ଆମ ଜିଲା ଖବର

ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୨୯।୪(ଡି.ଏନ୍‌.ଏ.): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ମଧ୍ୟରେ ରାଜ୍ୟର ସମସ୍ତ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚିକିତ୍ସା ଭତ୍ତା ଓ...

୩ ବର୍ଷ ହେଲା ଭୁଶୁଡ଼ିଛି ପୋଲ,ଲୋକେ ହନ୍ତସନ୍ତ

ମାଥିଲି,୨୯ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କୁଟୁନିପାଲି ପଞ୍ଚାୟତ ଖଡକିଆଝଡି ଗ୍ରାମ ନିକଟ ଦେଇ ଯାଇଥିବା ଏକ ନଦୀ ଉପରେ ନିର୍ମିତ ଏକ ପୋଲ ୩ ବର୍ଷ ଭୁଶୁଡ଼ି ପଡ଼ିଛି। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧା ଭୋଗୁଛନ୍ତି। ଏଥିପ୍ରତି...

ସକାଳୁଆ ଅଫିସ: ମଧ୍ୟାହ୍ନ ଯାଏ କର୍ମଚାରୀଙ୍କ ଦେଖାମିଳୁନି

ରାୟଗଡ଼ା,୨୯ା୪(ସ୍ବ.ପ୍ର.): ଖରାତାତିକୁ ନଜରରେ ରଖି ରାଜ୍ୟ ସରକାର ଅଧିକାଂଶ ସରକାରୀ କାର୍ଯାଳୟ ସକାଳୁଆ ଖୋଲିବା ପାଇଁ ଘୋଷଣା କରିଛନ୍ତି । ହେଲେ ଅଧିକାରୀ ଓ କର୍ମଚାରୀମାନେ ଠିକ୍‌ ସମୟରେ କାର୍ଯାଳୟରେ ପହଞ୍ଚୁ ନ ଥିବା ଦେଖାଯାଉଛି। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ...

ଟ୍ରକ ତଳେ ପଶିଗଲା କାର, ଜଣେ ମୃତ, ୪ ଗୁରୁତର

ଭଦ୍ରକ ଅଫିସ,୨୯।୪: ପଶ୍ଚିମବଙ୍ଗରୁ ଏକ କାର ପୁରୀ ଯାଉଥିବା ବେଳେ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଛତାବର...

ରାସ୍ତାରେ ୧୦୮ ଆମ୍ବୁଲାନ୍ସ ପଙ୍କଚର, ରୋଗୀ ହଇରାଣ

ଖୋର୍ଦ୍ଧା ଅଫିସ,୨୯।୪: ରୋଗୀଙ୍କୁ ଉତ୍ତମ ସେବା ପ୍ରଦାନ ଲାଗି ସରକାର ଗୁରୁତ୍ୱ ଦେଉଛନ୍ତି। ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି କେନ୍ଦ୍ର ସରକାରଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ସହଭାଗିତାରେ ୧୦୮ ଆମ୍ବୁଲାନ୍ସ ସେବା ଚାଲିଛି। ରୋଗୀଙ୍କୁ ୨୪ ଘଣ୍ଟିଆ ସେବା ଯୋଗାଉଛି।...

ଜଣେ ମୃତ,୨ଗୁରୁତର

ଖୋର୍ଦ୍ଧା ଅଫିସ,୨୯।୪: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକରେ ଗୁରୁବାର ମର୍ମ୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗଡ଼ଖୋର୍ଦ୍ଧା ଛକ ରାଜପଥରେ ଲାଗିଥିବା ସିସିଟିଭି କ୍ୟାମେରା ସଜାଡିବା ଲାଗି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଗାଡ଼ିର ପଛପଟୁ ଧକ୍କା...

୧୫ ବର୍ଷରେ ଗଲାଣି ୧୭୩୫ ଜୀବନ

ଖୋର୍ଦ୍ଧା ଅଫିସ,୨୯।୪: ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିଚାଲିଛି। ବେପରୁଆ ଗାଡ଼ିଚାଳନା ଯୋଗୁ ଦୈନିକ ଦୁର୍ଘଟଣା ଘଟୁଛି। ସେଥିରୁ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ଘଟୁଥିବା ଜଣାପଡିଛି। ଖୋର୍ଦ୍ଧା ଜିଲା ଦେଇ ଯାଇଥିବା ଦୁଇ ଜାତୀୟ ରାଜପଥ ୫୭ ନମ୍ବର ଏବଂ ୧୬ନଂ....

ଗୋ ଶ୍ରଦ୍ଧା ଯୋଜନା ଫେଲ୍‌, ରାସ୍ତାରେ ଗୋରୁ

ସୋନପୁର,୨୯।୪(ନି.ପ୍ର.): ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା କାର୍ଯ୍ୟକ୍ରମ। ରାସ୍ତା ଉପରେ ବୁଲୁଥିବା ଗାଇଗୋରୁଙ୍କୁ କୋଲପଡା ସ୍ଥିତ କାଞ୍ଜିଆହୁଦାରେ ରଖିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ...

ଗୁପ୍ତଧନ ଆଶା ଦେଖାଇ ଠକି ନେଇଥିଲେ ୬୨ ଲକ୍ଷ

କଟକ ଅଫିସ,୨୯।୪: କଟକ ସହରରେ ବି ଲୋକେ ଅନ୍ଧବିଶ୍ୱାସରେ ବୁଡ଼ି ରହିଛନ୍ତି। ଗୁଣିଗାରେଡ଼ି ମାଧ୍ୟମରେ ଗୁପ୍ତଧନ ପାଇବା ଆଶାରେ ଠକ ଯୁବକଙ୍କ ହାବୁଡ଼ରେ ପଡ଼ିଥିଲେ ରାଣୀହାଟ ଅଞ୍ଚଳର ଜଣେ ମହିଳା। ତାନ୍ତ୍ରିକ ସାଜି ମହିଳାଙ୍କଠାରୁ ୬୨ ଲକ୍ଷ ଟଙ୍କା ଠକି ନେଇଥିବା...

ଦୁର୍ଘଟଣାରେ ଦମ୍ପତି ମୃତ

ଲାଠୋର, ୨୯ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ଗଇନ୍ଦିମାଲ ନିକଟ ଲାନ୍ଥନଦୀ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗଇନ୍ଦିମାଲ ଅଶୋକ ମଝି(୨୬) ଓ ତାଙ୍କ ସ୍ତ୍ରୀ ଲଳିତା ମଝି(୨୩) l ଲଳିତା...

ଦୁର୍ଗମରେ ଆଦିବାସୀଙ୍କ ଅଭିଶପ୍ତ ଜୀବନ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ସରକାର ଆଦିବାସୀଙ୍କ ପାଇଁ ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନାରେ ସାମିଲ କରିବା ସହିତ ବିକାଶ କରୁଥିବା ନେଇ ଡିଣ୍ଡିମ ପିଟୁଥିବା ବେଳେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ବିକାଶ କ’ଣ...

ବଢୁଛି ନକଲି ପ୍ରଭାବ, ରୋଗୀ ହୀନସ୍ତା

ରାଉରକେଲା ଅଫିସ,୨୯।୪: ରାଉରକେଲା ସହରରେ ନକଲି ଡାକ୍ତରଙ୍କ ପ୍ରଭାବ ବଢୁଥିବା ଅଭିଯୋଗ ହେଉଛି। ଫଳରେ ଏଭଳି ଡାକ୍ତରଙ୍କ ପାଖରେ ରୋଗୀ ଚିକିତ୍ସିତ ହୋଇ ଭଲ ହେବା ବଦଳରେ ଗୁରୁତର ହେଉଛନ୍ତି। ଏମିତି ଏକ ଘଟଣା ଘଟିଛି ରାଉରକେଲା ସେକ୍ଟର-୧୬ରେ ରହୁଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri