ଆମ ଜିଲା ଖବର

ବିଞ୍ଝାରପୁର ବିଡିଓଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର ଅଫିସ,୨୦ା୪: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସରକାରୀ ଅର୍ଥ ହେରାଫେରି ଅଭିଯୋଗ ପିଛା ଛାଡୁନି ା ଏହି ବ୍ଲକ ସୟଦପୁର ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତି ସମ୍ପର୍କରେ ପୂର୍ବତନ ସରପଞ୍ଚ ତଥା ସାମାଜିକ କର୍ମୀ ଅବଦୁଲ କାଦିର ଲୋକାୟୁକ୍ତଙ୍କ...

୪ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଯାଜପୁର ଅଫିସ/କୋରେଇ (ଡି.ଏନ୍‌.ଏ.),୨୦ା୪: ବଲାଙ୍ଗୀର ଜିଲାରେ ଯେଭଳି ନକଲି ପ୍ରମାଣପତ୍ରକୁ ନେଇ ଛାନ୍‌ଭିନ୍‌ ହେଲା ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ସେଭଳି ପଦକ୍ଷେପ ଯାଜପୁର ଜିଲାରେ ଦେଖିବାକୁ ମିଳିନାହିଁ। ବରଂ ଏହି ଜିଲାରେ ନକଲି ଶିକ୍ଷୟିତ୍ରୀ ଓ ଶିକ୍ଷକ କଟକ...

ବିଶୃଙ୍ଖଳିତ ଶିକ୍ଷକଙ୍କ ବଦଳି ଦାବି

ରଘୁନାଥପୁର,୨୦ା୪(ଡି.ଏନ୍‌.ଏ.): ରଘୁନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶୃଙ୍ଖଳିତ ତଥା କର୍ତ୍ତବ୍ୟନିଷ୍ଟ ପ୍ରଧାନ ଶିକ୍ଷକ ରାଜକିଶୋର ଓଝାଙ୍କ ନିଲମ୍ବନ ଆଦେଶକୁ ରଦ୍ଦ କରାଯାଇ ତାଙ୍କୁ ପୁଣି ଅବସ୍ଥାପିତ କରିବାକୁ ଦାବି ହୋଇଛି। ଉକ୍ତ ବିଦ୍ୟାଳୟରେ ଦୀର୍ଘଦିନ ଧରି ରହିଥିବା ବିଶୃଙ୍ଖଳିତ...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ,୨୦ା୪(ସ୍ବ.ପ୍ର.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶାରେ ଆଜିବି ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରୁ ବାହାରକୁ ବାହାରିବାକୁ ପସନ୍ଦ କରୁନାହାନ୍ତି।...

ପିପିଏଲ୍‌ ପରିସରରେ ଆମୋନିଆ ସମ୍ପର୍କିତ ମକ୍‌ ଡ୍ରିଲ୍‌

ପାରାଦୀପ,୨୦ା୪(ସ୍ବ.ପ୍ର.): ପାରାଦୀପ ଫସ୍‌ଫେଟସ୍‌ ଲିମିଟେଡ଼ (ପିପିଏଲ) କାରଖାନା ପରିସରରେ ବୁଧବାର ଆମୋନିଆ ଗ୍ୟାସ ନିର୍ଗମନ ଓ ତା’ର ପ୍ରତିକାର ସମ୍ପର୍କିତ ମକ୍‌ ଡ୍ରିଲ୍‌ ଅନୁଷ୍ଠିତ ହୋଇଯାଇଛି। କାରଖାନା ଓ ବାଷ୍ଫିତ ବିଭାଗରେ ସହକାରୀ ନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ଦଳାଇଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ...

କୃଷି ଶିକ୍ଷାର ହବ୍‌ ହେବ ଏନ୍‌ଆର୍‌ଆର୍‌ଆଇ

କଟକ ଅଫିସ,୨୦ା୪: କଟକ ଉପକଣ୍ଠ ବିଦ୍ୟାଧରପୁରଠାରେ ଥିବା ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ଏନ୍‌ଆର୍‌ଆର୍‌ଆଇ) କୃଷି ଶିକ୍ଷାର ହବ୍‌ ପାଲଟିବ। ଏହି ଐତିହାସିକ ପ୍ରତିଷ୍ଠାନ କୃଷି ଗବେଷଣା ସହ ଶିକ୍ଷାଦାନର ଏକ ପ୍ରମୁଖ ପ୍ରତିଷ୍ଠାନ ହେବ। କୃଷିଶିକ୍ଷା ନିମନ୍ତେ ଚୟନ...

‘ସମସ୍ତ ଦିବ୍ୟାଙ୍ଗଙ୍କ ନିକଟରେ ସେବା ପହଞ୍ଚତ୍ବ’

ଖୋର୍ଦ୍ଧା ଅଫିସ,୨୦ା୪: ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ଯୋଗାଣ ପାଇଁ ଓଡ଼ିଶା ସରକାର ଏବଂ ଶ୍ରୀ ଭଗବାନ ମହାବୀର ବିକଳାଙ୍ଗ ସହାୟତା ସମିତି (ବିଏମ୍‌ଭିଏସ୍‌ଏସ୍‌) ଜୟପୁରର ମିଳିତ ପ୍ରୟାସରେ ଖୋର୍ଦ୍ଧା ଗୁରୁଜଙ୍ଗଠାରେ ନବନିିର୍ମିତ ବିଜୁ ମହାବୀର ଜୟପୁଟ ଫୁଟ୍‌ ସେଣ୍ଟରକୁ...

ଜନ ପ୍ରତିନିଧିଙ୍କ ନାଁ ନ ଥିବାରୁ ଫଳକ ଗାଏବ

ବାଳକାଟୀ/ବାଲିପାଟଣା,୨୦୯।୪(ଡି.ଏନ୍‌.ଏ.): ପୂର୍ତ୍ତ ବିଭାଗ ଡିଭିଜନ ୨ ପକ୍ଷରୁ ଉତ୍ତରାଠାରୁ ନିମାପଡ଼ା ରାସ୍ତାର ଚାରିଥାକିଆ ରାସ୍ତାର ବୁଧବାର ବାଳକାଟୀରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଥିଲା। ହେଲେ କାର୍ଯ୍ୟକ୍ରମର କିଛି ଘଣ୍ଟା ପୂର୍ବରୁ ଫଳକ ହଠାତ୍‌ ଉଦ୍‌ଘାଟନ ସ୍ଥଳରୁ ଗାଏବ ହୋଇଯାଇଥିଲା। ଖବରପାଇ...

ପାଣିରେ ଗଲା ୪ ଜୀବନ

ବାଲେଶ୍ୱର ଅଫିସ/ଯାଜପୁର ଟାଉନ/ଟାଙ୍ଗୀ(ଖୋର୍ଦ୍ଧା)(ଡି.ଏନ୍‌.ଏ.), ୨୦ା୪: ରାଜ୍ୟର ପୃଥକ୍‌ ସ୍ଥାନରେ ପାଣିରେ ବୁଡ଼ିଯାଇ ବୁଧବାର ୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଢ଼ାବଳଙ୍ଗ ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ଦୁଇ ସମ୍ପର୍କୀୟ ଭାଇଙ୍କ ଜୀବନ ଯାଇଛି। ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଞ୍ଚଳରେ...

୧୪ ଜିଲାରେ ବନ୍ଦ ଶାନ୍ତିପୂର୍ଣ୍ଣ

ସମ୍ବଲପୁର(ବ୍ୟୁରୋ)/ନବରଙ୍ଗପୁର(ବି.ପ୍ର.),୨୦ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ ଓ ୧୪ ତାରିଖରେ ସୃଷ୍ଟ ସାମ୍ପ୍ରଦାୟିକ ହିଂସାର ପ୍ରଭାବ ଏବେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାକୁ ବ୍ୟାପିଛି। ଭାଜପା ସମର୍ଥନରେ ବୁଧବାର ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ...

ବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟ

ବାଲିଗୁଡ଼ା,୧୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବାରେ ଲାଗିଛି। ପ୍ରତିଦିନର ତାପମାତ୍ରା ୪୦ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା...

ଭାଲୁ ଆକ୍ରମଣରେ ବାପା-ପୁଅ ଗୁରୁତର

କେନ୍ଦୁଝର,୧୯।୪(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତ ସତେଇଭଞ୍ଜ ପାହାଡ ପାଶର୍‌ବ ନିକଟବର୍ତ୍ତୀ ଶ୍ରୀ ଜଗନ୍ନାଥ କାରଖାନା ରାସ୍ତା ସମ୍ମୁଖରେ ବୁଧବାର ଭାଲୁ ଆକ୍ରମଣରେ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ କାଉଁରୀକଳା ପଞ୍ଚାୟତ ଖୁଣ୍ଟାପଡା ଗ୍ରାମର ଦୁଲ୍ଲଭ ମୁଣ୍ତା(୪୫)...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri