ଆମ ଜିଲା ଖବର

ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ

ଢେଙ୍କାନାଳ ଅଫିସ,୨୨।୪: ମୂଳ ବେତନରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଦାବି ନେଇ ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇଛି। ସରକାର ଦାବି ପୂରଣରେ ଯେଉଁ ଟାଳଟୂଳ ନୀତି ଅବଲମ୍ବନ କରୁଛନ୍ତି, ତାହା ଅସହ୍ୟ। ଏହାକୁ...

ଗୋଶାଳା, ମାଛ ମାର୍କେଟ ପ୍ରସ୍ତାବରେ ମୋହର

ଢେଙ୍କାନାଳ ଅଫିସ,୨୨।୪: ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ ଦଳମତ ନିର୍ବିଶେଷରେ ସହରର ବିକାଶ ଓ ସମସ୍ୟାର ସମାଧାନ ପାଇଁ ସମସ୍ତେ ଏକାଠି ହୋଇ...

ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁ

ଫୁଲବାଣୀ ଅଫିସ,୨୨।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସଖିପଡା ଗାଁର ଲିପକ ପ୍ରଧାନ(୨୧)ଙ୍କ ମୃତ୍ୟୁ ଘଟଣା ପଛରେ ରହିଛି ପ୍ରେମ ଏବଂ ସନ୍ଦେହ। ଲିପକ କେବେ ଆତ୍ମହତ୍ୟା କରିପାରିବ ନାହିଁ। ତାକୁ ହତ୍ୟା କରାଯାଇଛି। ଲିପକ ଯେଉଁ ଝିଅକୁ ଭଲ...

ଗାଡ଼ି ମାଲିକ ହାତେଇଛନ୍ତି ରାଶନକାର୍ଡ

ଆନନ୍ଦପୁର,୨୨।୪: (ସ୍ବ.ପ୍ର.) କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଗୋହିରା ପଞ୍ଚାୟତ ଭୋଲନୂଆଗାଁରେ ରାଶନକାର୍ଡ ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଜଣେ ବ୍ୟକ୍ତିଙ୍କ ୧୦ ଓ ୧୨ ଚକିଆ ଗାଡ଼ି ଥିବା ବେଳେ ତାଙ୍କ ନାମରେ ରାଶନକାର୍ଡ ରହିବା ସହିତ...

ପାଣି ପାଇଁ ପ୍ରତିବାଦ

ଖୁଣ୍ଟା,୨୨।୪: (ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବାହାନଡ଼ା ପଞ୍ଚାୟତ ଅନ୍ତର୍ଗତ ଗୟଳମରା ଗ୍ରାମର ଦାମୁସାହି ବାସିନ୍ଦା ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇ ଶୁକ୍ରବାର ରାସ୍ତାରୋକୋ କରିଥିଲେ। ଖୁଣ୍ଟା-ଉଦଳା ରାଜ୍ୟ ରାଜପଥର ଲାଲଖମଣ ଛକଠାରେ ଗରା ଓ ବାଲ୍‌ଟି...

୪ ହାତୀଦାନ୍ତ ଜବତ, ଶିକାରୀ ଗିରଫ

ବାରିପଦା ଅଫିସ,୨୨।୪: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଶିକାର ହୋଇଥିବା ଦୁଇ ଦନ୍ତାହାତୀର ଦୁଇଯୋଡ଼ା ଦାନ୍ତକୁ ବନବିଭାଗ ଜବତ କରିଛି। ବନକର୍ମଚାରୀମାନେ ଗ୍ରାହକ ସାଜି ଦାନ୍ତ କିଣିବାକୁ ଯାଇ ଏକ ଢାବାରୁ ମୂଲ୍ୟବାନ ଦାନ୍ତଗୁଡ଼ିକୁ ଜବତ କରିବାରେ ସଫଳ ହୋଇଛନ୍ତି।...

ମସ୍‌ଜିଦରେ ହେବ ସାମୂହିକ ନମାଜ ପାଠ

ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼ ଓ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡ଼ିଥିଲା। ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଶାନ୍ତି ଫେରିନାହିଁ। କର୍ଫ୍ୟୁ ଲାଗିଥିବା ବେଳେ ମୋବାଇଲ ନେଟ୍‌ସେବା ବନ୍ଦ ରହିଛି। ରମ୍‌ଜାନ...

ଉତ୍କେଲାରୁ ଉଡ଼ିବ ବିମାନ

ଭବାନୀପାଟଣା,୨୧।୪(ସ୍ବ.ପ୍ର.): ଦୀର୍ଘଦିନର ପ୍ରତୀକ୍ଷା ପରେ ଆସନ୍ତା ମେ’ ମାସରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନବନ୍ଦରରୁ ବିମାନ ଉଡ଼ାଣ ଆରମ୍ଭ ହେବ। ଇଣ୍ଡିଆ ୱାନ୍‌ ଏୟାରର ଏକ ବିମାନ ପ୍ରଥମେ ଉତ୍କେଲାରୁ ରାୟପୁର ଉଡ଼ିବ। ପରେ ରାୟପୁରରୁ ଫେରି...

୫୧ ବସ୍‌ର ଚାଲାଣ କଟିଲା

କେନ୍ଦୁଝର,୨୧ା୪(ସ୍ବ.ପ୍ର.): କେନ୍ଦୁଝର ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜିଲାରେ ବିଭିନ୍ନ ସ୍ଥାନରେ ଯାତ୍ରୀବାହି ବସ ଯାଞ୍ଚ ଆରମ୍ଭ ହୋଇଛି। ବସ୍‌ର ରୁଟ୍‌ ପରମିଟ, ଫିଟନେସ, ଇନ୍ସ୍ୟୁରାନ୍ସ, ଯାତ୍ରୀଙ୍କ ସୁରକ୍ଷା ଆଦି ବିଷୟରେ ଯାଞ୍ଚ କରାଯାଇ ଖିଲାପ କରିଥିବା ସମୁଦାୟ ୫୧...

ନାବାଳିକା ଅପହରଣ ଅଭିଯୋଗ, ୩ ଅଟକ

ପଦ୍ମପୁର, ୨୧।୪ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ପୋଲିସ ନାବାଳିକା ଅପହରଣ ଅଭିଯୋଗରେ ୩ ଯୁବକଙ୍କୁ ଅଟକ ରଖିଛି। ଲକ୍ଷ୍ମୀଦାସପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ କେହି ଅପହରଣ କରି ନେଇଥିବା ତାଙ୍କ ବାପା ଗୁରୁବାର ଥାନାରେ...

ପାଇଥିବା ସୁନା ଅଳଙ୍କାର, ୩ ଲକ୍ଷ ଟଙ୍କା ଫେରାଇଲେ

ଧାମନଗର, ୨୧।୪ (ସ୍ବ.ପ୍ର.): ବାଟରୁ ପାଇଥିବା ସୁନା ରୁପା ଅଳଙ୍କାର ଓ ୩ ଲକ୍ଷ ଟଙ୍କା ଫେରାଇ ମହାନତା ଦେଖାଇଛନ୍ତି ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ପାହାଡ଼ପୁର ଅଞ୍ଚଳର ଯୁବ ଖବରଦାତା ସରୋଜ କୁମାର ଖୁଣ୍ଟିଆ। ସରୋଜ ଗତ...

ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ୨ ଛାତ୍ରଙ୍କ ଜୀବନ

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ କାଲିମେଳା ଥାନା ଅଧୀନ ଉଣ୍ଡୁରୁକୋଣ୍ଡା ପଞ୍ଚାୟତ ରୋଡ଼ଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଚଢ଼େଇ ଛୁଆ ଧରିବାକୁ ଯାଇ ବିଦ୍ୟୁତ୍‌ ତାର ଲାଗି ୨ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri