। ଯେତେ ଅଭିଯୋଗ କଲେ ମଧ୍ୟ କେହି ଶୁଣୁ ନାହାନ୍ତି। ଏହାକୁ ବିରୋଧ କରି...

ଆକର୍ଷଣ ସାଜିବ ହାଓଡା ପୋଲ ତୋରଣ

ବାଲେଶ୍ୱର ଅଫିସ,୧।୫: ବାଲେଶ୍ୱର ସହର ଦାମୋଦରପୁର ସ୍ଥିତ ଶ୍ରୀଶ୍ରୀ ଶ୍ୟାମସୁନ୍ଦରପୁର ଜୀଉ ମନ୍ଦିର ସମ୍ମୁଖରେ ଥିବା ପୋଖରୀରେ ଚନ୍ଦନ ଯାତ୍ରାର ସୁବର୍ଣ୍ଣଜୟନ୍ତୀ ପାଳନ କରାଯାଉଛି। ଏହି ଉତ୍ସବର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ଲାଗିଛନ୍ତି ଶ୍ୟାମସୁନ୍ଦରପୁର ଜୀଉ ଯୁବକ...

କାର୍ଯ୍ୟ ବୋଝରେ ଠିକା ଶ୍ରମିକ

ବଅଁରପାଳ,୧ା୫ (ଡି.ଏନ.ଏ.): ଶ୍ରମିକଙ୍କ ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ଏହା ସତ୍ତ୍ୱେ ଶ୍ରମିକମାନେ ଆଜି ଅବହେଳିତ ଅବସ୍ଥାରେ ରହିଛନ୍ତି। ଦୀର୍ଘବର୍ଷ ହେଲା କାର୍ଯ୍ୟ କରିଆସୁଥିଲେ ହେଁ ଆବଶ୍ୟକ ପାରିଶ୍ରମିକ ଓ ସୁବିଧା ସୁଯୋଗ ସେମାନଙ୍କୁ ମିଳିପାରୁ ନ ଥିବା...

ସ୍କ୍ରାପ୍‌ ନାମରେ ଚାଲିଛି ଚୋରା କାରବାର

କେନ୍ଦୁଝର,୧ା୫(ସ୍ବ.ପ୍ର.): କେନ୍ଦୁଝର ସହରରେ ବେଆଇନ ଭାବେ ଛତୁ ଫୁଟିଲା ଭଳି ସ୍କ୍ରାପ୍‌ (ଅବ୍ୟବହୃତ ଲୁହା ସାମଗ୍ରୀ)ବ୍ୟବସାୟ ବଢ଼ିବାରେ ଲାଗିଛି। ବିଶେଷ କରି ରାଜ୍ୟ ବାହାରର ବେପାରୀମାନେ ବିଭିନ୍ନ ସ୍ଥାନରେ ଜାଗା ଭଡ଼ାରେ ନେଇ ଗୋଦାମ କରି ବେପାର ଚଳାଇଛନ୍ତି। କଟକଣା...

ପୁରୁଷଙ୍କ ତୁଳନାରେ ମହିଳା ଶ୍ରମିକଙ୍କୁ ଉଚିତ ମୂଲ୍ୟ ମିଳୁନି

ମହାକାଳପଡ଼ା,୧ା୫(ଡି.ଏନ୍‌.ଏ.): ମେ’ ୧ ତାରିଖକୁ ଶ୍ରମ ଦିବସ ଭାବେ ପାଳନ କରାଯାଉଛି। ଏହା ୧୮୮୬ ମସିହାରୁ ବିଶ୍ୱର ୮୦ଟି ଦେଶରେ ପାଳନ ହୋଇଆସୁଛି। ଏହି ଶ୍ରମ ଦିବସ ପାଳନ କରିବାର ମୁଖ୍ୟ ତାତ୍ପର୍ଯ୍ୟ ହେଲା ଶ୍ରମିକମାନଙ୍କର ହକ୍‌ ଅଧିକାର, ଅଂଶଗ୍ରହଣ...

ଖୋଳାଯାଉଛି ନଦୀପଠା

ଯାଜପୁର ଟାଉନ,୧ା୫(ଡି.ଏନ.ଏ.): ଯାଜପୁର ତହସିଲ ଅନ୍ତର୍ଗତ ମାଳଆନନ୍ଦପୁର ପଞ୍ଚାୟତ ବେଲେଶ୍ୱର ଗ୍ରାମସ୍ଥ ବୈତରଣୀ ନଦୀର ବେଲେଶ୍ୱର ପୋଲ ନିକଟରୁ ବେଆଇନ ଭାବେ ମାଟି ଖୋଳାଯାଇ ଚାଲାଣ କରାଯାଉଛି। ଜେସିବି ଲଗାଇ ନଦୀପଠାର ମାଟିକୁ ତଡ଼ାଯାଉଛି। ପରେ ଏହାକୁ ସ୍ଥାନୀୟ ଅଞ୍ଚଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri