ଆମ ଜିଲା ଖବର

ଆମପାଣି ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରେଲର

କୋକସରା,୩୦।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଆମପାଣି ଘାଟିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨ଜଣ ଡ୍ରାଇଭର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଆନ୍ଧ୍ରପ୍ରଦେଶର ବି. ସାନୁବାଲ(୫୪) ଓ ବିହାରର ରସିତ ଇକବାଲ(୨୪)। ମିଳିଥିବା ସୂଚନା...

ନୃସିଂହନାଥ ବୈଶାଖ ମେଳା ପ୍ରସ୍ତୁତି ଶେଷ

ପାଇକମାଳ,୩୦।୪(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପାଇକମାଳର ନୃସିଂହନାଥ ପୀଠରେ ସୋମବାରଠାରୁ ବୈଶାଖ ମେଳା ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ତଥା ବୈଶାଖ ମେଳା ପାଇଁ ନୃସିଂହନାଥ ପୀଠ ଚଳଚଞ୍ଚଳ ହୋଇପଡିଛି...

୪୦ ଫୁଟ ତଳକୁ ଖସିଲା ବୋଲେରୋ

ହେମଗିର,୩୦।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ବାଙ୍କିବାହାଲ ଟପରିଆ ରାସ୍ତାର ବିଲେଇମୁଣ୍ଡାଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ୪୦ଫୁଟ ତଳକୁ ଖସି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ମହିଳା ଓ ଶିଶୁ ସମେତ ୮ଜଣ ଗୁରୁତର...

ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ

ବ୍ରହ୍ମପୁର ଅଫିସ,୩୦।୪: ବ୍ରହ୍ମପୁର ବଡ଼ ମେଡିକାଲରେ ଜଣେ ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରୀ ଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଛି। ଛାତ୍ରମାନେ ଅଭିଯୁକ୍ତ ଯୁବକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା...

ନାବାଳକଙ୍କ ମୃତଦେହ ଜବତ ମାମଲା: ଦୁଇ ଜଣଙ୍କୁ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

କେନ୍ଦୁଝର,୩୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କରଙ୍ଗାଡିହି ଗ୍ରାମର ରଙ୍ଗାଧର ମହାକୁଡଙ୍କ ପୁଅ ଫକିର ମହାକୁଡ(୮) ମୃତ୍ୟୁର କାରଣ ଅଦ୍ୟାବଧି ଜଣାପଡିନାହିଁ। ଏଭଳିସ୍ଥିତିରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହେଉଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଆସୁଥିଲେ। ଫକିରଙ୍କୁ ହତ୍ୟା...

ଗୋଟିଏ ଶ୍ମଶାନରେ ଜଳିଲା ବାପ-ପୁଅଙ୍କ ଜୁଇ

ସୋନପୁର,୩୦ା୪(ନି.ପ୍ର.): ଶ୍ମଶାନରେ ଜଳୁଛି ଜୁଇ। ଗୋଟିଏ ନୁହେଁ ଦୁଇ ଦୁଇଟି ଜୁଇ। ତାହାପୁଣି ଦୁଇ ବାପ ପୁଅଙ୍କର। ଶନିବାର ପୁଅ ଆର୍ତ୍ତତ୍ରାଣ ବାପା ଆଦି ସା’ଙ୍କ ଦେହ ଭଲ ନ ଥିବାରୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ନେଇଥିଲେ। ମାତ୍ର ବାପ-ପୁଅ...

ଗାଜଲବାଡି ଘାଟିରେ ଓଲଟିଲା ପିକ୍‌ଅପ୍‌

ଦାରିଙ୍ଗବାଡି,୩୦।୪(ଡି.ଏନ.ଏ): କନ୍ଧମାଳ ଜିଲାକୁ ସଂଯୋଗ କରୁଥୁବା ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ରବିବାର ଏକ ଫୁଲକୋବି ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ଯୋଗୁ ରାଜପଥ ଅବରୋଧ ହୋଇ ରହିଥିଲା। ଖବର ପାଇ ପୋଲିସ ଏବଂ ଦାରିଙ୍ଗବାଡି...

ଭାରତ ବନ୍ଦ: ଜାତୀୟ ରାଜପଥ ଅବରୋଧ କଲା ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା

ଛତ୍ରପୁର,୩୦।୪(ଡିଏନଏ ): ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି ) ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବି ନେଇ ରବିବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଜ଼ିଲାପରିଷଦ ଭବନ ଛକ ନିକଟ ୧୬ ନମ୍ବର...

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ

ଭୁବନେଶ୍ବର, ୩୦।୪: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତର ୨୪ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ୨୨କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ତାରିଖ...

ଆଇଚର-ମୋ ବସ୍‌ ମୁହାଁମୁହିଁ: ୧୦ ଆହତ

ଖୋର୍ଦ୍ଧା ଅଫିସ,୩୦ା୪: ୧୬ନଂ ଜାତୀୟ ରାଜପଥ ପାଲଟିଛି ମରଣାଯନ୍ତା। ଶୁକ୍ରବାର ଗଡ଼ଖୋର୍ଦ୍ଧା ଛକରେ ଦୁଇ ଗାଡ଼ି ମୁହାମୁହିଁ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିଲେ। ସେହିପରି ରବିବାର ମଧ୍ୟାହ୍ନରେ ଏହି ରାଜପଥ ପିତାପଲ୍ଲୀ ଛକରେ...

ଜଗନ୍ନାଥପୁର ରେଳ ଷ୍ଟେଶନରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଧାରଣା

ଛତ୍ରପୁର,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ଓ କେଟିଏନପୁର ଗ୍ରାମର ବରିଷ୍ଠ ନାଗରିକମଞ୍ଚ ପକ୍ଷରୁ ରବିବାର ବିଭିନ୍ନ ଦାବି ନେଇ ଜଗନ୍ନାଥପୁର ରେଳଷ୍ଟେଶନଠାରେ ଏକ ଘଣ୍ଟା ଧରି ଧାରଣା ଦିଆଯାଥିଲା। ଏହି ଅବସରରେ ବ୍ରହ୍ମପୁର ବରିଷ୍ଠ ନାଗରିକ...

ଚେନ୍ନାଇରେ ଫିକିର ଜାତୀୟ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ,୩୦।୪:  ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶନିବାର ଚେନ୍ନାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିକିର ଜାତୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri