ଆମ ଜିଲା ଖବର

ବିକ୍ରି ମାହାସୁଲରେ ଟେଣ୍ଡର ଫିକ୍ସିଂ

ଢେଙ୍କାନାଳ ଅଫିସ,୨୮।୪: ଢେଙ୍କାନାଳ ପୌରସଂସ୍ଥାରେ ବିକ୍ରି ମାହାସୁଲ ଆଦାୟରେ ଟେଣ୍ଡର ଫିକ୍ସିଂ ହୋଇଥିବା ପୂର୍ବତନ ନଗରପାଳ ସୁରେନ୍ଦ୍ର ମିଶ୍ର ଅଭିଯୋଗ କରିଛନ୍ତି। ଏହି ଦୁର୍ନୀତିର ଭିଜିଲାନ୍ସ ତଦନ୍ତ କରିବାକୁ ସେ ଦାବି କରିଛନ୍ତି। ଅଭିଯୋଗରୁ ଜଣାପଡ଼ିଛି, ୨୦୧୭ରେ ପୌରାଞ୍ଚଳର ରାସ୍ତାକଡ଼ରେ...

ଗଡ଼ିଲା ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’

ଭଦ୍ରକ ଅଫିସ,୨୮ା୪: ଶୁକ୍ରବାର ପରୀକ୍ଷାମୂଳକ ଭାବେ ହାଓ୍ବଡାରୁ ପୁରୀ ଅଭିମୁଖେ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଗଡ଼ିଛି। ହାଓ୍ବଡ଼ା ଷ୍ଟେଶନରୁ ବାହାରି ୯.୪୦ରେ ଭଦ୍ରକ ଷ୍ଟେଶନରେ ପହଞ୍ଚି ୧୦ ମିନିଟ୍‌ ରହିବା ପରେ ୯.୫୦ରେ ଭଦ୍ରକରୁ ଛାଡ଼ିଥିଲା। ଏହି ବନ୍ଦେ ଭାରତ...

ଚାଉଳ ହେରଫେର ଅଭିଯୋଗର ତଦନ୍ତ

ବଇଣ୍ଡା,୨୮ା୪ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡିପଥର ପଞ୍ଚାୟତର ଜଣେ ଡିଲର ରାଶନକାର୍ଡଧାରୀଙ୍କ ଚାଉଳରେ ହେରଫେର କରୁଥିବା ନେଇ ଅଭିଯୋଗ ହେବା ପରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ଆଠମଲ୍ଲିକ ଉପ ଜିଲାପାଳଙ୍କ ନିର୍ଦ୍ଦେଶ...

ପୌରାଞ୍ଚଳରେ ଖର୍ଚ୍ଚ ହେବ ୪୨ କୋଟି

ଅନୁଗୋଳ ଅଫିସ,୨୮ା୪: ଅନୁଗୋଳ ପୌର ପରିଷଦ ବୈଠକରେ ଗୁରୁବାର ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରାଯାଇଛି। ଚଳିତ ବର୍ଷ ପୌରପାଳିକାର ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ୪୨ କୋଟି ୨୧ ଲକ୍ଷ ୩୦ ହଜାର ଟଙ୍କା ଖର୍ଚ୍ଚ କରାଯିବ ବୋଲି...

ଗିରଫଦାରି ଭୟରେ କହ୍ନେଇପୁର ଜନଶୂନ୍ୟ

କୃଷ୍ଣପ୍ରସାଦ,୨୮ା୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କହ୍ନେଇପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଗ୍ରାମରେ ଚାପା...

ଅଲୋଡ଼ା ମଧୁସୂଦନ ସଂଗ୍ରହାଳୟ

କଟକ ଅଫିସ,୨୮ା୪: ଶୁକ୍ରବାର ମଧୁବାବୁଙ୍କ ଜୟନ୍ତୀ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହେଲେ ତାଙ୍କ ସ୍ମୃତିରେ ନିର୍ମାଣ କରାଯାଇଥିବା କଟକ ଚଣ୍ଡୀଛକସ୍ଥିତ ମଧୁସୂଦନ ସଂଗ୍ରହାଳୟ ଏବେ ଅସ୍ଥିତ୍ୱ ହରାଇବାରେ ଲାଗିଛି। ରାତି ପାହିଲେ ଜୟନ୍ତୀ, ହେଲେ ଗୁରୁବାର...

କାଓନୋମିକ୍ସ ଟେକ୍ନୋଲୋଜିରେ ପୁନରୁଦ୍ଧାର ହେବ ଜଳାଶୟ

କଟକ ଅଫିସ,୨୮ା୪: କଟକ ସହରରେ ଅଧିକାଂଶ ଜଳାଶୟ ପରିତ୍ୟକ୍ତ ଅବସ୍ଥାରେ ଥିବାରୁ ମଶାବଂଶ ବୃଦ୍ଧି ପାଉଛି। ଫଳରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏକ ଅଭିନବ ଉପାୟରେ ଜଳାଶୟଗୁଡିକୁ ବିଶୋଧନ କରି ବ୍ୟବହାର ଉପଯୋଗୀ ପାଇଁ ଯୋଜନା କରାଯାଇଛି।...

ବାଉଁଶ ଖୁଣ୍ଟରେ ୧୧କେଭି ବିଦ୍ୟୁତ୍‌ ତାର

ଯୋଡ଼ା/ଚମ୍ପୁଆ,୨୮ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଆସେଇଁକଳା ଗ୍ରାମରେ ଏକ ବାଉଁଶ ଖୁଣ୍ଟରେ ୧୧ କେଭି ବିଦ୍ୟୁତ୍‌ ତାର ଟଣାଯାଇଛି। ଗ୍ରାମବାସୀ ବିପଦସଙ୍କୁଳ ଅବସ୍ଥାରେ ରହିଛନ୍ତି। ଏନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ଖୁଣ୍ଟ ପରିବର୍ତ୍ତନ ହେଉନାହିଁ। କିଛି ଅଘଟଣ...

ଖାଦ୍ୟ ପରଷିବାରେ ବିଳମ୍ବ ପାଇଁ ପିଅନ ନିଲମ୍ବିତ

ବାସୁଦେବପୁର,୨୮।୪ (ଡି.ଏନ.ଏ.): ତହସିଲ ପରିସରରେ ଥିବା ଡାକବଙ୍ଗଳାରେ ଖାଦ୍ୟ ପରଷିବାରେ ବିଳମ୍ବ ହେଲା। ଏଣୁ କାର୍ଯ୍ୟରେ ଅବହେଳା କରିଥିବାରୁ ନିଲମ୍ବିତ ହୋଇଛନ୍ତି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଫିସ୍‌ ପିଅନ ପ୍ରଶାନ୍ତ ବାଗ। ସୂଚନା ଅନୁଯାୟୀ, ଜିଲା ପରିଷଦ ସିଡିଓ...

ବଢ଼ୁଛି ୨ ନଦୀବନ୍ଧ ବିସ୍ଥାପିତଙ୍କ ଦୁଃଖ

ନୟାଗଡ଼ ଅଫିସ,୨୮।୪: ନୟାଗଡ଼ ଜିଲାର ବିଭିନ୍ନ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସ୍ଥାନୀୟ ଆଦିବାସୀଙ୍କୁ ଲୋଭ ଦେଖାଇ ଭୋଗ ଦଖଲ ଜମିରେ କାଜୁ କର୍ପୋରେଶନ କାଜୁ ଗଛ ଲଗାଇଲେ। କାଜୁ ଗଛକୁ ଆଦିବାସୀଙ୍କ ଦ୍ୱାରା ରକ୍ଷଣାବେକ୍ଷଣ କରାଗଲା । ହେଲେ ଫଳ...

ଭିଜିଲାନ୍ସ ଜାଲରେ ବିଇଓ

ପଟାମୁଣ୍ଡେଇ,୨୮।୪(ଡି.ଏନ୍‌.ଏ): ୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ବ୍ଲକ ଶିକ୍ଷା ଅଧିକାରୀ । ଧରାପଡିଥିବା ବ୍ଲକ ଶିକ୍ଷା ଅଧିକାରୀ ଜଣଙ୍କ ହେଉଛନ୍ତି କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ମାନସ ଧଳ । ଏରିଅର ଟଙ୍କା କରାଇଦେବାକୁ ଶିକ୍ଷକଙ୍କଠାରୁ ସେ...

ବିନା ପରିବେଶ ମଞ୍ଜୁରୀରେ ଖଣି ଖନନ ଅଭିଯୋଗ

ଛତ୍ରପୁର,୨୮ା୪(ଡି.ଏନ୍‌.ଏ.): ଛତ୍ରପୁର ନିକଟ ମାଟିଖାଲସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା ଲିଃ (ଆଇଆରଇ)ରେ ବିଭିନ୍ନ ବେନିୟମ କାର୍ଯ୍ୟ ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ। ଛତ୍ରପୁର ଠାରେ ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି ଯେ, କାରଖାନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri