ଆମ ଜିଲା ଖବର

ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ରିଲାଏନ୍ସ କୋଚିଂରେ ତନାଘନା

ବଲାଙ୍ଗୀର ଅଫିସ,୭ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ତଦନ୍ତ କାର୍ଯ୍ୟକୁ ନିରୀକ୍ଷଣ କରିବା ପାଇଁ ବୁଧବାରଠାରୁ ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା କ୍ୟାମ୍ପ କରି ରହିଛନ୍ତି। ଗୁରୁବାର ତଦନ୍ତର ଷଷ୍ଠଦିନ ପୂର୍ବାହ୍ନରୁ କ୍ରାଇମବାଞ୍ଚ ଆଇଜି ସିହ୍ନା ପ୍ରତ୍ୟକ୍ଷଭାବେ ବଲାଙ୍ଗୀର...

୧୬୦ କି.ମି.ଚାଲିକି ଗାଁକୁ ଆସିଲେ ଦାଦନ ଶ୍ରମିକ

ଭବାନୀପାଟଣା,୭।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ଜିଲାରେ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମନାକୁ ଆସିଛି। କଳାହାଣ୍ଡି ଜିଲାରୁ ସୁଦୂର ବାଙ୍ଗାଲୁରକୁ ଦାଦନ ଖଟିବାକୁ ଯାଇ ସେଠାରେ ଠିକାଦାରଙ୍କ ଦ୍ୱାରା ନିର୍ଯାତିତ ହୋଇ କୌଣସି ପାଉଣା ନ ପାଇ...

ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍‌.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ଜାତୀୟସ୍ତରରେ ଉଚ୍ଚ ପ୍ରଶଂସିତ ହୋଇଥିଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ...

ବଡ ଭାଇଙ୍କ ଆକ୍ରମଣରେ ସାନ ଭାଇଙ୍କ ମୃତ୍ୟୁ

ପାଇକମାଳ,୭।୪(ଡି.ଏନ.ଏ.):ବରଗଡ ଜିଲା ପାଇକମାଳ ବ୍ଲକ ଡୁଙ୍ଗୁରିପାଲି ଗ୍ରାମରେ ବଡ ଭାଇଙ୍କ ଆକ୍ରମଣରେ ସାନ ଭାଇଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ମନୋଜ ସୁନା (୨୫)। ଗୁରୁବାର ରାତି ପ୍ରାୟ ୭ଟା ବେଳେ ମନୋଜ ଓ ବଡ ଭାଇ ଉପେନ୍ଦ୍ର...

ବ୍ୟାରେଜ ନିର୍ମାଣ: ବେଆଇନ କାମ ନେଇ ଅସନ୍ତୋଷ

କୁଚିଣ୍ଡା,୭ା୪(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଗୋଛରା ପଞ୍ଚାୟତ ଜନକଡ଼ିହିଠାରେ ଭେଡେନ ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କାମ ଚାଲୁରହିଛି। ହେଲେ ଠିକା ସଂସ୍ଥାର ବେଆଇନ କାମ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ଏ ନେଇ ଗୋଛରା ଗ୍ରାମବାସୀଙ୍କ ପକ୍ଷରୁ...

ଦୁର୍ନୀତି ପାଇଁ ଶିକ୍ଷକଙ୍କ ଜମାଖାତାରେ ଟଙ୍କା

ସମ୍ବଲପୁର,୭ା୪(ବ୍ୟୁରୋ): ସ୍କୁଲ ପିଲାଙ୍କ ପାଇଁ ବ୍ୟାଗ କିଣା ଟଙ୍କାକୁ ହରିଲୁଟ କରିବାକୁ ଯୋଜନା କରାଯାଉଛି। ଧନକଉଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଅଭିଯୋଗ କରିବା ପରେ ଏହି ଘଟଣା ପଦାକୁ ଆସିଛି। କେବଳ ଧନକଉଡା ନୁହେଁ ଜିଲାର ଅଧିକାଂଶ ବ୍ଲକରେ...

ଲୋକଙ୍କ ଭରସା ହରାଉଛି ଭାଜପା

ସରଣ୍ଡା,୭।୪(ଡି.ଏନ.ଏ.): ଅତାବିରା ଏନ୍‌ଏସି ନିର୍ବାଚନ ଶେଷ ହୋଇ ଫଳାଫଳ ସାମ୍ନାକୁ ଆସିଛି। ପ୍ରଥମ ଥର ପାଇଁ ଏନ୍‌ଏସିର ନଗରପାଳ ପାଇଁ ପ୍ରତ୍ୟକ୍ଷ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବିପୁଳ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେହିପରି ୧୨ଟି କାଉନସିଲର ପଦବୀରୁ ୧୧ଟି...

ସୁନ୍ଦରଗଡ଼ରେ ପ୍ରାକୃତିକ ପଦ୍ଧତିରେ ଚାଷ

ସୁନ୍ଦରଗଡ଼,୭।୪(ଡି.ଏନ.ଏ.): ପରିବେଶ ଅନୁକୂଳ କୃଷି ଏବଂ ରାସାୟନିକ ସାର ମୁକ୍ତ ଖାଦ୍ୟଶସ୍ୟ ଉତ୍ପାଦନ ହେଉଛି ବର୍ତ୍ତମାନ ସମୟର ବଡ଼ ଆବଶ୍ୟକତା। ତେଣୁ ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ନାଚୁରାଲ ଫାର୍ମିଂ ବା...

ସହର ରାସ୍ତାରେ ଡ୍ରେନ ପାଣି, ଆବର୍ଜନା

ରାୟଗଡ଼ା,୭ା୪(ସ୍ବ.ପ୍ର.): ଅସରାଏ ବର୍ଷାରେ ଶୋଚନୀୟ ହୋଇପଡ଼ୁଛି ରାୟଗଡ଼ା ଜିଲା ସଦର ମହକୁମାର ପରିମଳ ବ୍ୟବସ୍ଥା। ଡ୍ରେନ ପାଣି ଏବଂ ଅଳିଆ ଆବର୍ଜନା ରାସ୍ତା ଉପରେ ଲହଡ଼ି ମାରୁଛି। ଏ ନେଇ ସହର ବାସିନ୍ଦା ଓ ବିଭିନ୍ନ ରାଜନୈତିକ ଦଳ ବାରମ୍ବାର...

ଖୋଲିବ ଏନ୍‌ସିସି ଟ୍ରେନିଂ କମ୍ପ୍ଲେକ୍ସ, ୨ ବାଟାଲିୟନ

ଛତ୍ରପୁର,୭।୪(ଡି.ଏନ୍‌.ଏ):: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଏନ୍‌ସିସି ଟ୍ରେନିଂ କମ୍ପ୍ଲେକ୍ସ, ଗ୍ରୁପ ହେଡକ୍ୱାର୍ଟର ଏବଂ ୨ ବାଟାଲିୟନ ପାଇଁ ଜମି ଚିହ୍ନଟ ବିଳମ୍ବ ହେଉଛି। ଏନେଇ ପୁଣି ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କୁ ଚିଠି ଆସିଛି। ଏନ୍‌ସିସି...

ପରୀକ୍ଷାଫଳକୁ ନେଇ ଦ୍ବନ୍ଦ୍ୱରେ ଛାତ୍ରୀଛାତ୍ର

ବାରିପଦା ଅଫିସ,୭ା୪: ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମ୍ମିଳିତ ବି.ଇଡି. ଏମ.ଇଡି. ଛାତ୍ରୀଛାତ୍ରମାନଙ୍କ ପରୀକ୍ଷାଫଳକୁ ନେଇ ଲାଗିଥିବା ଦ୍ୱନ୍ଦ୍ୱର ସମାଧାନ ପାଇଁ ଦାବି କରିଛନ୍ତି। ବିଭାଗର ଶେଷ ବର୍ଷ ଛାତ୍ର ତଥା ମୟୂରଭଞ୍ଜ ଜିଲା ବିଜୁ...

ଅପହଞ୍ଚ ଗାଁର ଆଲୋକବର୍ତ୍ତିକା ‘ଅନନ୍ୟା’

ଢେଙ୍କାନାଳ ଅଫିସ,୭।୪: ‘ମାନବ ସେବା ହିଁ ମାଧବ ସେବା’। ଏହି ଉକ୍ତିକୁ ଯଥାର୍ଥରେ ପ୍ରତିପାଦନ କରିଛନ୍ତି ଢେଙ୍କାନାଳର ଯୁବ ସାମାଜିକ କର୍ମୀ ତଥା ସାମାଜିକ ସାଂସ୍କୃତିକ ବିକାଶ ସଂଘର ସମ୍ପାଦିକା ଅନନ୍ୟା ଦାସ। ନିରାଶ୍ରୟଙ୍କୁ ସହାୟତା ଯୋଗାଇ ଦେବା, ବିପଦରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri