ଆମ ଜିଲା ଖବର

ସଶକ୍ତ, ସମୃଦ୍ଧ ଓଡ଼ିଶା ଗଠନ ଉପରେ ଗୁରୁତ୍ୱ

ଧର୍ମଶାଳା,୧୮।୪:(ଡି.ଏନ.ଏ.): ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଧର୍ମଶାଳା ବିଜେଡି ପକ୍ଷରୁ ପାଳିତ ହୋଇଯାଇଛି। ସୋମବାର ସକାଳ ୭ରୁ ବିଜେଡି, ଯୁବ ବିଜେଡି, ମହିଳା ବିଜେଡି,ଛାତ୍ର ବିଜେଡି, ବିଜେଡି ଗାର୍ଲସ ୱିଙ୍ଗ ପକ୍ଷରୁ ଜାରକା ବଜାର, ଶାନ୍ତି ବଜାର, କାଏମା ଓ...

ସରପଞ୍ଚଙ୍କ ସ୍ବାମୀଙ୍କ ଆକ୍ରମଣରେ ୩ ଶ୍ରମିକ ଆହତ

ବିଞ୍ଝାରପୁର,୧୮।୪:(ଡି.ଏନ.ଏ.) ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ଟିଣା ପଞ୍ଚାୟତରେ ଏକ ରାସ୍ତା ନିର୍ମାଣକୁ ବିରୋଧ କରିବାକୁ ନେଇ ଗଣ୍ଡଗୋଳ ଘଟିଛି ା ରାସ୍ତା ନିର୍ମାଣ କରୁଥିବା ଶ୍ରମିକମାନଙ୍କୁ ଟିଣା ପଞ୍ଚାୟତର ସରପଞ୍ଚ ବିଟାରଶ୍ମି ନାୟକଙ୍କ ସ୍ବାମୀ ଉକତ୍ଳକାନ୍ତ ନାୟକ...

ଆଜି ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ

ପୁରୀ ଅଫିସ, ୧୮ା୪: ଚଳିତ ମାସ ୨୩ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଅକ୍ଷୟ ତୃତୀୟା ଅନୁଷ୍ଠିତ ହେବ। ଏହି ଦିନଠାରୁ ନରେନ୍ଦ୍ର ପୁଷ୍କରିଣୀରେ ବାହାରଚନ୍ଦନଯାତ୍ରା ଆରମ୍ଭ ହେବା ସହ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ...

ବିଜୁଙ୍କ ପୁଣ୍ୟତିଥିରେ ରକ୍ତଦାନ ଶିବିର

ବରୀ,୧୮।୪:(ଡି.ଏନ.ଏ.) ବିଜୁ ପଟ୍ଟାନାୟକଙ୍କ ପୂଣ୍ୟତିଥିରେ ବରୀ ବ୍ଲକ୍‌ ଅଧୀନ ଅଟିରା ପଞ୍ଚାୟତ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବରୀ ବିଧାୟିକା ସୁନନ୍ଦା ଦାସ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ସହିତ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଏହି...

ଅବହେଳିତ ଅବସ୍ଥାରେ ପ୍ରାଚୀନ ମଠ, ମନ୍ଦିର

ପୁରୀ ଅଫିସ, ୧୮ା୪:: ହିନ୍ଦୁମାନଙ୍କ ଶ୍ରେଷ୍ଠ ଚାରି ଧାମ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। କଳା, ସଂସ୍କୃତି ଓ ଐତିହ୍ୟର ଏହି କ୍ଷେତ୍ର ଦେଶର ଅନ୍ୟତମ ପ୍ରାଚୀନ ଐତିହ୍ୟ ପୀଠ ଭାବେ ପରିଚିତ। ତେବେ କାଳକ୍ରମେ ଶ୍ରୀକ୍ଷେତ୍ରର ଐତିହ୍ୟ ଭୁଶୁଡ଼ିଗଲାଣି। ରକ୍ଷଣାବେକ୍ଷଣ...

ମୋଦି ହଟାଅ, ସମ୍ବିଧାନ ବଞ୍ଚାଅ ସ୍ଲୋଗାନରେ କମ୍ପିଲା ଯାଜପୁର

ଯାଜପୁର ଟାଉନ,୧୮।୪: (ଡି.ଏନ.ଏ.) ଅଖିଳ ଭାରତ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ପ୍ରଦେଶ କଂଗ୍ରେସର ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନରେ ଯାଜପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ଜୟ ଭାରତ ସତ୍ୟାଗ୍ରହ ଏବଂ ବିକ୍ଷୋଭ ସମାବେଶ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ମେଗା ପ୍ରକଳ୍ପରୁ ଝରୁନି ପାଣି

ଯାଜପୁର ଅଫିସ,୧୮ା୪: ଗ୍ରୀଷ୍ମର ପ୍ରକୋପ ବଢ଼ିଛି। ଏଥିଯୋଗୁ ଭୂତଳ ଜଳସ୍ତର ଧୀରେ ଧୀରେ କମିବାରେ ଲାଗିଛି। ଏହାସହ ନଳକୂପ, ନଈ, ପୋଖରୀ, ଖୋଲା କୂପ ଆଦି ଶୁଖିଲାଣି। ପାଣି ପାଇଁ ଗ୍ରାମାଞ୍ଚଳ ଲୋକେ ଡହଳବିକଳ ହେଉଛନ୍ତି। ଏଭଳି ଜଟିଳ ପରିସ୍ଥିତିର...

ଅସନ୍ତୁଷ୍ଟ ହେଲେଣି ଅଭିଭାବକ

ବଇଣ୍ଡା,୧୮।୪: (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଥିବା ହାଇସ୍କୁଲଗୁଡ଼ିକ ମଧ୍ୟରୁ ସର୍ବାଧିକ ଛାତ୍ରୀଛାତ୍ର ଏଠାରେ ପଢ଼ୁଛନ୍ତି। ହଷ୍ଟେଲ ସୁବିଧା ଥିବାରୁ ଜିଲା ବାହାରର ଛାତ୍ରୀମାନେ ଏହି ବିଦ୍ୟାଳୟରେ ପଢ଼ିବାକୁ ଆଗ୍ରହ ଦେଖାଉଛନ୍ତି। ହେଲେ ଶିକ୍ଷକ ଅଭାବ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟ...

ବାଇପାସ୍‌ ଛକରେ ଘଣ୍ଟାଏ ରାସ୍ତାରୋକ

ଡେଙ୍କାନାଳ ଅଫିସ୍‌,୧୮।୪: ଢେଙ୍କାନାଳ ସଂସଦୀୟ କ୍ଷେତ୍ର ମଧ୍ୟଦେଇ ଯାଇଥିବା ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ଅହେତୁକ ବିଳମ୍ବ ହେଉଛି। ଏହାର ପ୍ରତିବାଦରେ ସୋମବାର ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ୧ ଘଣ୍ଟା...

ଦେଶର ୩୩ ତମ ସ୍ଥାନରେ ଢେଙ୍କାନାଳ କଲେଜ

ଡେଙ୍କାନାଳ ଅଫିସ୍‌,୧୮।୪: ଉନ୍ନତ ଭିତ୍ତିଭୂମି, ଶିକ୍ଷାଦାନରେ ଗୁଣବତ୍ତା, କର୍ମଶାଳା, ପାଠଚକ୍ର, ପରୀକ୍ଷାଫଳ, ପରିବେଶ ଆଦିକୁ ନେଇ ଏଜୁକେଶନ ଓ୍ବାଲର୍‌ଡ ପକ୍ଷରୁ ସର୍ବଭାରତୀୟସ୍ତରରେ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକର ର଼୍ୟାଙ୍କିଙ୍ଗ କରାଯାଇଥିବାବେଳେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ଦେଶର ୩୩ ତମ ସ୍ଥାନରେ ରହିଛି। ଏହି...

ଦେଶରେ ଗଞ୍ଜାମ ଜିଲା ପରିଷଦ, ହିଞ୍ଜିଳି ବ୍ଲକ ଶ୍ରେଷ୍ଠ

ଛତ୍ରପୁର/ହିଞ୍ଜିଳିକାଟୁ,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପରିଷଦ ଦେଶରେ ଶ୍ରେଷ୍ଠ ଏବଂ ହିଞ୍ଜିଳି ବ୍ଲକକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

୫୦ ପରିବାରଙ୍କ ସମସ୍ୟା ସମାଧାନ ହୋଇପାରୁନି

ଅତିରିକ୍ତ ଜିଲାପାଳ ଅଭିଯୋଗ ଶୁଣିଲେ ଭଞ୍ଜନଗର,୧୮।୪(ଡି.ଏନ.ଏ.) ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ ଅନୁପସ୍ଥିତିରେ ଗଞ୍ଜାମ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ ଆସିଥିବା ଅଭିଯୋଗ ଗୁଡିକ ଶୁଣିଥିଲେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri