ଆମ ଜିଲା ଖବର

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ

କଟକ ଅଫିସ,୧୭ା୪: କିଛି ଦିନର ବ୍ୟବଧାନ ପରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ପୁଣି ଥରେ ଅଣଛାତ୍ରଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ହଷ୍ଟେଲ ଅନ୍ତେବାସୀଙ୍କୁ ଅଣଛାତ୍ରମାନେ ଆକ୍ରମଣ କରିବା ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ଉତ୍ତେଜନା ଦେଖିବାକୁ ମିଳିଥିଲା। ଏ ନେଇ...

ଜଳକଷ୍ଟ: ଦୂଷିତ ଚୁଆ ପାଣି ଭରସା

ପୋଟେରୁ, ୧୭ା୪(ଡି.ଏନ.ଏ.): ପ୍ରତି ଘରେ ପାନୀୟ ଜଳ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବ କ୍ଷେତ୍ରରେ ଏଥିରୁ ଲୋକେ ସୁଫଳ ପାଉନାହାନ୍ତି। ଖରାଦିନ ଆସିଲେ ଅନେକ ସ୍ଥାନରେ ଜଳକଷ୍ଟ ଦେଖିବାକୁ ମିଳୁଛି। ପୋଟେରୁ ଅଞ୍ଚଳର...

ପୋଲ ନିର୍ମାଣରେ ବ୍ୟବହାର ହେଉଛି ମୂଲ୍ୟବାନ୍‌ କାଠ

ନୂଆଗାଁ,୧୭।୪(ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ନୂଆଗାଁ ବ୍ଲକର ମୀନାଗାଡିଆଠାରୁ ରଗଡିମଡ଼ା ମୁଖ୍ୟମନ୍ତ୍ରୀ ସଡ଼କର ନିର୍ମାଣ ଚାଲିଛି। ଉକ୍ତ ରାସ୍ତାରେ ନିର୍ମାଣ କରାଯାଇଥିବା ପୋଲରେ ମୂଲ୍ୟବାନ କାଠ ବ୍ୟବହାର ହୋଇଥିବା ଅଭିଯୋଗ ହେଉଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା...

କୁଆଁରିଆ ନଦୀ ପଠାରୁ ଅତଡ଼ା ଖସୁଛି

ଖଣ୍ଡପଡ଼ା,୧୭ା୪(ସ୍ବ.ପ୍ର.): କୁଆଁରିଆ ନଦୀରେ ବନ୍ୟା ଆସିଲେ ପଠାରୁ ଅତଡା ଖସୁଛି। ଏହି ସମସ୍ୟା କୁଆଁରିଆ ନଦୀ ତଟବର୍ତ୍ତୀ ଖଣ୍ଡପଡ଼ା ବ୍ଲକ ଅଧୀନ ବଳଭଦ୍ରପ୍ରସାଦ, କୁମ୍ଭାରପଡ଼ା, ରୟତଢୋଲମରା, କୋସକା, କିଆଝର ଓ ଗଡିଆସାହି ଆଦି ୬ ପଞ୍ଚାୟତବାସୀଙ୍କ ପାଇଁ ସମସ୍ୟା ସୃଷ୍ଟି...

ଖପ୍ରାଖୋଲରେ ଆଇଆଇଏମ୍‌ଏର ଛାତ୍ରୀ

ଖପ୍ରାଖୋଲ,୧୭ା୪(ଡି.ଏନ.ଏ.): ବର୍ତ୍ତମାନ ସମୟରେ କୃଷି ଉପରେ ପାଣିପାଗ ପରିବର୍ତ୍ତନର ଅନେକ ପ୍ରଭାବ ପଡ଼ୁଥିବା ବେଳେ ଚାଷୀ କିପରି ଏହାର ସାମ୍ନା କରୁଛି ସେ ନେଇ ଆଇଆଇଏମଏର ଗବେଷଣା କରୁଥିବା ତିନି ଜଣ ଛାତ୍ରୀ ଖପ୍ରାଖୋଲରେ କେତେଜଣ ଚାଷୀଙ୍କୁ ଭେଟି ଆଲୋଚନା...

ପୁରୀ, କୋଣାର୍କ ବୁଲିଲେ ୮ ଦେଶର ପ୍ରତିନିଧି ମଣ୍ଡଳୀ

ପୁରୀ ଅଫିସ/କୋଣାର୍କ,୧୭ା୪ (ଡି.ଏନ୍‌.ଏ): ଚଳିତ ବର୍ଷ ଭାରତରେ ଜି-୨୦ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ଉକ୍ତ ବୈଠକରେ ଅଧ୍ୟକ୍ଷତା କରୁଛି। ତେଣୁ ଜି-୨୦ ସମ୍ମିଳନୀକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି...

ଜନ୍ମରୁ ଝିଅକୁ ପୋଲିଓ, ସ୍ବାମୀଙ୍କୁ ପକ୍ଷାଘାତ

ରାଜକନିକା,୧୭ା୪ (ଡି.ଏନ୍‌.ଏ.): ମୁଣ୍ଡ ଗୁଞ୍ଜିବାକୁ ଘରଖଣ୍ଡେ ନାହିଁ କି ଚାଷ କରି ଚଳିବାକୁ ଜମି ଗୁଣ୍ଠେ ନାହିଁ। ସେପଟେ ସ୍ବାମୀ ମୂଲପାତି ଲାଗି ଆମକୁ ଦି’ଓଳି ଦି’ମୁଠା ଖାଇବାକୁ ଦେବାକୁ ସାମର୍ଥ୍ୟ ବି ନାହିଁ। ସଂସାର ମଧ୍ୟରେ ସତେଯେମିତି ଭଗବାନ...

ଝାମୁଯାତ୍ରା ଗହଳିରେ ଲୁଟେରା ମାତିଛନ୍ତି

ମହାକାଳପଡ଼ା,୧୭ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ସ୍ଥିତ ମା’ ଦରିଆପାରି ରାମଚଣ୍ଡୀ ମନ୍ଦିର ବିଜେସ୍ଥଳରେ ଝାମୁଯାତ୍ରାର ଗହଳି ପରିଲକ୍ଷିତ ହୋଇଥିଲା। ମା’ଙ୍କ ପୀଠ ପରିସରରେ ବିଭିନ୍ନ ଦୋକାନ ବଜାର ପସରା ମେଲାଇଥିବା ବେଳେ ଭିଡ଼ ମଧ୍ୟରେ ସୁଯୋଗ...

ବଲାଙ୍ଗୀରରୁ ଫେରିଗଲେ କ୍ରାଇମ୍‌ବ୍ରାଞ୍ଚ ଟିମ

ବଲାଙ୍ଗୀର ଅଫିସ,୧୭ା୪: ବହୁଚର୍ଚ୍ଚିତ ଜାଲ୍‌ ସାର୍ଟିଫିକେଟ ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ୧୫ ଦିନର ତଦନ୍ତ ପରେ ବଲାଙ୍ଗୀରରୁ କ୍ୟାମ୍ପ ଉଠାଇ ନେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ସକାଳେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ଶନିବାର ବିଳମ୍ବିତ...

ଫେକର ଗେଟ୍‌ ସମ୍ମୁଖରେ ୧୪୪ ଧାରା ଆଉ ୪୮ ଘଣ୍ଟା ବଢ଼ିଲା

ଭଦ୍ରକ ଅଫିସ,୧୭ା୪: ଭଦ୍ରକ ରାନ୍ଦିଆରେ ଥିବା ଫେକର କମ୍ପାନୀର ୨୦୦ ମିଟର ଅଞ୍ଚଳରେ ସୋମବାର ସକାଳ ୬ଟାରୁ ୧୯ଏପ୍ରିଲ ବୁଧବାର ସକାଳ ୬ଟା ପର୍ଯ୍ୟନ୍ତ ୧୪୪ଧାରାକୁ ବଳବତ୍ତର କରାଯାଇଛି। ଗତ ମଙ୍ଗଳବାର କମ୍ପାନୀରେ ଫରନେସ ଚାର୍ଜିଙ୍ଗ ବେଳେ ନିଆଁ ଲାଗି...

ଶୁଖିଲା ପଟ୍ଟାମୁଣ୍ଡାଇ କେନାଲରେ ପାଣି ଛାଡ଼ିବାକୁ ଦାବି

ପଟ୍ଟାମୁଣ୍ଡାଇ,୧୭।୪(ସ୍ବ.ପ୍ର.): କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ସପ୍ତାହେ ହେଲା କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଦିନ ୧୦ଟା ପରେ ଘରୁ ପଦାକୁ ଗୋଡ଼ କାଢ଼ି ହେଉନାହିଁ। ଦିନର ତାପମାତ୍ରା...

ଅଭିଯୋଗକାରୀଙ୍କ ଓକିଲଙ୍କୁ ଥାନାରେ ପିଟିବାକୁ ବିଡିଓଙ୍କ ଧମକ

ଜଗତ୍‌ସିଂହପୁର ଅଫିସ, ୧୭ା୪: ଜଗତ୍‌ସିଂହପୁର ବିଡିଓ ସାଗର ନନ୍ଦଙ୍କ ନାମରେ ଜଗତ୍‌ସିଂହପୁର ଥାନାରେ ସଙ୍ଗିନ ଅଭିଯୋଗ ହୋଇଛି। ଏହି ଥାନା ଅନ୍ତର୍ଗତ ସଭାମୂଳ ଟିଟିଗାଁର ଦେବେନ୍ଦ୍ର ଦାସ (୪୨) ନାମକ ବ୍ୟକ୍ତିଙ୍କ ଜାତିକୁ ନେଇ ବିଡିଓ ନନ୍ଦ ଆକ୍ଷେପ କରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri