ଆମ ଜିଲା ଖବର

୨୯ ହଜାର ହେକ୍ଟର ଜମିକୁ ମାଡ଼ିବ ପାଣି

ଯୋଡ଼ା,୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ଡ୍ୟାମ୍‌ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବନ୍ଧରେ ଜଳ ସଂରକ୍ଷଣ ପାଇଁ ବୈତରଣୀ ନଦୀର ଜଳ ପ୍ରବାହକୁ ବନ୍ଧ ବାନ୍ଧି ଦିଆଯାଇଛି। ପ୍ରକଳ୍ପ...

୯ ଲିଜ୍‌ଧାରୀଙ୍କୁ ୧୪୭ କୋଟି ୩୭ ଲକ୍ଷ ଟଙ୍କା ଜରିମାନା

ଧର୍ମଶାଳା,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ପକ୍ଷରୁ ୯ ଜଣ ଲିଜ୍‌ଧାରୀଙ୍କୁ ଅଧିକ କଳାପଥର ଉତ୍ତୋଳନ ପାଇଁ ୧୪୭ କୋଟି ୩୭ ଲକ୍ଷ ୧ ହଜାର ୫୦୨ଟଙ୍କା ଜରିମାନା କରାଯାଇଛି। ସୋମବାର ତହସିଲଦାରଙ୍କ ସ୍ବାକ୍ଷରରେ ଏହି ନୋଟିସ ପ୍ରଦାନ କରାଯାଇଛି।...

ଆନ୍ଧ୍ରରେ ନିର୍ଯାତିତ ହୋଇ ଲୁଚି ଚାଲି ଆସିଲେ ୨ଶ୍ରମିକ

ମାଲକାନଗିରି, ୧୮ା୪ (ଡି.ଏନ୍‌.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ମାଲକାନଗିରି ଜିଲାରେ କାର୍ଯ୍ୟକାରୀ ହେଉଛି। ହେଲେ କେତେ ଜଣ ଠିକାଦାର, ଯନ୍ତ୍ରୀ ଅଳ୍ପ ସମୟରେ କାର୍ଯ୍ୟ ଶେଷକରିବା ଲାଗି କମ୍‌ସଂଖ୍ୟକ ଶ୍ରମିକଙ୍କୁ ନେଇ ରାତିଦିନ ମେଶିନ...

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀ ଅବହେଳିତ

କେନ୍ଦ୍ରାପଡ଼ା ଅଫିସ,୧୮।୪: ମଙ୍ଗଳବାର ବିଶ୍ୱ ଐତିହ୍ୟ ଦିବସ। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍‌ ମୁନମେଣ୍ଟ ଆଣ୍ଡ ସାଇଟ୍ସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ ଏହି ଦିବସ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ପଙ୍ଖା ନାହିଁ

ଯାଜପୁର ଟାଉନ,୧୮।୪: (ଡି.ଏନ.ଏ.) ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏବେ ଛଟପଟ ରୋଗୀ। ଅଧିକାଂଶ ସ୍ଥାନରେ ପଙ୍ଖା ନାହିଁ ା ଯେଉଁଠି ପଙ୍ଖା ଅଛି ତାହା ଅଚଳ ଅବସ୍ଥାରେ ଝୁଲୁଛି ା ଏବେ ତାପମାତ୍ର ୪୦ ଡିଗ୍ରୀ ଉପରେ ରହୁଥିବାରୁ...

ଠେଲାଗାଡ଼ି ଚାଳକଙ୍କ ଉପରେ ମାଡ଼ିଗଲା କଣ୍ଟେନର: ଉତ୍ତେଜନା

ରାୟଗଡ଼ା,୧୮।୪(ସ୍ବ.ପ୍ର.): ମଙ୍ଗଳବାର ଭୋରରେ ଜଣେ ଠେଲା ଚାଳକଙ୍କ ଉପରକୁ ଚଢ଼ିଗଲା କଣ୍ଟେନର। ରାଉରକେଲାରୁ ବିଶାଖାପାଟଣା ଯାଇଥିବା ଏକ କଣ୍ଟେନର ଭାରସାମ୍ୟ ହରାଇ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏପରି କି କଣ୍ଟନରଟି ମାଛ ନେଇ...

ବିରୂପା ନଦୀକୁ ଛୋଟି ପଞ୍ଚାୟତର ୫ ୱାର୍ଡବାସୀଙ୍କ ଭରସା

ଡେରାବିଶ,୧୮।୪: (ସ୍ବ.ପ୍ର.) ଡେରାବିଶ ବ୍ଲକର ଅଞ୍ଚଳ ସପ୍ତାହେ ହେବ ୪୦ ଡିଗ୍ରୀ ପାଖାପାଖି ତାପମାତ୍ରା ରହିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ବ୍ଲକର କେତେକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଯୋଗୁ ଲୋକେ ଅସ୍ତବ୍ୟସ୍ତ...

ଇସି ପ୍ରତ୍ୟାହାର ନେଇ କୁନ୍ଥକୁନ୍ଥ

ଯାଜପୁର ଅଫିସ,୧୮।୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ରହିଥିବା ମୂଲ୍ୟବାନ କଳାପଥର ବା ଗ୍ରାନାଇଟ ଏବେ ପ୍ରାୟ ସରିବାକୁ ଯାଉଛି। ଛୋଟବଡ଼ କରି ପ୍ରାୟ ୨୦୦ ଖାଦାନ ମଧ୍ୟରୁ ଏବେ ୮୫ଟି ଖାଦାନ ସରକାରୀ ଭାବେ ରହିଛି। ସେଥିରୁ...

ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ଶିକ୍ଷକ ଗୌରବ ସମ୍ମାନ

ବଡ଼ଚଣା,୧୮।୪:(ଡି.ଏନ୍‌.ଏ.):ବଡ଼ଚଣାର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବୃନ୍ଦାବନ କରଙ୍କୁ ଶିକ୍ଷକ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ଟାଙ୍ଗୀ ବିଦ୍ୟାପୀଠର ପ୍ଲାଟିନମ୍‌ ଜୁବ୍‌ଲି ସମାରୋହ -୨୦୨୩ ଅବସରରେ ପୁରାତନ ଛାତ୍ରସଂଘ ଦ୍ୱାରା ଆୟୋଜିତ ଉତ୍ସବରେ କରଙ୍କୁ ମାନପତ୍ର,ଉପଢୌକନ, ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯିବା ସହିତ...

ବେଆଇନ ଇଟାଭାଟି ଉପରେ ଚଢ଼ାଉ

ବରୀ,୧୮।୪:(ଡି.ଏନ.ଏ.) ବରୀ ତହସିଲ ଅଧୀନରେ ଦୀର୍ଘଦିନରୁ ଚାଲିଥିବା ବେଆଇନ ଇଟା ଉପରେ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଘରୋଇ କାମ ପାଇଁ ଇଟା ତିଆରି କରୁଥିବା ଦର୍ଶାଇ ଏହି ଇଟା...

ସଶକ୍ତ, ସମୃଦ୍ଧ ଓଡ଼ିଶା ଗଠନ ଉପରେ ଗୁରୁତ୍ୱ

ଧର୍ମଶାଳା,୧୮।୪:(ଡି.ଏନ.ଏ.): ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଧର୍ମଶାଳା ବିଜେଡି ପକ୍ଷରୁ ପାଳିତ ହୋଇଯାଇଛି। ସୋମବାର ସକାଳ ୭ରୁ ବିଜେଡି, ଯୁବ ବିଜେଡି, ମହିଳା ବିଜେଡି,ଛାତ୍ର ବିଜେଡି, ବିଜେଡି ଗାର୍ଲସ ୱିଙ୍ଗ ପକ୍ଷରୁ ଜାରକା ବଜାର, ଶାନ୍ତି ବଜାର, କାଏମା ଓ...

ସରପଞ୍ଚଙ୍କ ସ୍ବାମୀଙ୍କ ଆକ୍ରମଣରେ ୩ ଶ୍ରମିକ ଆହତ

ବିଞ୍ଝାରପୁର,୧୮।୪:(ଡି.ଏନ.ଏ.) ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ଟିଣା ପଞ୍ଚାୟତରେ ଏକ ରାସ୍ତା ନିର୍ମାଣକୁ ବିରୋଧ କରିବାକୁ ନେଇ ଗଣ୍ଡଗୋଳ ଘଟିଛି ା ରାସ୍ତା ନିର୍ମାଣ କରୁଥିବା ଶ୍ରମିକମାନଙ୍କୁ ଟିଣା ପଞ୍ଚାୟତର ସରପଞ୍ଚ ବିଟାରଶ୍ମି ନାୟକଙ୍କ ସ୍ବାମୀ ଉକତ୍ଳକାନ୍ତ ନାୟକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri