ଆମ ଜିଲା ଖବର

ହରିଣଙ୍କ ସ୍ବାସ୍ଥ୍ୟ ପ୍ରଭାବିତ ହେବା ଆଶଙ୍କା

କଟକ ଅଫିସ,୨୫ା୪: କଟକ ମହାନଗର ନିଗମ (ସିଏମ୍‌ସି) ଅନ୍ତର୍ଗତ ତୁଳସୀପୁର ବିଜୁ ପଟ୍ଟନାୟକ ରୋଡ୍‌ର ମହାନଦୀ ବନ୍ଧ ସନ୍ନିକଟରେ ଡିଅର ପାର୍କ ଅବସ୍ଥିତ। ଏହି ପାର୍କରେ ସ୍ବଳ୍ପ ସ୍ଥାନରେ ୨୫୦ରୁ ଅଧିକ ହରିଣ ରହିଛନ୍ତି। ପ୍ରତ୍ୟେକ ଦିନ ଏଠାକୁ ହରିଣ...

ଜାଲ ସାର୍ଟିଫିକେଟ୍‌ ତନାଘନା

ଢେଙ୍କାନାଳ ଅଫିସ,୨୫।୪: ଓଡ଼ିଶାର ଜାଲ୍‌ ସାର୍ଟିଫିକେଟ ଚେର ଢେଙ୍କାନାଳକୁ ଲମ୍ବିଛି। ଏହା ସ୍ପଷ୍ଟ ହେବାପରେ ଡାକ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ବିଧିବଦ୍ଧ ଯାଞ୍ଚ ପାଇଁ ଟାଉନ ଥାନାରେ ଅଭିଯୋଗ କରାଯାଇଥିବାବେଳେ ବୋର୍ଡ ଉତ୍ତରକୁ ଅପେକ୍ଷା...

ଦାଗିରି ଗାଁ ନୂଆପଡ଼ାବାସୀଙ୍କୁ ବାଲିଚୁଆ ଭରସା

ତୁମୁଡିବନ୍ଧ,୨୫।୪: (ଡି.ଏନ.ଏ.) ଗ୍ରୀଷ୍ମପ୍ରବାହ ଜାରି ରହିଛି ନଦୀ ନାଳ ପୋଖରୀ ଗୁଡ଼ିକ ଶୁଖି ଯାଇଛି। ଭୂତଳ ଜଳସ୍ତର ହ୍ରାସ ପାଉଛି। ଫଳରେ ତୁମୁଡିବନ୍ଧ ଅଞ୍ଚଳରେ ପିଇବା ପାଣିର ସମସ୍ୟା ବଢ଼ିବାରେ ଲାଗିଛି। ଏହା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତର ଦାଗିରି...

ସର୍ବସାଧାରଣଙ୍କୁ ବତିଘର ପ୍ରବେଶ ମନା, ପର୍ଯ୍ୟଟକ ନିରାଶ

ଗୋପାଳପୁର,୨୫।୪: (ଡି.ଏନ.ଏ.) ଗୋପାଳପୁର ବେଳାଭୂମି ନିକଟରେ ଥିବା ବତୀଘରକୁ ସର୍ବସାଧାରଣ ପାଇଁ ପ୍ରବେଶ ଉପରେ ରୋକ ଲାଗିଛି। ବେଳାଭୂମି ଭ୍ରମଣରେ ଆସୁଥିବା ଦେଶ ତଥା ବିଦେଶୀ ପର୍ଯ୍ୟଟକମାନେ ବତିଘର ଦେଖିବାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ର ବନ୍ଦର ଜାହାଜ ଓ ଜଳପଥ...

ଫସଲ ଉଜାଡ଼ିଦେଲା କାଳବୈଶାଖୀ

ବରଗଡ଼ ଅଫିସ୍‌,୨୫।୪: କାଳବୈଶାଖୀ ପ୍ରଭାବରେ ବରଗଡ଼ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି। ଶନିବାର ସନ୍ଧ୍ୟାରେ କୁଆପଥର ସହ ବର୍ଷାହେବା ଯୋଗୁ ରବିଧାନ ଫସଲ ଉଜୁଡ଼ିଯାଇଛି। ଅମଳକ୍ଷମ ଅବସ୍ଥାରେ ଥିବା ଧାନ ନଷ୍ଟ ହୋଇଯାଇଛି। ପରିବା ଫସଲ ମଧ୍ୟ ଏଥିରୁ...

ସିକ୍ୟୁରିଟି କରୁଛନ୍ତି ରୋଗୀସେବା

ଉଦଳା,୨୫।୪: (ଡି.ଏନ.ଏ.) ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ମୁଖ୍ୟ ଡାକ୍ତରଖାନା ଉଦଳା ଡାକ୍ତରଖାନାରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇଛି। ଡାକ୍ତର ନିଶାଶକ୍ତ ଅବସ୍ଥାରେ ରହୁଥିବା ବେଳେ ସିକ୍ୟୁରିଟି ଗାର୍ଡ ରୋଗୀ ସେବା କରୁଛନ୍ତି। ଏ ଭଳି ଏକ ଭିଡିଓ ସୋସିଆଲ...

ରାଜାବନ୍ଧ ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର

ବାରିପଦା ଅଫିସ,୨୫।୪:ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ ପୋଖରିଆ ପଞ୍ଚାୟତ ରାଜାବନ୍ଧର ପୁନରୁଦ୍ଧାର ଏବଂ ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର କରାଯାଉଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ଗ୍ରାମର ନାରଣ ମୁର୍ମୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ...

ଜିଲାପାଳ, ଏସ୍‌ପିଙ୍କୁ ଜବାବ ମାଗିଲେ ଓଏଚ୍‌ଆର୍‌ସି

କଟକ ଅଫିସ,୨୫ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀବେଳେ ସଂଘଟିତ ଗୋଷ୍ଠୀ ସଂଘର୍ଷ ମାମଲାରେ ଜିଲାପାଳ ଏବଂ ଏସ୍‌ପି ଜବାବ ଦାଖଲ କରିବାକୁ ସୋମବାର ଓଡ଼ିଶା ମାନବ ଅଧିକାର କମିଶନ୍‌ (ଓଏଚ୍‌ଆର୍‌ସି) ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଆବେଦନ ଆଧାରରେ ସମ୍ବଲପୁର ସହରରେ ଇଣ୍ଟରନେଟ୍‌...

ଦାରୁଦିଅଁଙ୍କ ପାଇଁ ରଥ ନିର୍ମାଣ ଆରମ୍ଭ

ପୁରୀ ଅଫିସ, ୨୫ା୪: ଆସନ୍ତା ଜୁନ୍‌ ୨୦ରେ ଘୋଷଯାତ୍ରା। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଶୁଭାରମ୍ଭ ହୋଇଛି। ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ରଥ କାମ ଅନୁକୂଳ ହେବା ପରେ ସୋମବାରଠାରୁ ଶ୍ରୀନଅର ସମ୍ମୁଖ ଅସ୍ଥାୟୀ...

ନଡ଼ିଆ ଭୋଗକୁ ନେଇ ଅସନ୍ତୋଷ

ଘଟଗାଁ,୨୫।୪: (ଡି.ଏନ୍‌.ଏ.)ଟଙ୍କା ଦିଅ ନ ହେଲେ ଏଠୁ ଯାଅ। ତୁମେ ଯେଉଁଠିକି ଯାଇ ଅଭିଯୋଗ କର, ଆମର କେହି କିଛି କରିପାରିବେନି। ଏଭଳି ରୁକ୍ଷ ଭାଷାରେ ଭକ୍ତଙ୍କଠାରୁ ଜୁଲମ୍‌ କରି ଟଙ୍କା ଆଦାୟ କରୁଛନ୍ତି କେନ୍ଦୁଝର ଜିଲା ଘଟଗାଁବାସିନୀ ମା’...

ବିନା ଛୁଟିରେ ମୁଖ୍ୟାଳୟ ଛାଡ଼ି ପାରିବେନି ଅଧିକାରୀ

ଜଗତ୍‌ସିଂହପୁର ଅଫିସ,୨୫।୪: ଜଗତ୍‌ସିଂହପୁର ଜିଲାରେ କାର୍ଯ୍ୟରତ ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରୁ ଅନେକ ଜିଲା ତଥା ବ୍ଲକ ମୁଖ୍ୟାଳୟରେ ରହୁନାହାନ୍ତି। କେବଳ ଏତିକି ନୁହେଁ, କେତେଜଣ ସରକାରୀ ଗାଡ଼ିର ଦୁରୁପଯୋଗ ସାଙ୍ଗକୁ ହାତପୂରା ଛୁଟି ନେବା ଅଭିଯୋଗ ହୋଇଛି।...

ଇକୋ-ଟଏଲେଟ୍‌ରେ ୩ ବର୍ଷ ହେଲା ତାଲାପଡ଼ିଛି

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) ସ୍ବଚ୍ଛ ଭାରତ ପାଇଁ କେନ୍ଦ୍ର ସରକାର ଅର୍ଥ ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚତ୍...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri