ଆମ ଜିଲା ଖବର

ବାରିପଦା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ମେ’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ଆସିବେ। ମେ’ ୯ରେ ବାରିପଦା ଏମ୍‌ଏସ୍‌ସିବି ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀ ଚିଠି ଲେଖିଥିବା ସୂଚନା...

ଜଗତସିଂହପୁରରୁ ନିଖୋଜ ଯବାନଙ୍କ ମୃତଦେହ ଯାଜପୁରରୁ ମିଳିଲା

ଯାଜପୁର/ଜଗତସିଂହପୁର ଅଫିସ,୨୦ା୪: ଜଗତସିଂହପୁର ଜିଲା ଏରସମା ଥାନା ଅଧୀନ ସୋମପୁର ଗ୍ରାମର ଯବାନ ସୂର୍ଯ୍ୟକାନ୍ତ କୁଆଁର ୧୭ ତାରିଖରୁ ନିଖୋଜ ରହିଥିଲେ। ଦୁଇ ଦିନ ପୂର୍ବରୁ ଯବାନଙ୍କ ବାଇକ୍‌ ଯାଜପୁର ଜିଲା ବଡ଼ଚଣା ଥାନା ଅଧିନସ୍ଥ ଧାନମଣ୍ଡଳ ନିକଟ ପାହାଡ଼...

ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର, ୫ ଅଭିଯୁକ୍ତ ଫେରାର

ଭବାନୀପାଟଣା/ଲାଞ୍ଜିଗଡ଼,୨୦ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କଳାହାଣ୍ଡିରେ କଳଙ୍କ। ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ମସଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପରିବାର ଲୋକେ ଏନେଇ ବିଜେପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ଜିଲାର...

ମଦ ଦୋକାନ ଉଚ୍ଛେଦ ଦାବିରେ ତାତିଲେ ମହିଳା

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଉଳଗାଁ ଛକରୁ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ ଲାଗି ସ୍ଥାନୀୟ ଲୋକଙ୍କ ପକ୍ଷରୁ ଦାବି ହୋଇଆସୁଛି।  ଏଥିପ୍ରତି ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ସ୍ଥାନୀୟ ଶତାଧିକ ମହିଳା ଓ...

କେନ୍ଦୁପୋଶି ଜମିରେ ଲାଗିଲା ନିଆଁ, ଲୋକେ ଭୟଭୀତ

କେନ୍ଦୁଝର,୨୦ା୪ (ସ୍ବ.ପ୍ର.):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କେନ୍ଦୁପୋଶି ନିକଟବର୍ତ୍ତୀ ବିଲରେ ନିଆଁଲାଗି ୧ କିଲୋମିଟର ପର୍ଯ୍ୟନ୍ତ ନିଆଁ ବ୍ୟାପିଯାଇଛି। କୌଣସି ଦୁର୍ବୃତ୍ତ ବିଲରେ ପଡିଥିବା ପାଳଗଦାରେ ନିଆଁ ଲଗାଇଦେଇଥିବାରୁ ଅତ୍ୟାଧିକ ପବନ ବୋହିବାରୁ ରାସ୍ତା କଡ଼ରେ ଥିବା...

କାଶୀପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା

ଟିକିରି, ୨୦।୪: (ଡି.ଏନ୍‌.ଏ.) ରାୟଗଡ଼ା ଜିଲା କାଶୀପୁର ବ୍ଳକ ମାଣ୍ଡିବିସି ପଞ୍ଚାୟତ ଜଲାଖୁରା ଗ୍ରାମରେ ପୁଣିଥରେ ଜନନୀ ଯନ୍ତ୍ରଣାର ଦୁଃଖ ଦେଖିବାକୁ ମିଳିଛି। ବସନ୍ତ ନାୟକଙ୍କ ସ୍ତ୍ରୀ ସୁଶୀଳା ଗର୍ଭବତୀ ଥିବାବେଳେ ମଙ୍ଗଳବାର ଯନ୍ତ୍ରଣାରେ ଛଟପଟ ହୋଇଥିଲେ। ଏହା ପରେ...

ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ

ଲୋଇସିଂହା,୨୦।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଯୋଗୀସର୍ଡ଼ା ଗ୍ରାମର ଏକ ଚାଷ ଜମିରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହକୁ ପୋଲିସ ଗୁରୁବାର ଜବତ କରିଛି। ମୃତଦେହ ୩ ରୁ ୪ ଦିନର ହେବ ବୋଲି ଜଣାପଡିଛି। ଅଂଶୁଘାତ...

ରାସ୍ତାରେ ପକାଯାଇଛି ମାଟି: ବିପଦରେ ପଥିକ, ଯାତ୍ରୀ

ନବରଙ୍ଗପୁର, ୨୦।୪: (ବି.ପ୍ର.) ଟ୍ରାଫିକ ନିୟନ୍ତ୍ରଣ ପାଇଁ ପ୍ରଶାସନ ଜଣସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ମଙ୍ଗଲମ ଟିମ୍ବର ଦେଇ ମହିଳା ମହାବିଦ୍ୟାଳୟ, ଭିଜିଲାନ୍ସ ଅଫିସ୍‌ ଛକ ଦେଇ ସର୍କିଟ ହାଉସ ନିକଟ ୨୬ ନମ୍ବର ଜାତୀୟ ରାଜପଥକୁ ଏକ ରାସ୍ତା...

ଡାକ୍ତରଙ୍କ ବିରୋଧରେ ଥାନାରେ ଅଭିଯୋଗକଲେ ମାଲିକ

ଭବାନୀପାଟଣା,୨୦।୪(ସ୍ବ.ପ୍ର.): ଟମି ମୋ ପରିବାରର ଥିଲା ଜଣେ ସଦସ୍ୟ। ସେ କୁକୁର ହେଲେ ବି ମୋ ପୁଅ ଭଳି ଥିଲା। ହଠାତ୍‌ ତାର ଦେହ ଖରାପ ହେବାରୁ ମେଡ଼ିକାଲ ନେଲି ହେଲେ ଡାକ୍ତର ବାବୁଙ୍କ ଅବହେଳା ଯୋଗୁ ଆଜି ଟମି...

ଶୁଖିଲା ପଡ଼ିଛି ଶତାଧିକ ପୋଖରୀ

କେସିଙ୍ଗା,୨୦ା୪(ଡି.ଏନ.ଏ.): ଗତ କିଛି ଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଟାଣ ଖରା ଯୋଗୁ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଏବେ ଠାରୁ ଅଧିକାଂଶ କୂଅ, ପୋଖରୀ, ନାଳ ଶୁଖିବାରେ ଲାଗିଛି। ଅସହ୍ୟ ଗରମ...

ଶାନ୍ତିପୂର୍ଣ୍ଣ ଭାବେ ନବରଙ୍ଗପୁର ୧୨ ଘଣ୍ଟା ବନ୍ଦ

ନବରଙ୍ଗପୁର/ଝରିଗାଁ/ଚନ୍ଦାହାଣ୍ଡି,୨୦।୪: (ବି.ପ୍ର./ସ୍ବ.ପ୍ର./ଡି.ଏନ୍‌.ଏ.) ସମ୍ବଲପୁର ସାମ୍ପ୍ରଦାୟିକ ଗଣ୍ଡଗୋଳ ଘଟଣା ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅନ୍ୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା...

ପାୟଲଙ୍କ ରଙ୍ଗତୂଳୀ ସ୍ପର୍ଶରେ ତରଳିଗଲେ ଅନୁ

ବଲାଙ୍ଗୀର ଅଫିସ, ୨୦ା୪: ବଲାଙ୍ଗୀର ଜିଲା ଗସ୍ତର ଦ୍ୱିତୀୟ ଦିନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବୁଧବାର ସକାଳେ ବଲାଙ୍ଗୀର ବ୍ଲକ ଅନ୍ତର୍ଗତ ପଥରଚେପା ସ୍ଥିତ ପାର୍ବତୀ ଗିରି ବାଳ ନିକେତନ ଶିଶୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri