ଆମ ଜିଲା ଖବର

ସପ୍ତଗିରିଙ୍କୁ ରିପିଟ୍‌ କରିପାରେ କଂଗ୍ରେସ

ରାୟଗଡ଼ା, ୨୨।୪: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡିକ ପକ୍ଷରୁ ଏବେଠୁ ଜୋରଦାର ପ୍ରସ୍ତୁତି ଚାଲିଲାଣି। ଏକଦା କଂଗ୍ରେସର ଗଡ଼ ଥିଲା ରାୟଗଡ଼ା ଜିଲା ଓ କୋରାପୁଟ ସଂସଦୀୟ କ୍ଷେତ୍ର । ଦେଶ ସ୍ବାଧୀନ ହେବା ପରେ...

ବ୍ଲକ୍‌ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ସମେତ ୩ ଗିରଫ

ଆନନ୍ଦପୁର,୨୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଶାଳଦେଇ ବାଲିଘାଟ ବିବାଦକୁ ନେଇ ମହିଳାଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଘଷିପୁରା ବ୍ଲକ୍‌ ଅଧ୍ୟକ୍ଷାଙ୍କ ସ୍ବାମୀ ବାବନ ସାହୁ ଏବଂ...

ଆର୍‌ଟିଆଇରେ ତଥ୍ୟ ଦେଉନାହାନ୍ତି ସୂଚନା ଅଧିକାରୀ

ସୁନାବେଡ଼ା/ସେମେଳିଗୁଡ଼ା,୨୨।୪: (ସ୍ବ.ପ୍ର.) ଆର୍‌ଟିଆଇ ମାଧ୍ୟମରେ ଯେକୌଣସି ବ୍ୟକ୍ତି ତଥ୍ୟ ମାଗିପାରିବେ। ସେ ଚାହୁଁଥିବା ବିଭାଗର ତଥ୍ୟ ସୂଚନା ଅଧିକାର ଆଇନ ଅନୁସାରେ ସୂଚନା ଦେବାକୁ ସୂଚନା ଅଧିକାରୀ ବାଧ୍ୟ। ଏପରି ନିୟମ ସୂଚନା ଅଧିକାର ଆଇନରେ ରହିଥିଲେ ମଧ୍ୟ ଏହି...

ଗ୍ରୀଷ୍ମ ପ୍ରବାହରେ ଜନଜୀବନ ଅସ୍ତବ୍ୟସ୍ତ

ମାଲକାନଗିରି, ୨୨।୪: (ଡି.ଏନ୍‌.ଏ.) ମାଲକାନଗିରି ଜିଲାରେ ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ଏବେ ୪୩ ଡିଗ୍ରୀ ତାପମାତ୍ରା ରହୁଛି। ଏନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ କଷ୍ଟକୁ ଦ୍ୱିଗୁଣିତ କରିଛି।...

ବିବାଦୀୟ ମୋଡ଼ରେ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା

ନୟାଗଡ଼ ଅଫିସ୍‌, ୨୨।୪: ନୟାଗଡ଼ ଜିଲା ଶରଣକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୪ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା ମାମଲା ଧୀରେ ଧୀରେ ବିବାଦୀୟ ହେବାରେ ଲାଗିଛି। ଶୁକ୍ରବାର ଜିଲାପାଳ ଓ ଅତିରିକ୍ତ ଜିଲାପାଳ(ଏଡିଏମ୍‌)ଙ୍କୁ ବିପକ୍ଷ ୬୦ ଛାତ୍ରୀଛାତ୍ର ଭେଟିବା ପରେ ବିବାଦ...

ଚାଷୀଙ୍କ ଦ୍ୱାରା ଉଦ୍ଭାବିତ ଧାନ ବିହନର ଚାହିଦା ବଢ଼ୁଛି

ରଘୁନାଥପୁର,୨୨।୪: (ଡି.ଏନ୍‌.ଏ.) ରଘୁନାଥପୁର ବ୍ଲକ ରେଢୁଆ ପଞ୍ଚାୟତ ନୂଆଗଡ଼ସ୍ଥିତ କୃଷିଭିତ୍ତିକ ସଂସ୍ଥା ଲାଲ(ଲିଭ ଆଣ୍ଡ ଲେଟ ଲିଭ)ର ସମ୍ପାଦକ କ୍ଷେତ୍ରମୋହନ ବେହେରାଙ୍କ ସହଯୋଗରେ ଅଞ୍ଚଳର ୭ ଜଣ ଚାଷୀଙ୍କ ଦ୍ୱାରା ୭ ପ୍ରକାର ଧାନବିହନ ଉଦ୍ଭାବନ କରାଯାଇଛି। ଏହାକୁ ସରକାରୀ...

ସୂଚନା ଫଳକ, ଓ୍ବେବ୍‌ ପୋର୍ଟାଲ ତଥ୍ୟରେ ତାଳମେଳ ରହୁନି

ନାଉଗାଁ,୨୨।୪: (ସ୍ବ.ପ୍ର.) ନାଉଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରେ ସରକାରୀ ଯୋଜନାରେ ନିର୍ମାଣ କାର୍ଯ୍ୟ କରାଯାଉଛି। ମାତ୍ର ଅଧିକାଂଶ ପଞ୍ଚାୟତରେ ଗୋଟିଏ ପ୍ରକଳ୍ପ ପାଇଁ ବାରମ୍ବାର କାମ ହୋଇଥିବା ଦର୍ଶାଯାଇଛି। କିନ୍ତୁ ପ୍ରଥମ ପର୍ଯ୍ୟାୟ ପରେ ହୋଇଥିବା କାର୍ଯ୍ୟ ପାଇଁ କୌଣସି...

ବିନା ସୂଚନା ଫଳକରେ ଚାଲିଛି ରାସ୍ତା କାମ

ଜେଜେନାପୁର,୨୨।୪: (ଡି.ଏନ.ଏ.) ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର କୁସୁନୁପୁର ଭାୟା ବଲାଙ୍ଗିଆକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ମରାମତି ଚାଲିଛି। ମାତ୍ର ଏଠାରେ କୌଣସି ସୂଚନା ଫଳକ ଲଗା ନ ଯାଇ କାର୍ଯ୍ୟ...

୯ ମାସରେ ୫ ବର୍ଷର ଉତ୍ତୋଳନ

ଯାଜପୁର ଅଫିସ,୨୨।୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଥିବା ବହୁ ମୂଲ୍ୟବାନ କଳାପଥର(ଗ୍ରାନାଇଟ୍‌) ଲୁଟ୍‌ ପାଇଁ ଏକ ପ୍ରକାର ଅଘୋଷିତ ପ୍ରତିଯୋଗିତା ଜୋର ଧରିଛି। ଲିଜ୍‌ର ୧ ବର୍ଷ ନ ପୂରୁଣୁ ୫ ବର୍ଷ ପାଇଁ ଧାର୍ଯ୍ୟ ପରିମାଣର...

ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ

ଢେଙ୍କାନାଳ ଅଫିସ,୨୨।୪: ମୂଳ ବେତନରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଦାବି ନେଇ ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇଛି। ସରକାର ଦାବି ପୂରଣରେ ଯେଉଁ ଟାଳଟୂଳ ନୀତି ଅବଲମ୍ବନ କରୁଛନ୍ତି, ତାହା ଅସହ୍ୟ। ଏହାକୁ...

ଗୋଶାଳା, ମାଛ ମାର୍କେଟ ପ୍ରସ୍ତାବରେ ମୋହର

ଢେଙ୍କାନାଳ ଅଫିସ,୨୨।୪: ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ ଦଳମତ ନିର୍ବିଶେଷରେ ସହରର ବିକାଶ ଓ ସମସ୍ୟାର ସମାଧାନ ପାଇଁ ସମସ୍ତେ ଏକାଠି ହୋଇ...

ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁ

ଫୁଲବାଣୀ ଅଫିସ,୨୨।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସଖିପଡା ଗାଁର ଲିପକ ପ୍ରଧାନ(୨୧)ଙ୍କ ମୃତ୍ୟୁ ଘଟଣା ପଛରେ ରହିଛି ପ୍ରେମ ଏବଂ ସନ୍ଦେହ। ଲିପକ କେବେ ଆତ୍ମହତ୍ୟା କରିପାରିବ ନାହିଁ। ତାକୁ ହତ୍ୟା କରାଯାଇଛି। ଲିପକ ଯେଉଁ ଝିଅକୁ ଭଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri