ଆମ ଜିଲା ଖବର

କଲଭର୍ଟରେ ଆଶ୍ରିତ ବୃଦ୍ଧ ଦମ୍ପତି ଗଲେ ବୃଦ୍ଧାଶ୍ରମ

ଲୋଇସିଂହା,୧୩।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା ପଞ୍ଚାୟତର ଏକ ବୃଦ୍ଧ ଦମ୍ପତି ଗତ ଦୁଇସପ୍ତାହ ହେଲା ପିଡବ୍ଲ୍ୟୁଡି ରାସ୍ତାର କଲଭର୍ଟରେ ଆଶ୍ରୟ ନେଇଥିଲେ। ସେମାନେ ହେଲେ ବିରକେଲ ଗ୍ରାମର ହଜାରୁ କାଲସାଏ(୭୦) ଓ ତାଙ୍କ ସ୍ତ୍ରୀ ଝିରିଲି ସାହୁ(୬୫)।...

ନିମ୍ନମାନର କାମ ନେଇ ସିଡିଏମ୍‌ଓଙ୍କଠାରେ ଅଭିଯୋଗ

କେସିଙ୍ଗା,୧୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମପଞ୍ଚୟତ ବାଲସି ଗ୍ରାମରେ ନିର୍ମାଣାଧୀନ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ନିମ୍ନମାନର କାମ ଓ ବିନା ସୂଚନା ଫଳକରେ ଚାଲିଛି। ଏ ନେଇ ଗ୍ରାମବାସୀ ସିଡିଏମଓଙ୍କ ନିକଟରେ ଅଭିଯୋଗ କରାଯାଇଛି। ଏହି କାମରେ...

ଶୁଖିଯାଉଛି ଧାନକାନ୍ଦି

ସରଣ୍ଡା,୧୩ା୪(ଡି.ଏନ.ଏ.): ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ ଜିଲା ଅତାବିରା ବ୍ଲକ ଅଞ୍ଚଳରେ ଚାଷୀ ଚଳିତ ବର୍ଷ ରବିଧାନ କ୍ଷେତରେ ଅଜଣା ରୋଗପୋକର ସାମ୍ନା କରିଛନ୍ତି। ବହୁକଷ୍ଟରେ ଫସଲ ଉଠିଆ କରିଥିବା ବେଳେ ଧାନ କେଣ୍ଡା ବାହାରିବା ସମୟରେ ଅଜଣା ପୋକ...

ମିଳୁଛି ରୋଗୀସେବା, ବାହାରୁ କିଣିବାକୁ ପଡ଼ୁଛି ଔଷଧ

ତେନ୍ତୁଳିଖୁଣ୍ଟି,୧୩।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାସ୍ଥିତ ଇନ୍ଦ୍ରାବତୀ ପ୍ରକଳ୍ପ ଡାକ୍ତରଖାନା ଉପରେ ସଦର ବ୍ଲକର ୪, ନନ୍ଦାହାଣ୍ଡି ବ୍ଲକର ୨, କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକର ୫ ଓ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ୨ ପଞ୍ଚାୟତବାସୀ ନିର୍ଭର...

ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟ ପୁଣି ଭାଙ୍ଗିଲେ ଦୁର୍ବୃତ୍ତ

ଝରିଗାଁ, ୧୩।୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ବିବାଦୀୟ ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟକୁ ପୁଣି ଥରେ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଏ ନେଇ ପିଇଓ ଛବିଲାଲ ସାହୁ ଝରିଗାଁ ଥାନାରେ ଏତଲା ଦେଇଛନ୍ତି। ଝରିଗାଁ ପୋଲିସ କେସ୍‌ ନଂ. ୮୪/୨୩ରେ...

ନୟାଗଡ଼ ପୋଷ୍ଟାଲ ଡିଭିଜନରେ ନକଲି ସାର୍ଟିଫିକେଟ

ନୟାଗଡ଼ ଅଫିସ,୧୩।୪: ଡାକସେବକ ପଦବୀ ପାଇଁ ନକଲି ସାର୍ଟିଫିକେଟ ଦେଇ ପୋଷ୍ଟାଲ ଡିଭିଜନରେ ଚାକିରି କରିବା ଖବର ରାଜ୍ୟରେ ଝଡ଼ ସୃଷ୍ଟି କରିଛି। ଏଭଳିସ୍ଥଳେ ନୟାଗଡ଼ ପୋଷ୍ଟାଲ ଡିଭିଜନରେ ୧୪ ଡାକସେବକ ଆବେଦନକାରୀ ସନ୍ଦେହ ଘେରକୁ ଆସିବା ପରେ ଜାଲ...

ଆର୍‌ଆଇ କାର୍ଯ୍ୟାଳୟ ଖୋଲିବାକୁ ଜବରଦଖଲ ଉଚ୍ଛେଦ

ଭାପୁର,୧୩ା୪(ଡି.ଏନ.ଏ.): ଭାପୁର ବ୍ଲକ ଅନ୍ତର୍ଗତ ଶାଳପଡ଼ା ପଞ୍ଚାୟତରେ ରାଜସ୍ବ ନୀରିକ୍ଷକ ଗୃହ ନିର୍ମାଣ ପାଇଁ ବୁଧବାର ରାଜସ୍ବ ପ୍ରଶାସନିକଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଶାଳପଡ଼ା ପଞ୍ଚାୟତରେ ଆର୍‌ଆଇ କାର୍ଯ୍ୟାଳୟ ଖୋଲିବାକୁ ଭାପୁରଠାରୁ ଖଣ୍ଡପଡ଼ା ରାସ୍ତା ଶାଳପଡ଼ା ସ୍କୁଲ ନିକଟସ୍ଥ...

କାଷ୍ଠା ଉପବାସର ପର୍ବ ଦଣ୍ଡଯାତ୍ରା

ନୟାଗଡ଼ ଅଫିସ:୧୩ା୪: କାଷ୍ଠା ଉପବାସ ରହି ଅଗ୍ନିଦଣ୍ଡ ଧରି ଦିନତମାମ ରୌଦ୍ର ତାପରେ ଅବିଶ୍ରାନ୍ତ ଯାତ୍ରା ହେଉଛି ଦଣ୍ଡଯାତ୍ରା। ଏହାର ଠାକୁର କାମନାବର ବା ବାନାମ୍ବର ଏବଂ ଉପାସନାକାରୀ ଦଣ୍ଡୁଆ (ଭଗତା) ରୂପେ ପରିଚିତ। ଏହି ପର୍ବ ନୟାଗଡ଼ ସହର...

ସ୍ବତନ୍ତ୍ରତା ବଜାୟ ରଖିଛି ଦଣ୍ଡନୃତ୍ୟ

ବଅଁରପାଳ, ୧୩ା୪ (ଡି.ଏନ.ଏ.): ଅନୁଗୋଳ ଜିଲାରେ ଦଣ୍ଡନୃତ୍ୟ ପରମ୍ପରା ବେଶ୍‌ ପୁରାତନ। ଶୈବ ଧର୍ମ ଉପରେ ଏହା ସମ୍ପୂର୍ଣ୍ଣ ଆଧାରିତ। ଭଗବାନ ଶିବଙ୍କ ଉପାସନା ଏହି ନୃତ୍ୟର ବିଶେଷତ୍ୱ। କଠୋର ସାଧନା ମାଧ୍ୟମରେ ଆହାର, ନିଦ୍ରା ପରିତ୍ୟାଗ କରି ତଥା...

ଉପଶମ ହେଉଛି ଉପାନ୍ତ କ୍ଷତ

ଢେଙ୍କାନାଳ ଅଫିସ୍‌, ୧୩।୪: ଶିଳ୍ପରେ ସମୃଦ୍ଧ। ଅଥଚ ଅପହଞ୍ଚ ଅଞ୍ଚଳବାସୀଙ୍କ ଦୁର୍ଦ୍ଦଶାର ଅନ୍ତ ହେଉ ନ ଥିଲା। କେତେବେଳେ ଭୋକର ଭୂଗୋଳ ତ ଆଉ କେବେ ଜନନୀ ଯନ୍ତ୍ରଣାର ଚିତ୍ର ଦୋହଲାଇ ଦେଉଥିଲା। ନା ନା ଯୋଜନା ସତ୍ତ୍ୱେ ବର୍ଷ...

ବ୍ରାହ୍ମଣୀ କୂଳର ଶୋଷିଲା ଗଁା କମଳାଙ୍ଗ

ଢେଙ୍କାନାଳ ଅଫିସ, ୧୩।୪: ଗଁା ନିକଟରେ ପ୍ରବାହିତ ହେଉଛି ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ। ଶିଳ୍ପସଂସ୍ଥା ପାଣି ଶୋଷୁଛନ୍ତି। ଜମିକୁ ଜଳଯୋଗାଣ ହେଉଛି। ହେଲେ ନଦୀ ନିକଟରେ ଶୋଷରେ ଆଉଟୁପାଉଟୁ ହେଉଛନ୍ତି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କମଳାଙ୍ଗ...

ପୌର ବୈଠକରେ ଆରମ୍ଭରୁ ହୋହଲ୍ଲା

ଅନୁଗୋଳ ଅଫିସ, ୧୩ା୪: ଅନୁଗୋଳ ପୌରପାଳିକାର ଏକ ବୈଠକ ବୁଧବାର ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ତେବେ ବୈଠକ ଆରମ୍ଭରୁ ହୋହଲ୍ଲା ଦେଖିବାକୁ ମିଳିଥିଲା। ବିଶେଷକରି ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri