ଆମ ଜିଲା ଖବର

ଡେରାବିଶ ତାପମାତ୍ରା ୪୦ ଛୁଇଁଲା

ଡେରାବିଶ,୧୬।୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ ତାପମାତ୍ରାର ବୃଦ୍ଧି ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ା ଏଥିରୁ ବି ବାଦ ପଡ଼ିନି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକର ବିଭିନ୍ନ ପଞ୍ଚାୟତ ା ଶନିବାର ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ର...

ସୂର୍ଯ୍ୟମୁଖୀ ଚାଷକୁ ମିଳୁନାହିଁ ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୧୬।୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି ା ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ ା ପ୍ରଥମ ବର୍ଷର...

ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ଧାର୍ମିକ ସହର ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ...

କୋଟିଆରେ ଆନ୍ଧ୍ର ଆଧାର କ୍ୟାମ୍ପ

କୋଟିଆ ସୀମା ବିବାଦ ଅଦାଲତରେ ବିଚାରାଧୀନ ରହିଛି। ହେଲେ ଅନୁପ୍ରବେଶ ବନ୍ଦ ହେଉ ନାହିଁ। ଆନ୍ଧ୍ର ପକ୍ଷରୁ କେତେବେଳେ ଓଡ଼ିଶା ସୀମାନ୍ତ ଗ୍ରାମରେ ପ୍ରବେଶ କରି ନିର୍ବାଚନ ପାଇଁ ଚେଷ୍ଟା କରାଯାଉଛି ତ ଆଉ କେତେବେଳେ ଲୋକଙ୍କୁ ବିଭିନ୍ନ ପ୍ରଲୋଭନ...

ପରିତ୍ୟକ୍ତ ଖଣି ପାଣିରୁ ମିଳିଲା ଯୁବକଙ୍କ ମୃତଦେହ

କେନ୍ଦୁଝର,୧୫ା୪(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ତୁଳସୀଚଉରା ଗ୍ରାମ ନିକଟରେ ଥିବା ଏକ ବନ୍ଦ ପଥର ଖଣି ପାଣି ଭିତରୁ ଏକ ମୃତଦେହ ଜବତ ହୋଇଛି। ମୃତ ଯୁବକଙ୍କ ନାମ ଭବେଶ ପିଠାଡିଆ (୨୦) ଏବଂ ତାଙ୍କ ଘର କେନ୍ଦୁଝର ସହର...

ବ୍ଲକ କାର୍ଯ୍ୟାଳୟ ମିଟରରେ ଲାଗିଲା ନିଆଁ, କର୍ମଚାରୀ ଭୟଭୀତ

କୋରୁକୋଣ୍ଡା,୧୫ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ଶନିବାର ସମସ୍ତ କର୍ମଚାରୀ ନିଜ ନିଜ କାର୍ଯ୍ୟରେ ବ୍ୟସ୍ତ ଥିବା ବେଳେ ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ବିଦ୍ୟୁତ ମିଟର ନିକଟରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଫଳରେ ଏହା ଦେଖି କର୍ମଚାରୀମାନେ...

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା...

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହରରେ ବୌଦ୍ଧ ପରିଗଣିତ ହୋଇଛି। ଆଜି ବୌଦ୍ଧରେ ୪୨.୫...

ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁକନ୍ୟାର ଜୀବନ

କେନ୍ଦୁଝର,୧୫ା୪(ସ୍ବ.ପ୍ର.): ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଧଳାଡିହି ଗ୍ରାମରେ ଶନିବାର ଅପରାହ୍ନରେ ଏକ ହାଇଓ୍ବା ଧକ୍କାରେ ୩ ବର୍ଷ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ମୃତ ଶିଶୁ ଜଣକ ତପନ ବାରିକଙ୍କ ଝିଅ ଖୁସି ବୋଲି ଜଣାପଡ଼ିଛି। ଆଜି ଅପରାହ୍ନରେ ଧଳାଡିହି...

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକାଙ୍କ ନାମ ସାହାରପଡ଼ା ବ୍ଲକ ଉଦୟପୁର ଗ୍ରାମର ରାଜକିଶୋର...

ମନ୍ତ୍ରୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ପରେ ଇସ୍ତଫା ଦାବି କଲା ଭାଜପା

ବେଗୁନିଆପଡ଼ା,୧୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବିଧାୟକ ତଥା ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଁରେ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିବା ପରେ ଚର୍ଚ୍ଚାର ବିଷୟ ହୋଇଛି । ଘଟଣାକୁ ନେଇ ଶନିବାର କୋଦଳା ଭାଜପା ପକ୍ଷରୁ କୋଦଳା ଥାନାରେ...

୨୦ ଦିନରେ ମୋହରିର ସଂଘର ଧାରଣା

ଆନନ୍ଦପୁର,୧୫ା୪(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଧାରଣା ୨୦ ଦିନରେ ପହଞ୍ଚିଛି। ଆନନ୍ଦପୁର ବିକାଶ ପରିଷଦର ଆହ୍ବାନରେ ମାର୍ଚ୍ଚ ୨୭ରୁ ଜିଲା ଦାବି ପ୍ରସଙ୍ଗକୁ ନେଇ ଧାରଣା ଆରମ୍ଭ ହୋଇଥିଲା। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri