ଆମ ଜିଲା ଖବର

ବଜ୍ରପାତରେ ୫ ବର୍ଷରେ ୫୬ ମୃତ

ନବରଙ୍ଗପୁର,୧୧।୪(ବି.ପ୍ର.)ନବରଙ୍ଗପୁର ଜିଲାରେ ୨୦୧୯ରୁ ୨୦୨୩ ମଧ୍ୟରେ ବଜ୍ରପାତରେ ୫୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୭ ଜଣ ଆହତ ହୋଇଛନ୍ତି ବୋଲି ଜିଲାପାଳ କମଳ ଲୋଚନ ମିଶ୍ର ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।...

ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ଅବହେଳିତ

ସମ୍ବଲପୁର,୧୧ା୪(ବ୍ୟୁରୋ): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶରେ ଅମୃତ ମହୋତ୍ସବ ପାଳନ କରାଯାଉଛି। ହେଲେ ସମ୍ବଲପୁର ଗଙ୍ଗାଧର ମେହେର ଛକରେ ଥିବା ସଂଗ୍ରାମୀ ପଣ୍ଡିତ ଲକ୍ଷ୍ମୀ ନାରାୟଣ ମିଶ୍ରଙ୍କ ପ୍ରତିମୂର୍ତ୍ତି ଅବହେଳିତ ହୋଇପଡିଛି। ଭାରତର ସ୍ବାଧୀନତା ସଂଗ୍ରାମରେ ଯେଉଁ...

ଦେବୋତ୍ତର ବିଭାଗ ଜମି ଅସୁରକ୍ଷିତ

ସୋନପୁର,୧୧।୪(ନି.ପ୍ର.): ମନ୍ଦିରମାଳିନୀ ତଥା ଐତିହ୍ୟ ସମ୍ପନ୍ନ ସୁବର୍ଣ୍ଣପୁର ଜିଲାରେ ରହିଛି ଶତାଧିକ ଏକର ଦୋବୋତ୍ତର ଜମି। ଏହି ସବୁ ଜମି ଜିଲା ସଦର ମହକୁମା ସମେତ ଗ୍ରାମାଞ୍ଚଳରେ ଦେବାଦେବୀଙ୍କ ନାମରେ ରହିଛି। ବିଭିନ୍ନ ମନ୍ଦିରର ସେବାୟତଙ୍କ ନାମରେ ମଧ୍ୟ ଶତାଧିକ...

ବାର୍ଷିକ ଅଶୋଧିତ ଇସ୍ପାତ ଉତ୍ପାଦନ ୪ ନିୟୁତ ଟନ୍‌ ଅତିକ୍ରମ କଲା

ରାଉରକେଲା ଅଫିସ,୧୧।୪: ଆର୍‌ଏସ୍‌ପି ପ୍ରମୁଖ ଉତ୍ପାଦନ କ୍ଷେତ୍ରରେ ବିବିଧ ରେକର୍ଡ ସହ ୨୦୨୨-୨୩ ଆର୍ଥତ୍କ ବର୍ଷ ଶେଷ ହୋଇଛି। ଗତ ଆର୍ଥତ୍କ ବର୍ଷରେ ଇସ୍ପାତ କାରଖାନାର ଇତିହାସରେ ପ୍ରଥମ ଥର ପାଇଁ ୪ ନିୟୁତ ଟନ୍‌ ଅଶୋଧିତ ଇସ୍ପାତ ଉତ୍ପାଦନ...

ଏମ୍‌ସିଏଲ୍‌ କୋଇଲା ଖଣିରେ ଦୁର୍ଘଟଣା: ୨ମୃତ, ୪ଗୁରୁତର

ସୁନ୍ଦରଗଡ଼/ହେମଗିରି,୧୧।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ମହାନଦୀ କୋଇଲା ଖଣି ଲିମିଟେଡ଼(ଏମସିଏଲ)ର ଗର୍ଜନବାହାଲ କୋଇଲା ଖଣିରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ କର୍ମଚାରୀ ଆହତ ହୋଇଛନ୍ତି। ଖଣି...

ଝିଅ ସବୁକିଛି କରି ପାରିବ: ରାଜ୍ୟପାଳ

ପାଇକମାଳ,୧୧।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଳ ଯମୁନା କନ୍ଧୁଣୀ ଉଚ୍ଚ ବାଳିକା ବିଦ୍ୟାଳୟର ରୌପ୍ୟଜୟନ୍ତୀ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବରେ ସମାରୋହରେ ଯୋଗ ଦେଇଥିଲେ। ପ୍ରଥମେ ସେ ଭଗବାନ ନୃସିଂହନାଥଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା...

ଭାଜପା ନେତାଙ୍କୁ ଭୁଜାଲିରେ ଆକ୍ରମଣ

ବାଲେଶ୍ବର ଅଫିସ ୧୧।୪: ବାଲେଶ୍ବର ଜିଲା ସୋର ଭାଜପାର ନଗରଉପସଭାପତିଙ୍କୁ ମଙ୍ଗଳବାର ଭୁଜାଲିରେ ଆକ୍ରମଣ କରାଯାଇଛି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭାଜପା ନଗର ଉପସଭାପତି ତଥା ପୌର ପରିଷଦର କାଉନସିଲରଙ୍କ...

ହାଇୱା ଧକ୍କାରେ ମହିଳା ମୃତ, ଗ୍ରାମରେ ଉତ୍ତେଜନା

ବାଣପୁର,୧୧।୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ନୀଳାଦ୍ରିପ୍ରସାଦ ଗ୍ରାମରେ ଏକ ମର୍ମନ୍ତୁଦ ଦୁଘଟଣା ଘଟିଛି। ହାଇୱା ଧକ୍କାରେ ମଙ୍ଗଳବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ମଙ୍ଗଳବାର ମହାନଦୀରୁ ବାଲି ନେଇ ଏକ ହାଇୱା ନୀଳାଦ୍ରିପ୍ରସାଦ ମେଡିକାଲ...

ଅଟୋରେ ଆସୁଥିଲେ, ମୋବାଇଲ ଲୁଟୁଥିଲେ

ଅନୁଗୋଳ ଅଫିସ, ୧୦ା୪: ଅନୁଗୋଳ ସାପ୍ତାହିକ ହାଟରୁ ଏକ ମୋବାଇଲ ଚୋରି ଗ୍ୟାଙ୍ଗକୁ କାବୁ କରିଛି ଅନୁଗୋଳ ପୋଲିସ। ଏହି ଗ୍ୟାଙ୍ଗରେ ଥିବା ସ୍ଥାନୀୟ ଅଞ୍ଚଳର ୨ ଜଣ ଓ ପଶ୍ଚିମବଙ୍ଗର ୩ ଜଣଙ୍କୁ ପୋଲିସ ଧରିଥିବା ବେଳେ ସେମାନଙ୍କ...

ଅସ୍ତବ୍ୟସ୍ତ ହେଲା ଅନୁଗୋଳ

ଅନୁଗୋଳ ଅଫିସ, ୧୧ା୪: ପଶ୍ଚିମା ଝଡ଼ ଓ କାଳବୈଶାଖୀ ପ୍ରଭାବ ହ୍ରାସ ପାଇଥିବାରୁ ତାତି ହଠାତ୍‌ ବଢ଼ିଯାଇଛି। ସୋମବାର ଅନୁଗୋଳର ତାପମାତ୍ରା ୩୯.୭ ଡିଗ୍ରୀ ଛୁଇଁଛି। ଏହା ଜିଲାରେ ଚଳିତବର୍ଷର ସର୍ବାଧିକ ତାପମାତ୍ରା ବୋଲି ରେକର୍ଡ କରାଯାଇଛି। ଫଳରେ କିଛିଦିନ...

ଖାତାଦେଖାକୁ ବିଦ୍ୟୁତ୍‌ ବିଭ୍ରାଟ ଅଡୁଆ

ଢେଙ୍କାନାଳ ଅଫିସ, ୧୧।୪: ବିଦ୍ୟୁତ୍‌ ବିଭ୍ରାଟ ଯୋଗୁ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୋମବାରଠାରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ବାଧାପ୍ରାପ୍ତ ହୋଇଛି। ଏଭଳି ଲାଗି ରହିଲେ ନିର୍ଦ୍ଧାରିତ ସମୟରେ ମୂଲ୍ୟାୟନ ସରିବ ନାହିଁ ବୋଲି...

ଭଞ୍ଜନଗରରୁ ପୁରୀ ଗଲା ଢଉରା କାଠ

ଭଞ୍ଜନଗର,୧୧ା୪(ଡି.ଏନ.ଏ.): ପ୍ରଥମ ଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ବାଇବାଲି ଜଙ୍ଗଲରୁ ୪୦ ଫୁଟ ଲମ୍ବର ୨୦ ଖଣ୍ଡ ଢଉରା କାଠ ପୁରୀ ରଥଯାତ୍ରା ପାଇଁ ପଠାଯାଇଛି। ଆଉ କିଛି ଦିନ ପରେ କେନ୍ଦ୍ରୀୟ ବନାଞ୍ଚଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri