ଆମ ଜିଲା ଖବର

ଅଧାରେ ରହିଲା କଟା ଗଛର ମୂଳ ଗଣତି

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ କାଳିକାପ୍ରସାଦ ବିଟ୍‌ ଅଧୀନସ୍ଥ କୃଷ୍ଣପୁର ସଂରକ୍ଷିତ ଜଙ୍ଗଲରେ ବେଆଇନ ଗଛ କଟା ଅଭିଯୋଗ ପରେ ବନ ବିଭାଗ ପକ୍ଷରୁ ହେଉଥିବା ମୂଳ ଗଣିତ ଅଧାରେ ଅଟକିଛି। ନିଜ ଦୋଷକୁ ଲୁଚାଇବାକୁ ବିଭାଗ...

ବିଜେଡି ସମର୍ଥକ ସରପଞ୍ଚଙ୍କ ହାତ: ଭାଜପା

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାହାସୋଇ ପଞ୍ଚାୟତରେ ସରକାରୀ ଅନୁଦାନ ହରିଲୁଟ୍‌ ଏବଂ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ବଢ଼ିବାରେ ଲାଗିଥିବା ଅଭିଯୋଗ ହେଉଛି। ଏନେଇ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ସମସ୍ତ ପ୍ରକଳ୍ପର ସବିଶେଷ...

ସୂଚନା ଅଧିକାର କର୍ମୀ, ସ୍ତ୍ରୀଙ୍କୁ ମାଡ଼ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ ଦାବି

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପ ଓ ଅନୁଦାନ ସଂକ୍ରାନ୍ତରେ ସୂଚନା ଅଧିକାର ଆଇନ (ଆରଟିଆଇ) ବଳରେ ତଥ୍ୟ ମାଗିବାରୁ ସୂଚନାଧିକାର କର୍ମୀ ଓ ତାଙ୍କ ସ୍ତ୍ରୀଙ୍କ ରାସ୍ତାରେ ଘୋଷାଡି ମରଣାନ୍ତକ ଆକ୍ରମଣ...

ଏକାଠି ହେଉଛନ୍ତି ରାଜା, ରାଣୀ

ସମ୍ବଲପୁର,୧୦।୧୧(ପ୍ରମୋଦ ବହିଦାର): ନୂଆପଡ଼ା ଜଙ୍ଗଲରୁ ୨୦୨୩ ନଭେମ୍ବର ୫ତାରିଖରେ ଧରା ହୋଇଥିବା ମଣିଷଖିଆ କଲରାପତରିଆ ଅଣ୍ଡିରା ବାଘ(ରାଜା)କୁ ସମ୍ବଲପୁର ପ୍ରାଣୀ ଉଦ୍ୟାନ(ଡିଅର ପାର୍କ)ରେ ଥିବା ମାଈ କଲରାପତରିଆ(ରାଣୀ) ବାଘ ସହ ଶନିବାର ଛଡ଼ାଯାଇଛି। ଏଠାରେ ସ୍ବତନ୍ତ୍ର ଭାବେ ନିର୍ମିତ ଏକ...

ଓଡ଼ିଶାରେ ଲାଗିଛି ଆନ୍ଧ୍ରର ଫଳକ

ଗୁଣପୁର,୧୦।୧୧(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଆନ୍ଧ୍ର ସୀମାନ୍ତ ମାରମା ପଞ୍ଚାୟତ କାମନାଗୁଡା ଏବଂ ତୋଟାଗୁଡା ଅଞ୍ଚଳରେ ଆନ୍ଧ୍ରର ଏକ ବେସରକାରୀ ସଂସ୍ଥାର ଫଳକ ଲାଗିଛି। ଆନ୍ଧ୍ରର କେତେଜଣ ଲୋକ ଆସି ଏପରି କରିଥିବା ଜଣାପଡ଼ିଛି। ଏହି...

ସ୍ଲରି ପାଇପ୍‌ଲାଇନ ଫାଟି ଫସଲ ନଷ୍ଟ

କେନ୍ଦୁଝର/ଯୋଡ଼ା,୧୦।୧୧: (ମାନସ ମହାନ୍ତି/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ନୟାଗଡ଼ ପଞ୍ଚାୟତ କୋଟୁପାଲି ଗାଁରେ ସ୍ଲରି ପାଇପ୍‌ ଲାଇନ କୌଣସି କାରଣରୁ ଫାଟିଯାଇଛି। ଫଳରେ ଜଳ ମିଶ୍ରିତ ଖଣିଜ ଧାନ କ୍ଷେତରେ ମାଡ଼ିଛି। ଏବେ ଧାନ ଅମଳ...

ବାଇକରୁ ଖସି ପଡ଼ି ମହିଳାଙ୍କ ମୃତ୍ୟୁ

ଜୁନାଗଡ଼,୧୦।୧୧(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ନିକଟରେ ବାଇକରୁ ପଡି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଅଦିତି ପଣ୍ଡା (୫୩)। ତାଙ୍କ ଘର ପିଲିକିଆ ଗ୍ରାମରେ ବୋଲି ଜଣାପଡିଛି। ଶନିବାର ପୂର୍ବାହ୍ନରେ...

ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ...

କାଉନସିଲରଙ୍କ ଘରୁ ଉଦ୍ଧାର ହେଲା ୪ ମାସର ଶିଶୁ ପୁତ୍ର

ବାଲେଶ୍ୱର,୯।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରେମୁଣା ଏନ୍‌ଏସି ଅଧୀନ ୧୧ ନଂ ୱାର୍ଡର କାଉନସିଲର ପାନମଣି ମୁର୍ମୁଙ୍କ ଘରୁ ଶନିବାର ଜଣେ ୪ ମାସର ଶିଶୁ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଶିଶୁ ପୁତ୍ରର ପରିଚୟ ଜଣାପଡ଼ିନାହିଁ । ଜିଲାପାଳ...

କଥା ଦେଇ କଥା ରଖିଲେ ଜିଲାପାଳ: ମାଣ୍ଡିପଙ୍କାରେ ସୋଲାର ୱାଟର ପମ୍ପ କାର୍ଯ୍ୟ ଆରମ୍ଭ 

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଯାଉଖାଇ ୨ ଜଣଙ୍କ ମତ୍ୟୁ ଓ ୬ ଗୁରୁତର ଘଟଣା ପରେ ଜିଲାପାଳ ସୋମବାର ମାଣ୍ଡିପଙ୍କା ଗସ୍ତ କରିଥିଲେ। ସେଠାରେ ପିଡିଏସ୍‌ ଚାଉଳ ବଣ୍ଟନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେବାସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri