ଆମ ଜିଲା ଖବର

ଟ୍ରାଫିକ୍‌ରେ ଅଧଘଣ୍ଟା ଫସି ରହିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୦।୪(ସ୍ବ.ପ୍ର.) : କେନ୍ଦୁଝର ସହର ମାଇନିଂ ରୋଡ ରାସ୍ତାରେ ସୋମବାର ଏକ ଆମ୍ବୁଲାନ୍ସ ରାସ୍ତାରେ ଅଧଘଣ୍ଟା ଧରି ଫସିରହିବା ଘଟଣା ସହରରେ ଟ୍ରାଫିକ୍‌ ବ୍ୟବସ୍ଥାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଆମ୍ବୁଲାନ୍ସଟି ପାଟଣା ଅଞ୍ଚଳରୁ ଜଣେ ଗୁରୁତର ରୋଗୀଙ୍କୁ ନେଇ...

ପଟ୍ଟା ବଣ୍ଟନ ମେଳା: ୨୭୫୩ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ

ପୁରୁଷୋତ୍ତମପୁର,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ଗ୍ରାମକଣ୍ଠ ପରମ୍ବୋକ ପଟ୍ଟା ବଣ୍ଟନ ମେଳା ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ଯୋଗ ଦେଇଥିବା...

ବ୍ୟାଙ୍କକ୍‌ରେ ଚମକିଲେ ଓଡ଼ିଆ ଝିଅ ସଂଯୁକ୍ତା

ବେଗୁନିଆପଡ଼ା,୧୦।୪(ଡି.ଏନ.ଏ): ଓଡ଼ିଶୀ ନୃତ୍ୟରେ ସଫଳତା ଅର୍ଜନ କଲେ କେ ବରିଡା ଗ୍ରାମର ସଂଯୁକ୍ତା ରାଉତରାୟ। ଭାରତ ସଂସ୍କୃତି ମହୋତ୍ସବରେ ଓଡ଼ିଶୀ ନୃତ୍ୟ ପରିବେଷଣ କରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ କେ ବରିଡା ଆଶିଷ ବେହେରାଙ୍କ ସ୍ତ୍ରୀ...

ସର୍ବଭାରତୀୟ ଅବସରପ୍ରାପ୍ତ ମହାସଂଘର ଧାରଣା

ଛତ୍ରପୁର,୧୦।୪(ଡି.ଏନ୍‌.ଏ.): ସର୍ବଭାରତୀୟ ଅବସରପ୍ରାପ୍ତ ମହାସଂଘର ନିଷ୍ପତ୍ତିକ୍ରମେ ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚର ଆହ୍ବାନକ୍ରମେ ଦେଶର ସମସ୍ତ ଜିଲାରେ ଧାରଣା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିଭିନ୍ନ ଦାବି ସମ୍ବଳିତ ଦାବିପତ୍ର...

କୁଶୁମୁଣ୍ଡି ଜଙ୍ଗଲରେ ହାତୀ ଛୁଆର ମୃତ୍ୟୁ

  ଟେନସା,୧୦।୪(ଡି. ଏନ. ଏ.): ସୁନ୍ଦରଗଡ଼ ଜିଲା କୋଇଡା ବନାଞ୍ଚଳର କୁଶୁମୁଣ୍ଡି ଜଙ୍ଗଲରେ ଏକ ହାତୀ ଛୁଆର ମୃତଦେହ ପଡିରହିଛି। ମୃତ ହାତୀ ଛୁଆର ବୟସ ତିନିରୁ ଚାରି ବର୍ଷ ବୋଲି ଜଣାପଡିଛି। ଘଟଣାସ୍ଥଳରେ ମା’ ହାତୀ ଜଗି ରହିଥିବା...

ଝାରସୁଗୁଡ଼ା ଉପନିର୍ବାଚନ: ତରୁଣ ପାଣ୍ଡେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ କରିଛି। ଏନେଇ ସୋମବାର ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷେ ବିଜେଡି ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଥିବା ବେଳେ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ।...

ବିମଳ କୁମାର ପଣ୍ଡା ଗଞ୍ଜାମ ଜିଲା ଯୁବ ବିଜେଡି ସାଧାରଣ ସମ୍ପାଦକ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଯୁବ ବିଜେଡିର ସାଧାରଣ ସମ୍ପାଦକ ହୋଇଛନ୍ତି ବିମଳ କୁମାର ପଣ୍ଡା । ସେ ପୂର୍ବରୁ ଛାତ୍ର ବିଜେଡିର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇ ଆସିଥିବା ବେଳେ ୨୦୨୪ ସାଧାରଣ ନର୍ବାଚନକୁ ଦୃଷ୍ଟିରେ ରଖି ଗଞ୍ଜାମ...

୧୦୫କେଜି ଗଞ୍ଜେଇ ଜବତ: ବନ୍ଧାହେଲେ ୭ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୦।୪: ଗଜପତି ଜିଲା ମୋହନା ଅଞ୍ଚଳରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ କରୁଥିବା ଏକ ର଼୍ୟାକେଟ୍‌କୁ ଅବକାରୀ ଟିମ୍‌ ଧରିବାରେ ସଫଳ ହୋଇଛି। ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗକୁ ଖବର ମିଳିଥିଲା। ଏନେଇ ଅବକାରୀ...

କୁକୁର କାମୁଡ଼ାରେ କୁଟୁରାର ମୃତ୍ୟୁ

ରାୟଗଡ଼ା,୪।୧୦(ସ୍ବ.ପ୍ର): କୁକୁର କାମୁଡ଼ାରେ ଗୁରୁତର ଆହତ ହୋଇ ଉଦ୍ଧାର ହୋଇଥିବା କୁଟୁରାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ରାୟଗଡ଼ା ଜେଏସ୍‌କୋ ଜଙ୍ଗଲ ପରିସରରେ ଏକ କୁଟୁରା ଆହତ ହୋଇ ପଡ଼ିଥିବା ସାମାଜିକ କର୍ମୀ ଆପଲସ୍ବାମୀ କାଡ୍ରାକାଙ୍କୁ...

ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ ଖସୁଛି ସିମେଣ୍ଟ

ଟିକିରି,୧୦ା୪( ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ରବିବାର ସିମେଣ୍ଟ ଖଣ୍ଡ ଖସିଛି। ଏହି ସମୟରେ ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ରୋଗୀ ନ ଥିବାରୁ ଦୁର୍ଘଟଣା ଘଟିନାହିଁ। ଯଦି ଅନ୍ୟ ସମୟରେ କୌଣସି ରୋଗୀଙ୍କ ଉପରେ ଏହି...

ନକଲି ଟିକଟରେ ମୁଣ୍ଡନ ବାବଦ ଲକ୍ଷାଧିକ ଟଙ୍କା ହଡ଼ପ

ରାୟଗଡ଼ା,୧୦ା୪(ସ୍ବ.ପ୍ର.): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣିଙ୍କ ମନ୍ଦିର ରସିଦ୍‌ ବହିରେ ଜାଲିଆତି କରାଯାଇଛି। ମନ୍ଦିରର କେତେଜଣ ଅସାଧୁ କର୍ମଚାରୀ ମା’ଙ୍କ ନିକଟକୁ ମୁଣ୍ଡନ ପାଇଁ ଆସୁଥିବା ମାନସିକଧାରୀଙ୍କୁ ନକଲି ଟିକେଟ ଦେଇ ଲକ୍ଷାଧିକ ଟଙ୍କା ଲୁଟ୍‌ କରିଛନ୍ତି। ମନ୍ଦିର...

ଗଞ୍ଜାମକୁ ମିଳିବ ୧୦ କୋଟି

ଛତ୍ରପୁର/ଭଞ୍ଜନଗର,୧୦।୪(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନମାନଙ୍କ ଦ୍ୱାରା କରାଯାଉଥିବା ଉତ୍ତମ କାର୍ଯ୍ୟକୁ ଚିହ୍ନଟ କରିବା ସହିତ ସେମାନଙ୍କୁ ଆଗାମୀ ଦିନରେ ଆହୁରି ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବା ସକାଶେ ଭାରତ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରଣାଳୟ ଦ୍ୱାରା ‘ଜାତୀୟ ପଞ୍ଚାୟତ ପୁରସ୍କାର’...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri