ଆମ ଜିଲା ଖବର

ବରଗଡ଼ରେ ବନ୍ଦର ପ୍ରଭାବ

ବରଗଡ଼ ଅଫିସ, ୧୯।୪: ହନୁମାନ ଜୟନ୍ତୀ ପାଳନ ସମୟରେ ସମ୍ବଲପୁରରେ ହୋଇଥିବା ହିଂସାର ପ୍ରତିବାଦରେ ହିନ୍ଦୁ ସଂଗଠନ ଗୁଡ଼ିକ ବୁଧବାର ବରଗ ଜିଲା ବନ୍ଦ ଡାକରା ଦେଇଛନ୍ତି। ବନ୍ଦ ଡାକରାକୁ ସ୍ବତଃସ୍ଫୁତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ...

ଆଜି ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୪: ବୈଶାଖ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହମାନଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ତେବେ ଏହି ଗୁପ୍ତନୀତି...

ଭାଜପା ନେତାଙ୍କୁ ସମ୍ବଲପୁର ମନା

ସମ୍ବଲପୁର,୧୯।୪(ବ୍ୟୁରୋ):ସମ୍ବଲପୁର ଜିଲା ପ୍ରବେଶକୁ ଭାଜପା ନେତାଙ୍କୁ ମନା। ଏଭଳି ଘଟଣା ମଙ୍ଗଳବାର ଦେଖିବାକୁ ମିଳିଛି। ସମ୍ବଲପୁରରେ ସାମ୍ପ୍ରଦାୟିକ ଦଙ୍ଗା ଘଟଣା ନେଇ କର୍ଫ୍ୟୁ ଲାଗିବା ଓ ଆଇନଶୃଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ଅନନ୍ୟା ଦାସ ସମ୍ବଲପୁରରେ ରାଜନୈତିକ କାର୍ଯ୍ୟକ୍ରମ...

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ,୧୯।୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ...

ବିଦ୍ୟା, ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ ମାମଲା ଚାଲିବ

ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭରତୀ ପଣ୍ଡା, ତତ୍‌କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଆପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗରେ ପୁଣି ବିଚାର ହେବ।...

ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ, ୨ ଗିରଫ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ୨ଜଣ ମାଓବାଦୀ ଧରାପଡିଛନ୍ତି। ମୃତ ମାଓବାଦୀଙ୍କ ପରିଚୟ ମିଳିପାରିନାହିଁ। ଖବରରୁ...

ଛତିଶା ନିଯୋଗ ବୈଠକ: ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ, ୧୮।୪ : ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ ।...

ବିଧାୟକଙ୍କ ଗାଡି ଉପରକୁ ଗୁଳି ଚଳାଇଲେ ମାଓବାଦୀ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜନ ପ୍ରତିନିଧିମାନଙ୍କୁ ଟାର୍ଗେଟ୍‌ କରି ମଙ୍ଗଳବାର ଆକ୍ରମଣ କରିଛନ୍ତି। ବିଜାପୁର ନିକଟସ୍ଥ ଗଙ୍ଗାଲୁର ହାଟକୁ ଏକ କାର୍ଯ୍ୟକ୍ରମରେ ଯାଇ ଫେରୁଥିବା ବେଳେ ପେଡା ଗ୍ରାମ ନିକଟରେ ବିଧାୟକ...

ପରୀକ୍ଷା ଚାଲୁଥିବା ବେଳେ ଖସିଗଲା ସିଲିଂ ଫ୍ୟାନ୍‌: ୨ ଛାତ୍ର ଆହତ

ଆଠଗଡ଼,୧୮।୪ (ଡି.ଏନ୍‌.ଏ): କଟକ ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣାଘଟିଛି। ପରୀକ୍ଷା ଚାଲୁଥିବା ସମୟରେ ବୁଲୁଥିବା ସିଲିଂ ଫ୍ୟାନ ଖସି ପଡି ୨ ଛାତ୍ର ଆହତ ହୋଇଛନ୍ତି। ସେମାନେ ହେଲେ ସମୀର ସେଠୀ ଓ ତାପସ...

ବୀଭତ୍ସ ହତ୍ୟା: ଘରୁ ମିଳିଲା ୩ ଜଣଙ୍କ ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ବରଗଡ଼ ଅଫିସ, ୧୮।୪: ବରଗଡ଼ ଜିଲା ଭେଡେନ୍‌ ଥାନା ନଧୀନ ଆଖିଫୁଟା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘରୁ ୩ ଜଣଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ହେଲେ, ଉକ୍ତ ଗ୍ରାମର ଟଙ୍କଧର ସାହୁ(୭୦), ପ୍ରଥମ ପତ୍ନୀ...

ବର୍ଷେ ପରେ ବି ହୋଇପାରିଲାନି ଜମି ଚିହ୍ନଟ

କେସିଙ୍ଗା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଫଟକାମାଲ ପଞ୍ଚାୟତରେ ସରକାରୀ ଗୋଚରଜମି ଉଚ୍ଛେଦ ପାଇଁ ମଙ୍ଗଳବାର ତହସିଲଦାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହା ସହ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସରପଞ୍ଚ ସଙ୍ଘର ସଭାପତି ସୁବୋଧ ରଣାଙ୍କ...

ଝାରସୁଗୁଡ଼ା ଉପନିର୍ବାଚନ: ନାମାଙ୍କନ ଦାଖଲ କଲେ ଦୀପାଳି

ଝାରସୁଗୁଡ଼ା,୧୮।୪ : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଦୀପାଳି ସମର୍ଥକମାନଙ୍କ ସହିତ ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି। ଏହି ଅବସରରେ ରାଜ୍ୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri