ଆମ ଜିଲା ଖବର

ବେଆଇନ ଭାବେ ବିକ୍ରି ହେଉଛି ପେଟ୍ରୋଲ, ଡିଜେଲ

ବାଲିମେଳା,୧୫ା୪(ଡି.ଏନ୍‌.ଏ.) ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳ ସମେତ ବାଲିମେଳା ସହରର ଅଧିକାଂଶ ପାନଦୋକାନ, ତେଜରାତି ଦୋକାନରେ ବିନା ଲାଇସେନ୍ସରେ ପ୍ରତ୍ୟହ ଶହ ଶହ ଲିଟର ପେଟ୍ରୋଲ, ଡିଜେଲ ବେଆଇନ ଭାବେ ଚଢ଼ା ଦରରେ ବିକ୍ରି ହେଉଥିବା ଅଭିଯୋଗ...

ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳାଦେଶ ଯାତ୍ରା ଆରମ୍ଭ

ରସୁଲପୁର,୧୫।୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳର ଐତିହାସିକ ସିଂହାପୁର ଯାତ୍ରା ଅବସରରେ ପ୍ରଭୁ ନାରାୟଣ ଗୋସାଇଁଙ୍କ ୩ ଦିନିଆ ସ୍ଥଳାଦେଶ ଯାତ୍ରା ମହାବିଷୁବ ସଂକ୍ରାନ୍ତି ତିଥି ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଯାତ୍ରାରେ ନାରାୟଣ ଗୋସାଇଁଙ୍କ ଜଳକ୍ରୀଡ଼ା ଯାତ୍ରା ଦର୍ଶନ ପାଇଁ ୧୦...

ସକାଳ ହେଲେ ସଙ୍କଟ

ବଇଣ୍ଡା, ୧୫ା୪ (ଡି.ଏନ.ଏ.) ରାତି ପାହିବାଠାରୁ ରାତି ହେବା ଯାଏ ପାଣି ବିନା ଜୀବନଚର୍ଯ୍ୟା ଅଚଳ। ହେଲେ ଏହି ବାସ୍ତବତାକୁ ବୁଝିପାରୁନି କିଶୋରନଗର ବ୍ଲକ ପ୍ରଶାସନ। କାରଣ ହଣ୍ଡପା ପଞ୍ଚାୟତର ୯ ଗ୍ରାମକୁ ଏଯାଏ ପାଇପ୍‌ ପାଣିର ବ୍ୟବସ୍ଥା ହୋଇ...

କେନ୍ଦ୍ରୀୟ ଯୋଜନା ବୁଝାଇଲେ ଗିରିରାଜ

ଆଠମଲ୍ଲିକ, ୧୫।୪ (ଡି.ଏନ.ଏ.): କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଠମଲ୍ଲିକ ବ୍ଲକ ନଅଗାଁ ପଞ୍ଚାୟତର କମଳପୁର ଗଁାରେ ସ୍ବେଚ୍ଛାସେବୀ ସଙ୍ଗଠନ ବ୍ୟାକ୍‌...

ଆଉ ୪୮ ଘଣ୍ଟା ୧୪୪ ବଳବତ୍ତର

ଭଦ୍ରକ ଅଫିସ,୧୫।୪:  ଭଦ୍ରକ ରାନ୍ଦିଆସ୍ଥିତ ଫେକର କମ୍ପାନୀରେ ଗତ ମଙ୍ଗଳବାର ଫର୍ନେସ ଚାର୍ଜିଂ ବେଳେ ନିଅଁା ଲାଗି ୨ ଅପରେଟର ଗୁରୁତର ହେବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ପ୍ରଶାସନ...

କାନ୍ଥ ପଡ଼ି ଶ୍ରମିକ ମୃତ

ଛେଣ୍ଡିପଦା,୧୫।୪(ସ୍ବ.ପ୍ର.): ଅନୁଗୋଳ ଜିଲା ବାଗଡିଆ ଥାନା ଟାଙ୍ଗିରି ପଞ୍ଚାୟତର ନୂଆପଡା ଗ୍ରାମରେ ଘର କାନ୍ଥ ପଡି ଶୁକ୍ରବାର ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନୂଆପଡା ଗ୍ରାମର ବାମନ ବେହେରା। ଘଟଣାରୁ ପ୍ରକାଶ, ନୂଆପଡା ଗ୍ରାମର ଟୁନା ମହାପାତ୍ରଙ୍କ...

ବ୍ରାହ୍ମଣୀ ନଦୀଜଳ ପ୍ରଦୂଷଣ ଅପରିବର୍ତ୍ତିତ

ଯାଜପୁର ଅଫିସ,୧୫।୪: ଶିଳ୍ପ ଯୋଗୁ ଅର୍ଥନୀତି ବିକାଶ ହୋଇପାରେ। ହେଲେ ଶିଳ୍ପରୁ ନିର୍ଗତ ଦୂଷିତ ପାଣି ଯୋଗୁ ନଦୀ ଓ ନାଳ ଜଳ ବିଷାକ୍ତ ହେବାରେ ଲାଗିଛି। ଓଡ଼ିଶାର ପ୍ରମୁଖ ନଦୀ ଓ ନାଳର ଜଳମାନ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଜଳସମ୍ପଦ...

ସୁଧୁରିବ ଟ୍ରାଫିକ୍‌ ବ୍ୟବସ୍ଥା, ଉଠିବେ ଉଠା ଦୋକାନୀ

ଅନୁଗୋଳ ଅଫିସ, ୧୫ା୪: ଅନୁଗୋଳ ସହରରେ ପାର୍କିଂ ବ୍ୟବସ୍ଥାକୁ ନେଇ ବାରମ୍ବାର ଆପତ୍ତି ଉଠିବା ପରେ ଜିଲା ପ୍ରଶାସନ ତପତ୍ରତା ଦେଖାଇଛି। ସେହିପରି ଉଠା ଦୋକାନୀଙ୍କ କାରଣରୁ ସହରରେ ଟ୍ରାଫିକ ସମସ୍ୟା ଦେଖାଦେଉଥିବାରୁ ଏଥିରେ ସୁଧାର ଆଣିବାକୁ ଜିଲା ପ୍ରଶାସନ...

‘ସମର ତରଙ୍ଗ’ ଦିଲ୍ଲୀ ନେବାକୁ ଉଦ୍ୟମ ହେବ

ଢେଙ୍କାନାଳ ଅଫିସ, ୧୫ା୪- ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳା ପରିଷଦ ପକ୍ଷରୁ ଶୁକ୍ରବାର ସମର କବି ବ୍ରଜନାଥ ବଡ଼ଜେନାଙ୍କ ଜୟନ୍ତୀ ଅବସରରେ ଗୀତିନାଟ୍ୟ ସମର ତରଙ୍ଗ ସ୍ଥାନୀୟ ମିନି ଷ୍ଟାଡିୟମରେ ପରିବେଷଣ ହୋଇଥିଲା। ମୁଖ୍ୟ ଅତିଥି ଭାବେ ରାଜ୍ୟ ମୁଖ୍ୟ...

ଖଡ଼ି, ଇକଡ଼ ବାଡ଼ିରେ ୩୦ଫୁଟ୍‌ ଉଚ୍ଚରେ ନିଆଁ

ଭୋଗରାଇ, ୧୫।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁଳିଦା ପଞ୍ଚାୟତ କୁଳିଦା, ମଧୁପୁର, ଚାନ୍ଦକୁସୁମି, ମହାଦିଆ ଆଦି ଗ୍ରାମର ଜମିରେ ପାନଚାଷ ପାଇଁ ବ୍ୟବହୃତ ହେଉଥିବା ଖଡ଼ି, ଇକଡ଼ ବାଡ଼ିରେ ୩୦ ଫୁଟ ଉଚ୍ଚରେ ନିଅଁା ଜଳୁଛି। ଶୁକ୍ରବାର...

ପ୍ରଥମେ ଉପରଦାନ୍ତ ଉଠିଲେ କୁକୁର ସହ ବାହାଘର

ସୋର, ୧୪ା୫(ଡି.ଏନ.ଏ.):  ପରମ୍ପରା ନାମରେ ଏବେବି ଲୋକଙ୍କ ମନରେ ବସା ବାନ୍ଧିଛି ଅନ୍ଧବିଶ୍ୱାସ। ବିବାହ ବେଳେ ମଙ୍ଗଳଦୋଷ ଥିଲେ ପୁଅ କିମ୍ବା ଝିଅର ରିଷ୍ଟ ଖଣ୍ଡନ ଲାଗି ପ୍ରଥମେ ସାହାଡ଼ା ଗଛକୁ ବିବାହ କରାଯାଉଥିବା ପୂର୍ବରୁ ଆମେ ଶୁଣିଛେ। ହେଲେ...

୨୦ବର୍ଷ ହେଲା ପୁଅର ଫେରିବା ବାଟକୁ ଅପେକ୍ଷା

ସିମୁଳିଆ, ୧୫ା୪(ଡି.ଏନ.ଏ.): ଦିନେ କିମ୍ବା ଦୁଇଦିନ ନୁହେଁ, ୨୦ବର୍ଷ ହେଲା ପୁଅର କିଛି ପତ୍ତା ନାହିଁ। ବିଭିନ୍ନ ମନ୍ଦିର, ସାଧକ, ଜ୍ୟୋତିଷଙ୍କ ନିକଟକୁ ବୁଝାବୁଝି ପାଇଁ ଯାଇ ଅନେକ ଟଙ୍କା ଖର୍ଚ୍ଚ କରିସାରିଲେଣି। ସମସ୍ତଙ୍କଠାରୁ ଆଶ୍ୱାସନା ମିଳୁଛି । ତେବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri