ଆମ ଜିଲା ଖବର

ଡଙ୍ଗାରେ ଚାଲିଛି ବେଆଇନ ବାଲି ଚାଲାଣ

ମହାକାଳପଡ଼ା,୨୪ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା ଓ ଗୋବରୀ ନଦୀରୁ ବେଆଇନ ବାଲି ଚାଲାଣ ଚାଲିଛି। କେତେଜଣ ବାଲି ବ୍ୟବସାୟୀ ବଡ଼ ବଡ଼ ଯନ୍ତ୍ର ଚାଳିତ ଡଙ୍ଗାରେ ଗୋଟିଏ ପଟରୁ ବାଲି ଆଣି ଅନ୍ୟପଟେ...

ମହାନଦୀ ପଠା ଅଞ୍ଚଳରୁ ମାଟି ଲୁଟ୍‌

ପାରାଦୀପ,୨୪।୪(ସ୍ବ.ପ୍ର.): ପାରାଦୀପର ମହାନଦୀ ଅବବାହିକାରୁ ଗତ ମାସେହେଲା ବିପୁଳ ପରିମାଣର ମାଟି ଖୋଳା ଚାଲିଛି। ନୂଆଗଡ଼ ପଞ୍ଚାୟତ ଅଧୀନରେ ଥିବା ଏହି ଜାଗା ଆଗାମୀ ଦିନରେ ଏକ କମ୍ପାନୀ ଅଧିଗ୍ରହଣ କରିବାର ପ୍ରସ୍ତାବ ରହିଛି। ସେହି ଜାଗାରୁ ଲଗାତାର ରାତି...

ପ୍ରେମ, ପ୍ରତାରଣାରୁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ଚଣ୍ଡିଖୋଲ/ଛତିଆ, ୨୪ା୪(ଡି.ଏନ.ଏ.):: ପ୍ରେମ, ପ୍ରତାରଣାରୁ ଯାଜପୁର ଜିଲା ବୈରୀ ଥାନା ଅଧୀନ କାଇମାଟିଆ ପଞ୍ଚାୟତ ବିରିଜଙ୍ଗା ଗ୍ରାମର ଜଣେ ଯୁବକଙ୍କ ଆତ୍ମହତ୍ୟାକୁ ନେଇ ରବିବାର ଥାନା ଘେରାଉ କରିଛନ୍ତି ଗ୍ରାମବାସୀ। ସେମାନେ ଥାନା ନିକଟରେ ମୃତଦେହ ରଖି ପ୍ରାୟ ୨...

ସ୍କ୍ବାଡ୍‌ ଗଠନ ହୋଇଛି, ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୪ା୪: କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍‌ବେଗ ପ୍ରକାଶ...

ଷ୍ଟେଶନ ବଜାର ମୁଖ୍ୟ ରାସ୍ତା ଅନ୍ଧାର

ଯାଜପୁରରୋଡ,୨୪ା୪(ଡି.ଏନ.ଏ.): ବିଭିନ୍ନ ସମସ୍ୟାରେ ଜର୍ଜରିତ ହୋଇ ବିବାଦର ପରଧିରେ ରହିଛି ବ୍ୟାସନଗର ପୌରପରିଷଦ। ପୌରାଧ୍ୟକ୍ଷାଙ୍କ ନିର୍ବାହୀ ଅଧିକାରୀଙ୍କୁ ଫାଇଲ ପିଙ୍ଗା ଘଟଣା ହେଉ କି ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନରେ ବିଳମ୍ବକୁ ନେଇ ବିବାଦରେ ପୌର ପରିଷଦ ରହିିଥିବାବେଳେ ସମସ୍ୟାରେ...

ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ

ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା ସହ ଆବଶ୍ୟକ ତଦନ୍ତ କରି ବିହିତ...

ଜରି, ବାଙ୍ଗରାରେ ପାନୀୟ ଜଳ ସଙ୍କଟ

ସିଂହପୁର,୨୪ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ ସରକାରଙ୍କ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର କେତେକ ପଞ୍ଚାୟତରେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ରାଜନେତାଙ୍କ ଦୂରଦୃଷ୍ଟି ଅଭାବରୁ ଲୋକେ ପାନୀୟ ଜଳ...

ଯାଜପୁର ସହରର ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁର ଟାଉନ,୨୪ା୪(ଡି.ଏନ.ଏ.): ଯାଜପୁର ସହରର ଟ୍ରାଫିକ୍‌ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ଏହା ଜନଜୀବନକୁ ପ୍ରଭାବିତ କରୁଛି। ସହରରେ ଏକମୁଖି ମାର୍ଗ ବହୁ ସ୍ଥାନରେ ନିର୍ମାଣ ହୋଇଥିଲେ ବି ବିପରୀତ ଦିଗରୁ ଯାନବାହନଗୁଡ଼ିକ ଯାତାୟାତ କରିବା ଯୋଗୁ ବହୁ ସମୟରେ ଦୁର୍ଘଟଣା...

ସରୁନି ଜନକ-ହଳଧରପୁର ରାସ୍ତା କାମ

ଚଣ୍ଡିଖୋଲ,୨୪ା୪(ଡି.ଏନ୍‌.ଏ.): ପୂର୍ତ୍ତ ବିଭାଗ ତରଫରୁ ରାସ୍ତାର ଟେଣ୍ଡର କରାଯାଉଛି। ରାସ୍ତା କାର୍ଯ୍ୟ ଶେଷ ହେବା ପାଇଁ ସମୟ ସୀମା ବି ଧାର୍ଯ୍ୟ କରାଯାଉଛି। ମାତ୍ର କାର୍ଯ୍ୟ ସରୁନାହିଁ। ଏହାପରେ ଗୁପ୍ତ ଟେଣ୍ଡର ଜରିଆରେ ବିପୁଳ ଟଙ୍କା ଲୁଟ୍‌ କରାଯାଉଛି। ଏଭଳି...

ଶଙ୍ଖ ଭବନ ପାଇଁ ଲାଗିକରାଗଲା ମାଳମାହାର୍ଦ୍ଦ

ପୁରୀ ଅଫିସ, ୨୩ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ଭୁବନେଶ୍ୱରଠାରେ ବିଜୁ ଜନତା ଦଳ (ବିଜେଡି)ର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖଭବନ’ ଉଦ୍‌ଘାଟିତ ହୋଇଛି। ଚାରିମହଲା ବିଶିଷ୍ଟ ଏହି କୋଠାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ...

ଚେର ଲମ୍ବିଛି, ତଦନ୍ତ ଶିଥିଳ

ବଲାଙ୍ଗୀର ଅଫିସ,୨୪ା୪: ବହୁଚର୍ଚ୍ଚିତ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ପର୍ଦ୍ଦାଫାଶକୁ ଏକମାସ ବିତିଛି। ପୋଲିସ ତନାଘନାରୁ ଆରମ୍ଭ ହୋଇଥିବା ଏହି ମାମଲାର ତଦନ୍ତ ଦାୟିତ୍ୱ ପରେ କ୍ରାଇମ୍‌ବ୍ରାଞ୍ଚ ନେଇଛି। ଲୋକେ ଆଶା କରୁଥିଲେ ଯେ, ଜାଲ୍‌ ସାର୍ଟିଫିକେଟ ମାମଲାର ଚେରକୁ କ୍ରାଇମ୍‌ବ୍ରାଞ୍ଚ...

ପୋଖରୀରୁ ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ

ପାରଳାଖେମୁଣ୍ଡି,୨୩ା୪(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗାରବନ୍ଧ ଥାନା ଏବଂ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଚଢ଼ାଉ କରାଯାଇ ୫୩୮ କେଜି ଓଜନର ୨୭ଟି ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ କରାଯାଇଛି। ଗାରବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ଼ଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri