ଆମ ଜିଲା ଖବର

ଅଭିଯୁକ୍ତଙ୍କ ଘରେ ଭଙ୍ଗାରୁଜା, ବାଇକ୍‌ ପୋଡ଼ିଲେ ଲୋକେ

ତିର୍ତ୍ତୋଲ/ରାହାମା/କୁଜଙ୍ଗ, ୮।୪ ( ଡି.ଏନ.ଏ./ସ୍ବ.ପ୍ର.): ତିର୍ତ୍ତୋଲ ଥାନା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଗରେଇ ପଞ୍ଚାୟତର ଶିରୋଳ ଗ୍ରାମରେ ଶ୍ମଶାନ ରାସ୍ତା ମାପଚୁପକୁ କେନ୍ଦ୍ର କରି ଅଭାବନୀୟ ଘଟଣା ଘଟିଛି। ମାପଚୁପ ସ୍ଥଳରେ ଗୋଟିଏ ପରିବାରର ଆକ୍ରମଣରେ ଜଣେ ଯୁବକ ଗୁରୁତର...

୨୦୨୨-୨୩ରେ ଆସିଛନ୍ତି ସର୍ବାଧିକ ପର୍ଯ୍ୟଟକ

ସମ୍ବଲପୁର,୮ା୪ (ବ୍ୟୁରୋ): ଦେଶର ଅନ୍ୟ ଅଭୟାରଣ୍ୟ ତୁଳନାରେ ସମ୍ବଲପୁରର ଡେବ୍ରିଗଡ ଅଭୟାରଣ୍ୟକୁ ୨୦୨୨-୨୩ ବର୍ଷରେ ସର୍ବାଧିକ ପର୍ଯ୍ୟଟକ ଆସିଛନ୍ତି। ଏହି ବର୍ଷରେ ଏଠାରେ ଥିବା ଇକୋ ଟୁରିଜମରୁ ୨ କୋଟି ୫୦ ଲକ୍ଷ ଟଙ୍କା ରାଜସ୍ବ ଆଦାୟ ହୋଇଥିବା ବେଳେ...

୧୨ ହଜାର ଟଙ୍କାରେ ଶିଶୁପୁତ୍ରକୁ ବିକିଦେଲେ ବାପା

ଚଣ୍ଡିଖୋଲ,୮ା୪(ଡି.ଏନ.ଏ.): ମାତ୍ର ୧୨ ହଜାର ଟଙ୍କାରେ ଶିଶୁପୁତ୍ରକୁ ବିକ୍ରିକରି ଦେଇଛନ୍ତି ବାପା। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲା ବଡ଼ଚଣା ବ୍ଲକ ଶାସନ ପୁରୁଷୋତ୍ତମପୁରର ଆଦିବାସୀ ବସ୍ତି ଚମାରଖଟି ଗ୍ରାମରେ। ଏହି ଗ୍ରାମର ଘନ ସିକୁ ଓ...

ସାଇବର ଠକେଇର ଶିକାର ସ୍ତ୍ରୀଙ୍କୁ ତଲାକ୍‌ ଦେଲେ ସ୍ବାମୀ

ଡେରାବିଶ,୮ା୪(ସ୍ବ.ପ୍ର.): ସାଇବର ଠକେଇର ଶିକାର ହୋଇଥିବା ଜଣେ ମହିଳାଙ୍କୁ ତଲାକ ଦେଇଛନ୍ତି ସ୍ବାମୀ। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ କୁଶିଆପାଳ ପଞ୍ଚାୟତ ବାବୁରାମପାଟଣା ଗଁାରେ ଏହି ଘଟଣା ଘଟିଛି। ଗଁାର ଶେଖ୍‌ ରାଜିଦଙ୍କ ସ୍ତ୍ରୀ ଜମରୁନ୍‌ ବିବି...

ବୌଦ୍ଧରୁ ପୁରୀ ଗଲା ରଥକାଠ

ବୌଦ୍ଧ, ୮।୪(ସ୍ବ.ପ୍ର.): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଚଳିତବର୍ଷ ଶୁକ୍ରବାର ପ୍ରଥମ ରଥ କାଠ ବୌଦ୍ଧ ବନଖଣ୍ଡରୁ ପୁରୀକୁ ପଠାଯାଇଛି। ଏ ନେଇ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ,...

ବାଲେଶ୍ୱର ମୁଖ୍ୟ ଗିରଫ, ରିମାଣ୍ଡରେ ଆଣି ଜେରା

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୮।୪: ଆମେରିକାରୁ ପରିଚାଳିତ ମୋବାଇଲ ଆପ୍‌ ‘କ୍ଲାଉଡ୍‌ ଫଟ୍‌’ରେ ଅଳ୍ପ ଟଙ୍କା ନିବେଶ କରି ଲକ୍ଷାଧିକ ଟଙ୍କା ପାଇବା ଆଶାରେ ଦେଶବ୍ୟାପୀ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଠକେଇର ଶିକାର ହୋଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ...

ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ

ମାଲକାନଗିରି,୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ବୋମାକୁ ନିଷ୍କ୍ରିୟ କରିବାକୁ ଯାଇ ଜଣେ ଯବାନ ଗୁରୁତର ହୋଇଛନ୍ତି। ବୋମା ନିଷ୍କ୍ରିୟ ବେଳେ ଏହା ବିସ୍ଫୋରଣ ହୋଇଥିଲା। ସମ୍ପୃକ୍ତ ଯବାନ...

ପୁଣି ମଇଁଷି ମାରିଲା ବାଘ: ଗ୍ରାମବାସୀ ଆତଙ୍କିତ

କେନ୍ଦୁଝର/ଘଟଗାଁ,୭ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ  ରେଞ୍ଜ୍‌ ଅଟେଇ ସଂରକ୍ଷିତ ଜଙ୍ଗଲ ମେଲାଣ ପାଲମଣି ସାହିରେ ବାଘ ପୁଣି ମଇଁଷି ମାରିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ମୃତ ମଇଁଷି ମାଲିକଙ୍କୁ...

ରାଗରେ ମୋବାଇଲ୍‌ ଗିଳିଦେଲେ ନାବାଳିକା

ଗ୍ବାଲିଓର,୭।୪:  ରାଗରେ ଥିବା ଲୋକ କେତେବେଳେ କ’ଣ କରି ବସେ ତା’ର କିଛି ଠିକଣା ରୁହେନି। ମଧ୍ୟପ୍ରଦେଶ ଗ୍ବାଲିଓରରେ ଜଣେ ନାବାଳିକା ରାଗିଯାଇ ମୋବାଇଲ୍‌ ଗିଳିଦେଇଥିବା ଘଟଣା ସାମ୍ନାକୁ ଆସିଛି। ଭିନ୍ଦ ଜିଲା ଆମୟାନରେ ନାବାଳିକାଙ୍କ ଘର। ନାବାଳିକା ଜଣକ...

ବୌଦ୍ଧରୁ ପୁରୀ ଗଲା ରଥକାଠ

ବୌଦ୍ଧ, ୭।୪(ସ୍ବ.ପ୍ର.)-ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଚଳିତବର୍ଷ ଶୁକ୍ରବାର ପ୍ରଥମ ରଥ କାଠ ବୌଦ୍ଧ ବନଖଣ୍ଡରୁ ପୁରୀକୁ ପଠାଯାଇଛି। ଏ ନେଇ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଜିଲାପାଳ...

ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ

ବାଉଁଶୁଣୀ,୭।୪(ଡି.ଏନ୍‌.ଏ.): ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲା ବାଉଁଶୁଣୀ ଥାନା ତାଳେସରଡା ପଞ୍ଚାୟତ ପଲସପାଟ ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନରେ ପଲସପାଟ ଗ୍ରାମରେ ଚାରିଶମ୍ଭୁ ଦଣ୍ଡ ଯାତ୍ରା...

ପ୍ରାଥମିକ ଶିକ୍ଷକ ସଂଘ ନିର୍ବାଚନ: ନବୀନ ସଭାପତି, କୃପାସିନ୍ଧୁ ସମ୍ପାଦକ

ବରଗଡ଼ ଅଫିସ,୭।୪: ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ଅଧୀନ ବରଗଡ଼ ଜିଲା ପ୍ରାଥମିକ ଶିକ୍ଷକ ମହାସଂଘର ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ହିନ୍ଦୀ ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ନିର୍ବାଚନରେ ଶିକ୍ଷକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri