ଆମ ଜିଲା ଖବର

ଡାକ୍ତରଙ୍କ ବଦଳିକୁ ନେଇ କଂଗ୍ରେସ-ନାଗରିକ ମଞ୍ଚ ମୁହଁାମୁହିଁ

ଉମରକୋଟ,୨୭ା୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ସୁମନ୍ତ ରାଉଳଙ୍କ ବଦଳି ନେଇ ଭିନ୍ନ ପରିବେଶ ସୃଷ୍ଟି ହୋଇଥିଲା। କଂଗ୍ରେସ ତାଙ୍କ ବଦଳି ଚାହୁଁଥିବା ବେଳେ ଏହାକୁ ନାଗରିକ ମଞ୍ଚ ଓ...

ଗ୍ରାମବାସୀ ତିଆରି କଲେ ରାସ୍ତା

ଖଇରପୁଟ,୨୭ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ କୁଡୁମୁଲୁଗୁମ୍ମା ପଞ୍ଚାୟତର ପୋଢ଼କୋଲନୀ ଗ୍ରାମର ଲୋକେ ନିଜ ଉଦ୍ୟମରେ ଗ୍ରାମ ରାସ୍ତା ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଗୁଣ୍ଡୁରିଗୁଡ଼ା କଲୋନୀଠାରୁ ପୋଢ଼କୋଲନୀ ଗ୍ରାମକୁ ରାସ୍ତା ଥିଲା, ମାତ୍ର ଆଦର୍ଶ ବିଦ୍ୟାଳୟ ନିର୍ମାଣ...

ହାତୀ ଆକ୍ରମଣରେ ଚାଷୀ ମୃତ

ନୟାଗଡ଼ ଅଫିସ/ରଣପୁର,୨୭।୪: ରଣପୁର ବ୍ଲକ ମହତପଲ୍ଲା ପଞ୍ଚାୟତ ବନ୍ଧପଲ୍ଲା ଗାଁରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଜଗବନ୍ଧୁ ଜେନା (୪୨)। ସୂଚନାନୁସାରେ, ବୁଧବାର ବିଳମ୍ବିତ ରାତିରେ ଜଗବନ୍ଧୁ ନିଜ ଜମିରେ ଧାନ ଫସଲ ଜଗିବାକୁ...

ବ୍ରାହ୍ମଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୨ ନିଖୋଜ

କେନ୍ଦ୍ରପଡା ଅଫିସ,୨୭।୪: ବ୍ରାହ୍ମଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୨ଜଣ ନିଖୋଜ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏକମାଣିଆରେ l ଆଳି ବ୍ଲକ ଏକମାଣିଆ ପଞ୍ଚାୟତକୁ ଚତୁଃପାର୍ଶ୍ୱରୁ ବ୍ରାହ୍ମଣୀ ଓ ଖରସ୍ରୋତା...

୩ ମାସରେ ବି ଅପ୍‌ଡେଟ ହେଉନି ନିଲାମ ଖଣି

ନୟାଗଡ଼ ଅଫିସ,୨୭।୪: ନିଲାମ ଖଣିକୁ ୩ ମାସ ମଧ୍ୟରେ ମାପଚୁପ କରାଯାଇ ଅପ୍‌ଡେଟ କରାଯିବାର ସରକାରୀ ନିୟମ ରହିଛି ା ହେଲେ ନୟାଗଡ଼ ଜିଲାରେ ସରକାରୀ ନିର୍ଦ୍ଦେଶନାମା ଶୀତଳଭଣ୍ଡାରରେ ପଡି ରହୁଛି । ଏଣୁ ମୟୂରଝାଲିଆ ଓ ପୁଅଁାଣିଆ ପରି...

ଏମ୍‌ପି-ଜିଲାପାଳ କଥା କଟାକଟି

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌) ବିନିଯୋଗ ସମୀକ୍ଷା ବୈଠକରେ ଏମ୍‌ପି ମହେଶ ସାହୁ ଏବଂ ଜିଲାପାଳ ସରୋଜ କୁମାର ସେଠୀଙ୍କ ମଧ୍ୟରେ କଥା କଟାକଟିକୁ ନେଇ...

୧୮ ବର୍ଷ ହେଲା ଅପେକ୍ଷା

ଢେଙ୍କାନାଳ ଅଫିସ, ୨୭।୪: ଜିଲା ସଦର ସହ ରାଜ୍ୟର ବିଭିନ୍ନ ସ୍ଥାନକୁ ଯାତ୍ରୀବାହୀ ବସ୍‌ ଚଳାଚଳ ସୁଗମ କରାଇବା ସ୍ବପ୍ନ ଦେଖାଇଛନ୍ତି ସରକାର। ଓଡ଼ିଶାର ୨୨ ଜିଲାରେ ୫୫ଟି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବ, ଯେଉଁଠାରେ ବସ୍‌ ରହଣି ସମେତ...

କାର୍ଯ୍ୟକ୍ଷମ ହେଉନି ୩୮ ଲକ୍ଷର କୋଠା

ବଇଣ୍ଡା, ୨୭ା୪ (ଡି.ଏନ.ଏ.): ଚୋରା ମଦ କାରବାର ରୋକିବାକୁ ଅବକାରୀ ଥାନାର ନୂଆ କାର୍ଯ୍ୟାଳୟ ନିର୍ମାଣ ହେଲା। ରାଜ୍ୟ ରାଜକୋଷରୁ ଏଥିପାଇଁ ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଗଲା। ହେଲେ ୩ବର୍ଷ ହେଲା କୋଠା ନିର୍ମାଣ ସରିଥିଲେ ମଧ୍ୟ କାର୍ଯ୍ୟକ୍ଷମ...

୧୨୫ ଏସି, ୨ ଲିଫ୍ଟ ଅଚଳ

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ସୀମା ଟପିଛି। ଜିଲା ସ୍ବାସ୍ଥ୍ୟସେବାର ପ୍ରମୁଖ ପ୍ରତିଷ୍ଠାନ ବୋଲାଉଥିବା ଏହି ମେଡିକାଲରେ ୧୨୫ ଏସି ଏବଂ ୨ ଲିଫ୍ଟ ଅଚଳ ହୋଇପଡ଼ିଛି। ୮୦ ଷ୍ଟାବିଲାଇଜର ମଧ୍ୟ ଖରାପ ହୋଇଯାଇଛି।...

ଅଭିଯୁକ୍ତଙ୍କୁ ଛାଡ଼ିବା ଦାବିରେ ଥାନା ଆଗରେ ଧାରଣା

ଶେରଗଡ଼, ୨୭ା୪(ଡି.ଏନ.ଏ.): ଶେରଗଡ ବ୍ଲକର ସୁନାନ୍ତର ଛକରେ ଗତ ସୋମବାର ଗୋଷ୍ଠୀ ସଂଘର୍ଷ ଘଟି ୧୩ଜଣ ଆହତ ହୋଇଥିଲେ। ସୁନାନ୍ତର ଗ୍ରାମର ଆହତ ଗନ୍ତାୟତ ଗୌଡଙ୍କ ଏତଲାକୁ ଭିତ୍ତି କରି ଶେରଗଡ଼ ପୋଲିସ ମାମଲା ରୁଜୁ କରି ଗୋଟିଏ ଗୋଷ୍ଠୀର...

ସୁନାଗହଣା ସହ ୩.୬୦ ଲକ୍ଷ ଜବତ, ୩ ଗିରଫ

ବାସୁଦେବପୁର,୨୭ା୪(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ବେତଡ଼ା ବଜାରରୁ ତାରାକାନ୍ତ ସାହୁ ନାମକ ଜଣେ ସୁନା ବ୍ୟବସାୟୀଙ୍କ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ବାସୁଦେବପୁର ପୋଲିସ ଉକ୍ତ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି। ୪୮୬ ଗ୍ରାମର...

ବକେୟା ଚାଉଳ ଦାବିକଲେ ହିତାଧିକାରୀ

ଚମ୍ପୁଆ,୨୭ା୪(ଡି.ଏନ୍‌.ଏ); କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ୍‌ର ମୁକୁନ୍ଦପୁରଠାରେ ଅନ୍ତ୍ୟୋଦୟ କାର୍ଡରେ ଚାଉଳ ହେରଫେର ଘଟଣାର ତଦନ୍ତ ବେଳେ ଅସନ୍ତୋଷ ଦେଖାଯାଇଛି। ଅଭିଯୋଗ ଅନୁଯାୟୀ ଯୋଗାଣ ବିଭାଗର ଅଧିକାରୀ ବୁଧବାର ତଦନ୍ତ କରିବାକୁ ଆସିଥିଲେ। ଏହି ସମୟରେ ହିତାଧିକାରୀ ବକେୟା ଚାଉଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri