ଆମ ଜିଲା ଖବର

ଶୁଖିଲା ପଡ଼ିଛି ଶତାଧିକ ପୋଖରୀ

କେସିଙ୍ଗା,୨୦ା୪(ଡି.ଏନ.ଏ.): ଗତ କିଛି ଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଟାଣ ଖରା ଯୋଗୁ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଏବେ ଠାରୁ ଅଧିକାଂଶ କୂଅ, ପୋଖରୀ, ନାଳ ଶୁଖିବାରେ ଲାଗିଛି। ଅସହ୍ୟ ଗରମ...

ଶାନ୍ତିପୂର୍ଣ୍ଣ ଭାବେ ନବରଙ୍ଗପୁର ୧୨ ଘଣ୍ଟା ବନ୍ଦ

ନବରଙ୍ଗପୁର/ଝରିଗାଁ/ଚନ୍ଦାହାଣ୍ଡି,୨୦।୪: (ବି.ପ୍ର./ସ୍ବ.ପ୍ର./ଡି.ଏନ୍‌.ଏ.) ସମ୍ବଲପୁର ସାମ୍ପ୍ରଦାୟିକ ଗଣ୍ଡଗୋଳ ଘଟଣା ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅନ୍ୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା...

ପାୟଲଙ୍କ ରଙ୍ଗତୂଳୀ ସ୍ପର୍ଶରେ ତରଳିଗଲେ ଅନୁ

ବଲାଙ୍ଗୀର ଅଫିସ, ୨୦ା୪: ବଲାଙ୍ଗୀର ଜିଲା ଗସ୍ତର ଦ୍ୱିତୀୟ ଦିନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବୁଧବାର ସକାଳେ ବଲାଙ୍ଗୀର ବ୍ଲକ ଅନ୍ତର୍ଗତ ପଥରଚେପା ସ୍ଥିତ ପାର୍ବତୀ ଗିରି ବାଳ ନିକେତନ ଶିଶୁ...

ସୁନ୍ଦରଗଡ଼ ଜିଲାରେ ବନ୍ଦ ପାଳନ: ରାସ୍ତା ଅବରୋଧ

ସୁନ୍ଦରଗଡ଼/ରାଜଗାଙ୍ଗପୁର/କୁତ୍ରା/ବଡ଼ଗଁା/ଲହୁଣୀପଡ଼ା,୨୦।୪(ଡି.ଏନ୍‌.ଏ.): ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ଘଟିଥିବା ହିଂସା ଘଟଣାର ପ୍ରତିବାଦରେ ବୁଧବାର ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଥିଲା। ସୁନ୍ଦରଗଡ଼ଠାରେ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତାମାନେ ୧୦ନଂ....

ମାଲକାନଗିରି ଜିଲାରେ ବନ୍ଦ ସଫଳ

ମାଲକାନଗିରି/ବାଲିମେଳା/ମାଥିଲି, (ଡି.ଏନ୍‌.ଏ.), ୨୦।୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହୋଇଥିବା ହିଂସା ପ୍ରତିବାଦରେ ବୁଧବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସହାୟକ ସଂଘ ପକ୍ଷରୁ ଓଡିଶାର ୧୪ଟି ଜିଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ସେହି...

ବନ୍ଦକୁ ସମର୍ଥନ, ଜୀବନଯାତ୍ରା ବ୍ୟାହତ

ବରଗଡ଼ ଅଫିସ୍‌,୨୦।୪: ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ସମ୍ବଲପୁରରେ ହୋଇଥିବା ହିଂସା ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅନ୍ୟ ହିନ୍ଦୁ ସଂଗଠନଗୁଡ଼ିକ ବୁଧବାର ୧୨ଘଣ୍ଟିଆ(ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ) ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଥିଲେ। ଏହାକୁ...

ରାୟଗଡ଼ାରେ ବିଶ୍ୱ ହିନ୍ଦୁ ପରିଷଦର ବନ୍ଦ ସଫଳ

ରାୟଗଡ଼ା(ସ୍ବ.ପ୍ର)/ରାୟଗଡ଼ାଅଫିସ/ ମୁନିଗୁଡ଼ା/ଚନ୍ଦ୍ରପୁର/ ବିଷମକଟକ/ଗୁଣପୁର (ଡି.ଏନ୍‌.ଏ.), ୨୦।୪: ସମ୍ବଲପୁରରେ ହନୁମାନ ଜନ୍ମୋତ୍ସବ ଉପଲକ୍ଷେ ଚାଲିଥିବା ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରାରେ ଆକ୍ରମଣ କରାଯିବାରୁ ବହୁ ଲୋକ ଆହତ ହୋଇଥିଲେ। ଏହାର ପ୍ରତିବାଦରେ ରାୟଗଡା ସମେତ ଓଡିଶାର ୧୪ ଜିଲାରେ ବୁଧବାର ବିଶ୍ୱ ହିନ୍ଦୁ ପରିଷଦ...

ପୋଲିସକୁ ଏଯାଏ ମିଳିନି ସୁରାକ

ଭେଡ଼େନ,୨୦।୪(ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅନ୍ତର୍ଗତ ଆଖିଫୁଟା ଗ୍ରାମରେ ସୋମବାର ସଂଘଠିତ ଟ୍ରିପଲ ମର୍ଡ଼ର ଘଟଣା ସାରାରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ବୁଧବାର ବ୍ୟବଚ୍ଛେଦ ପରେ ୩ମୃତଦେହ ଗ୍ରାମରେ ପହଞ୍ଚିଥିଲା । ଏକ ଶୋକାକୁଳ ପରିବେଶରେ...

ଓଡ଼ିଶା ଆଶ୍ରମ ବିଦ୍ୟାଳୟରେ ବିଦ୍ୟୁତ୍‌ କାଟିଲା ଆନ୍ଧ୍ର

ପଟ୍ଟାଙ୍ଗି, ୨୦।୪: (ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୀମାନ୍ତ ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ଦାବି କରୁଥିବା ବ୍ଲକ ପ୍ରଶାସନର ଇଚ୍ଛାଶକ୍ତି ଅଭାବରୁ ଉନ୍ନୟନମୂଳକ କାର୍ଯ୍ୟ ସବୁ ଦିଗହରା ହେଉଛି। ସୀମାନ୍ତ ଅଞ୍ଚଳରେ ଆନ୍ଧ୍ର ଏଥିରୁ ଫାଇଦା...

କାର୍ଯ୍ୟକ୍ଷମ ହୋଇପାରୁନି କ୍ଲଷ୍ଟର ପ୍ରକଳ୍ପ

ଖଣ୍ଡପଡ଼ା,୨୦ା୪(ସ୍ବ.ପ୍ର.): ନୂତନ ଜ୍ଞାନକୌଶଳ ତଥା ପ୍ରଶିକ୍ଷଣ ମାଧ୍ୟମରେ କଂସା ପିତଳ ଏବଂ କାଠ ଖୋଦେଇର ବିଭିନ୍ନ ସୌଖୀନ ସାମଗ୍ରୀ ଉପତ୍ାଦନ କରିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲା କଣ୍ଟିଲୋରେ ଏକ ପ୍ରଶିକ୍ଷଣ ପ୍ରକଳ୍ପ ନିର୍ମାଣ ହୋଇଛି। ୫କୋଟିରୁ ଊର୍ଦ୍ଧ୍ୱ ଟଙ୍କାର...

ଶରଣକୁଳ କଲେଜରେ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା

ନୟାଗଡ଼ ଅଫିସ,୨୦।୪: ନୟାଗଡ଼ ଜିଲା ଶରଣକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୨-୨୪ ବ୍ୟାଚ୍‌ ବିଜ୍ଞାନ ବିଭାଗର ପ୍ରଥମ ବର୍ଷର ୨୪ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ଏନେଇ ସମସ୍ତ ଛାତ୍ରୀଛାତ୍ର ବୁଧବାର ଜିଲାପାଳ ଓ ଉପଜିଲାପାଳଙ୍କୁ ଭେଟି ଉଚ୍ଚ...

ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ

କୋରାପୁଟ, ୨୦।୪: (ସ୍ବ.ପ୍ର.) ଭାରତର ରାଜଧାନୀ ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ ହୋୟାଲ। ଜିଲାର କେତେ ଜଣ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ହାତଧୁଆର ଆବଶ୍ୟକତା ଓ ପ୍ରକ୍ରିୟା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଗତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri