ଆମ ଜିଲା ଖବର

ମହାପ୍ରଭୁଙ୍କ ପାଟବସ୍ତ୍ର ବୁଣାକାମ ଆରମ୍ଭ

ଖୋର୍ଦ୍ଧା ଅଫିସ,୨୪ା୪: ପବିତ୍ର ଅକ୍ଷୟତୃତୀୟାରେ ରବିବାର ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ପାରମ୍ପରିକ ରୀତି ନୀତିରେ ତିନିରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ଆସନ୍ତା ରଥଯାତ୍ରାରେ ମହାପ୍ରଭୁଙ୍କ ପାଇଁ ପାଟବସ୍ତ୍ର ଯୋଗାଇବାକୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ା ଗ୍ରାମରେ...

ପୁଣି କାୟା ମେଲାଉଛି କରୋନା

ସୁନ୍ଦରଗଡ଼,୨୪।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲାରେ ଏବେ ପୁଣି କାୟା ମେଲାଉଛି କରୋନା। ଶନିବାର ରାତିରେ ସୁନ୍ଦରଗଡ଼ କୋଭିଡ୍‌ କେୟାର ହସପିଟାଲରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା ବେଳେ ଗତ ୫ତାରିଖରେ ରାଉରକେଲାରେ ଜଣଙ୍କର ମୃତ୍ୟୁ ଘଟିଛି। ଜିଲା ସ୍ବାସ୍ଥ୍ୟ ବିଭାଗ...

ଶୈଳବାଳାଙ୍କୁ ମିଳୁନି ଆବାସ

ବୋଲଗଡ଼,୨୪ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଧଳାପଥର ପଞ୍ଚାୟତ ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମର ଶୈଳବାଳା ପଣ୍ଡା ଦୀର୍ଘ ଦିନଧରି ଭଙ୍ଗା କୁଡ଼ିଆରେ ଜୀବନ ବିତାଉଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏ ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇପାରିଲେ ନାହିଁ। ଏନେଇ...

ନାବାଳିକାଙ୍କୁ ବିବାହ କରି ୨ଯୁବକ ଗିରଫ

ତରଭା, ୨୪ା୪(ଡି.ଏନ.ଏ.): ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ନାରାୟଣ ବାଗ ଓ ପୂର୍ଣ୍ଣଚନ୍ଦ୍ର ବିଶି। ସୋନପୁର ପୋକ୍‌ସୋ କୋର୍ଟରେ ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ...

ଶାନ୍ତି ଫେରୁଛି, ପୋଲିସ ଭୟ ଘାରୁଛି

ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଏପ୍ରିଲ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା, ଭଙ୍ଗାରୁଜା, ମାରଣାସ୍ତ୍ରରେ ଅକ୍ରମଣ ଭଳି ଘଟଣା ଘଟିଥିଲା। ସାନସିଂହାରି ଗ୍ରାମର କେତେଜଣ ଯୁବକ ଶୋଭାଯାତ୍ରାରେ ସାମିଲ ହୋଇ ଘରକୁ ଫେରୁଥିବା ସମୟରେ ରିଂରୋଡ୍‌ରେ...

ଡାୟାଲିସିସ ରୋଗୀଙ୍କୁ ଶୋଷଣ: ସେବା ନାଁରେ ବ୍ୟବସାୟ

ଫୁଲବାଣୀ ଅଫିସ,୨୪ା୪: କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାୟାଲିସିସ ରୋଗୀଙ୍କୁ ଶୋଷଣ ଘଟଣାରେ ମେଡିକାଲ ପ୍ରଶାସନର ତଦନ୍ତକୁ ନେଇ ପ୍ରଶ୍ନ ଉଠିଛି। ଡାୟାଲିସିସି ସେବା ଯୋଗାଉଥିବା ସଂସ୍ଥାର କର୍ମଚାରୀ ଖୁଲମଖୁଲା ରୋଗୀଙ୍କୁ ଶୋଷଣ କରୁଥିବା ବେଳେ ଆଜି ପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ...

ଦୁର୍ଦ୍ଦାନ୍ତ ମନୁଆଙ୍କ ସମେତ ୫ ଗିରଫ

ପୁରୀ ଅଫିସ,୨୪।୪: ବିଭିନ୍ନ ମାମଲାରେ ସମ୍ପୃକ୍ତ ଥିବା ୫ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୁରୀ ତାଳବଣିଆ ଥାନା ପୋଲିସ ଓ ସ୍ପେଶାଲ ସ୍କାଡ୍‌ ଗିରଫ କରିଛି। ଗିରଫ ୫ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ମନୁଆ ମହାନ୍ତିଙ୍କ ସମେତ ତାଙ୍କର ୪...

ବାଣପୁର ଆଇଆଇସିଙ୍କୁ ତଦନ୍ତ ନିର୍ଦ୍ଦେଶ

କଟକ ଅଫିସ,୨୪ା୪: ଏକ ପରିବାରକୁ ବାସନ୍ଦ କରାଯାଇଥିବା ନେଇ ପୋଲିସର ନିଷ୍କ୍ରିୟତା ବିରୋଧରେ ଆଗତ ମାମଲାରେ ବାଣପୁର ଥାନା ଆଇଆଇସିଙ୍କୁ ହାଇକୋର୍ଟ ଉପଯୁକ୍ତ ତଦନ୍ତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଏସ୍‌. କେ. ପାଣିଗ୍ରାହୀ ମାମଲାର ଶୁଣାଣି...

ଘର ଭାଙ୍ଗିଲା, ଧାନ ଖାଇଲା

ଖୁଣ୍ଟୁଣୀ,୨୪ା୪(ଡି.ଏନ୍‌.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଏହାକୁ ନେଇ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଗତ ଦୁଇମାସ ମଧ୍ୟରେ ହାତୀ ୪ ଜଣଙ୍କର ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଷ୍ଟ କରିଛନ୍ତି। ହେଲେ ହାତୀଙ୍କୁ ସମ୍ପୂର୍ଣ୍ଣମାତ୍ରାରେ...

ଦୁଇ ମହିଳାଙ୍କୁ ଦଳିଦେଲା ହାତୀ

ଅନୁଗୋଳ ଅଫିସ,୨୪ା୪): ଅନୁଗୋଳ ଜିଲା ବନ୍ତଳା ରେଞ୍ଜର ବଡ଼କନ୍ତକୁଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସୋମବାର ସକାଳେ ଘର ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଦୁଇ ମହିଳାଙ୍କୁ ହାତୀ ଆକ୍ରମଣ କରିବାରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ...

ଡାୟାଲିସିସ୍‌ ସେବା ୟୁନିଟ୍‌ରେ ଏସି, ଫ୍ୟାନ୍‌ ଅଚଳ

ନୟାଗଡ଼ ଅଫିସ,୨୪।୪: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ପିପିପି ମୋଡ଼ରେ ଚାଲିଥିବା ସହାୟ ନିଃଶୁଳ୍କ ଡାୟାଲିସିସ୍‌ ସେବା ୟୁନିଟରେ ଏସି ଓ ଫ୍ୟାନ ଅଚଳ ଯୋଗୁ କିଡ୍‌ନୀ ରୋଗୀ ହଟହଟା ହେଉଛନ୍ତି । ପ୍ରାୟ ୧ମାସ ହେଲା ଫ୍ୟାନ...

ବ୍ରହ୍ମ ତାଳଧ୍ୱଜ ରଥକାଠ ଅନୁକୂଳ

କେନ୍ଦ୍ରାପଡ଼ା ଅଫିସ,୨୪ା୪: ଆସନ୍ତା ଜୁନ୍‌ ୨୦ ତାରିଖରେ ରଥଯାତ୍ରା। ଏହାର ପରଦିନ ଅର୍ଥାତ ୨୧ ତାରିଖରେ କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟଦେବ ତଥା ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ଯାତ୍ରା କରିବ। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri