ଆମ ଜିଲା ଖବର

ରାୟଗଡ଼ା ଜିଲାରେ ୮୫ ଲକ୍ଷ ଜରିମାନା ଆଦାୟ

ରାୟଗଡ଼ା,୯ା୪(ସ୍ବ.ପ୍ର.): ରାଜ୍ୟ ପରିବହନ କତ୍ତୃପକ୍ଷ ଓ ପୋଲିସର ମିଳିତ ସହଯୋଗରେ ଏପ୍ରିଲ ୧ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବାପୀ ଶୂନ୍ୟ ମୃତାହତ ସପ୍ତାହ ପାଳନ ଚାଲିଥିଲା। ବିଭିନ୍ନ ସ୍ଥାନରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ଧରି ଜରିମାନା ଆଦାୟ ସହ...

କାହାକୁ ମିଳିବ ରାୟଗଡ଼ା ନିର୍ବାଚନମଣ୍ଡଳୀ ଦାୟିତ୍ୱ

ରାୟଗଡ଼ା,୯ା୪(ସ୍ବ.ପ୍ର.): ରାୟଗଡ଼ା ଜିଲା ରାଜନୀତିରେ ସମୀକରଣ ବଦଳୁଛି। ଆସନ୍ତା ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ବିଜେଡ଼ି, କଂଗ୍ରେସ ଓ ଭାଜପା ମଧ୍ୟରେ ଜୋରଦାର ଲଢ଼େଇ ହେବ। ତେବେ ବିଜେଡ଼ିକୁ ଭାଜପା ଓ କଂଗ୍ରେସ କଡ଼ା ଟକ୍କର ଦେବା ସମ୍ଭାବନା...

ଅଧା ଅଧୁରା, ନିମ୍ନମାନର କାମକୁ ନେଇ ଅସନ୍ତୋଷ

ଉମରକୋଟ,୯।୪(ସ୍ବ.ପ୍ର.): ସରକାର ଲୋକଙ୍କ ମୌଳିକ ଅଧିକାର ପୂରଣ ପାଇଁ ଅହରହ ଚେଷ୍ଟା କରୁଛନ୍ତି। କିନ୍ତୁ ନବରଙ୍ଗପୁର ଜିଲା ଉମରକୋଟଠାରେ ପୂର୍ତ୍ତ ବିଭାଗ କାମ ଅଧାପନ୍ତରିଆ ହୋଇପଡ଼ିଛି। ଅଧିକାରୀମାନେ ଠିକାଦାରଙ୍କ ସହ ସଲାସୁତୁରା ହୋଇ ଠିକ୍‌ଭାବେ କାମ କରାଯାଉ ନ ଥିବା...

ଖଇର କାଠ ବୋଝେଇ ଟ୍ରକ୍‌ ଜବତ, ୨ଗିରଫ

ଲୋଇସିଂହା,୯।୧୦ (ଡି. ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଫରେଷ୍ଟ ରେଞ୍ଜ ଆଗଲପୁର ବ୍ଲକ ମହାକୁରପାଲି ଗାଁରେ ରବିବାର ବନ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଏକ ୧୨ ଚକିଆ ଟ୍ରକ୍‌ (ସିଜି ୧୫ଏସି ୧୦୩୧)ରେ ବିପୁଳ ପରିମାଣ ଖଇର କାଠ...

ଢେଙ୍କାନାଳ: ୭ ଦିନରେ ୩ ମୃତ୍ୟୁ

ଢେଙ୍କାନାଳ ଅଫିସ, ୯ା୪: ଦୁର୍ଘଟଣାଜନିତ ମୃତ୍ୟୁ ହ୍ରାସ କରିବା ଲାଗି ଏପ୍ରିଲ ପହିଲାରୁ ରାଜ୍ୟ ସରକାର ଆରମ୍ଭ କରିଥିଲେ ‘ଶୂନ୍ୟ ଦୁର୍ଘଟଣା ମୃତ୍ୟୁ ସପ୍ତାହ’ ଅଭିଯାନ। ୭ଦିନରେ ଢେଙ୍କାନାଳ ଜିଲାର ପୃଥକ୍‌ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ୩ଜଣଙ୍କ ମୃତ୍ୟୁ...

ଶିଶୁ ଉଦ୍ୟାନରେ ତାଲା,ଉନ୍ନତୀକରଣ ନାଁରେ ଚାଲିଛି ଖର୍ଚ୍ଚ

ନବରଙ୍ଗପୁର,୯ା୪(ବି.ପ୍ର.): ନବରଙ୍ଗପୁର ପୌର ପରିଷଦ ୧୭ଟି ୱାର୍ଡକୁ ନେଇ ଗଠିତ। ଏହି ସହରବାସୀଙ୍କ ଆମୋଦ ପ୍ରମୋଦ ପାଇଁ ଏକମାତ୍ର ଶିଶୁ ଉଦ୍ୟାନ କୃଷକ ବଜାରକୁ ଲାଗି ରହିଛି । ଯାହାକି, ୪ ବର୍ଷ ହେଲା ତାଲା ପଡି ରହିଛି। ଏଠାରେ...

ଦୁର୍ଘଟଣା ମୃତ୍ୟୁହାର ହ୍ରାସ ଉପରେ ଗୁରୁତ୍ୱ

ପୁରୀ ଅଫିସ,୯।୪: ରାଜ୍ୟ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ଓ କମିଶନର ଅରୁଣ ବୋଥ୍ରାଙ୍କ ନିର୍ଦ୍ଦେଶକ୍ରମେ ଏବଂ ପୁରୀ ଜ଼ିଲାପାଳ ସମତ ବର୍ମା, ଏସ୍‌ପି କନୱର ବିଶ୍ୱାଲ ସିଂଙ୍କ ପରାମର୍ଶ କ୍ରମେ ଜ଼ିଲା ପୋଲିସ, ଆଞ୍ଚଳିକ ପରିବହନ ବିଭାଗ...

ପୁରୀରେ ପହଞ୍ଚତ୍ଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ ଅଫିସ,୯।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପୂର୍ବରୁ ନୟାଗଡ଼ ବନଖଣ୍ଡରୁ ପ୍ରଥମ ପର୍ଯ୍ୟାୟରେ ୧୦୪ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୪ଗୋଟି କାଠ ପୁରୀ ପହଞ୍ଚତ୍ଥଲା। ତେବେ ଶନିବାର ବୌଦ୍ଧ...

ହଟୁନି ଅଳିଆ, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୯।୪: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଶୀର୍ଷ ସ୍ଥାନ ହାସଲ ଲାଗି ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ସ୍ବଚ୍ଛ ଭାରତ ସୁସ୍ଥ ଭାରତ ଅଭିଯାନ ଆରମ୍ଭ ହୋଇଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ସ୍ବଚ୍ଛତାର ପୋଷ୍ଟର, ଓ୍ବାଲ୍‌ ପେଣ୍ଟିଂ କରାଯାଇଛି। ରାସ୍ତାରେ...

ଟ୍ରକ୍‌ ତଳେ ପଶିଗଲା କାର୍‌

ଭଦ୍ରକ ଅଫିସ,୯।୪: ଭଦ୍ରକ ୧୬ ନଂ. ଜାତୀୟ ରାଜପଥ ରାଣୀତାଲ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ୪ ଗୁରୁତରଙ୍କୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଝାରଖଣ୍ଡ ନମ୍ବର ବିଶିଷ୍ଟ ଦୁଇଟି କାର ବାଲେଶ୍ୱର ଆଡ଼କୁ...

ଆତଙ୍କ ଖେଳାଇଲେ ଝାଡ଼ଖଣ୍ଡୀ ହାତୀ

ରାଇବଣିଆ/ଜଳେଶ୍ୱର,୯।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍‌ ଶ୍ୟାମନଗର ପଞ୍ଚାୟତରେ ଶୁକ୍ରବାର ରାତିରେ ପଶ୍ଚିମବଙ୍ଗ ସୀମା ପଟୁ ୩୦ରୁ ଊଦ୍ଧର୍‌ବ ଝାଡ଼ଖଣ୍ଡୀ ହାତୀ ପଶି ପାଖପାଖି ୧୦୦ ଏକରରୁ ଊଦ୍ଧର୍‌ବ ଧାନ ଚାଷ ମାଡ଼ି ଦଳି ନଷ୍ଟ କରିଦେଇଛନ୍ତି। ରାଇବଣିଆ ଫରେଷ୍ଟ...

‘ମଣିଷ ସତ୍ୟର ସନ୍ଧାନୀ ହେଉ’

କଟକ ଅଫିସ,୯।୪: ଭଗବାନଙ୍କ ସୃଷ୍ଟିରେ ମନୁଷ୍ୟକୁ ଅମୃତମୟ ଦୃଷ୍ଟିରେ ଦେଖିବା, ମଧୁର ବାଣୀ ବିତରଣ କରିବା ଏକାନ୍ତ ଆବଶ୍ୟକ। ନିଜ ସୁଖସ୍ବାଚ୍ଛନ୍ଦ୍ୟ ସହିତ ଅନ୍ୟର ସୁଖଦୁଃଖରେ ଭାଗିଦାର ହେବା ଉଚିତ୍‌। ଏଥିସହ ମଣିଷ ସତ୍ୟର ସନ୍ଧାନୀ ହେବାକୁ ରାଜ୍ୟପାଳ ପ୍ରଫେସର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri