ଆମ ଜିଲା ଖବର

ମଧ୍ୟସ୍ଥ ସାଜି କରୁଛନ୍ତି ଟଙ୍କା ଚଳୁ

ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା କାର୍ଯ୍ୟାଳୟ ହେଉ କି ମୁଖ୍ୟ ଚିକିତ୍ସାଳୟ, ସବୁଠି ଦଲାଲ୍‌ ସକ୍ରିୟ ରହିଛନ୍ତି। ଜିଲା କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ କାର୍ଯ୍ୟ କରାଇଦେବାର ବିଶ୍ୱାସ ଦେଖାଇ ସେମାନଙ୍କ ଠାରୁ ଶତାଧିକ ଟଙ୍କା ଚଳୁ କରୁଛନ୍ତି। ସେହିପରି...

ନଦୀରେ ଗର୍ଭବତୀଙ୍କୁ ବୋହିଲେ ମହିଳା

ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.)/ଟିକିରି(ଡି.ଏନ୍‌.ଏ.)୪।୪: ରାୟଗଡା ଜିଲାରେ ଜନନୀ ଯନ୍ତ୍ରଣା ଥମୁନାହିଁ। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସି ପାରିଲାନି। ତେଣୁ ଜଣେ ଗର୍ଭବତୀଙ୍କୁ ମହିଳାମାନେ ନଦୀରେ ବୋହି ଆମ୍ବୁଲାନ୍ସ ନିକଟକୁ ନେଇଛନ୍ତି। ସୋମବାର କାଶୀପୁର ବ୍ଲକ ଗୋରଖପୁର ପଞ୍ଚାୟତ ଅନ୍ତର୍ଗତ...

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ମାଥିଲି,୪।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଦୌରାଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଜଣେ ମହିଳାଙ୍କୁ ପଥରରେ ଛେଚି ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅଧିକ ୧ବର୍ଷ...

ପରିଧାନ ସମ୍ପର୍କରେ ଜାଣିନି ପୌରପାଳିକା

ଅନୁଗୋଳ ଅଫିସ, ୪।୪: ଅନୁଗୋଳ କୋର୍ଟ ସମ୍ମୁଖ ଗୋପବନ୍ଧୁ ଉଦ୍ୟାନରେ ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଶାର୍ଟ, ପ୍ୟାଣ୍ଟ ଓ ବୁଟ୍‌ ପିନ୍ଧା ନବନିର୍ମିତ ପ୍ରତିମୂର୍ତ୍ତି ତ୍ରୁଟିପୂର୍ଣ୍ଣ ବୋଲି ଅନୁଗୋଳ ପୌର କର୍ତ୍ତୃପକ୍ଷ ସୋମବାର ସ୍ବୀକାର...

ସୀମାନ୍ତରେ ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୪।୪(ଡି.ଏନ୍‌.ଏ.): ମାଓବାଦୀଙ୍କ ଗଡ଼ ରୂପେ ପରିଚିତ ଛତିଶଗଡରେ ମାଓବାଦୀଙ୍କୁ ଶକ୍ତ ଝଟକା ଲାଗିଛି। ସୋମବାର ସିଆରପିଏଫ୍‌ର ଦାନ୍ତଓ୍ବୋଡା ଡେପୁଟି ରେଞ୍ଜର କମଳାଲୋଚନ କଶ୍ୟପ ଓ ପୋଲିସ୍‌ ସୁପରିଟେଣ୍ଡେଣ୍ଟ ଅଞ୍ଜାନେୟ ଭର୍ସନିଙ୍କ ନିକଟରେ ୧୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ...

ଦଣ୍ଡନାଚ ରେକର୍ଡ ଡାନ୍ସବେଳେ ଗୋଷ୍ଠୀସଂଘର୍ଷ: ୧୦ ଆହତ

ଭଞ୍ଜନଗର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁ ମହୁଲିଆରେ ରବିବାର ବିଳମ୍ବିତ ରାତିରେ ଦଣ୍ଡନାଚରେ ରେକର୍ଡ ଡାନ୍ସ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷର ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ...

୮୦ ବଦଳରେ ଆସିଲା ୪୦ ମାର୍କ ପ୍ରଶ୍ନପତ୍ର

ଭଞ୍ଜନଗର, ୪ା୪(ଡି.ଏନ.ଏ): ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ବର୍ତ୍ତମାନ ଯୁକ୍ତ ୩ ତୃତୀୟ ସେମିଷ୍ଟର୍‌ ପରୀକ୍ଷା ଚାଲିଛି। ସୋମବାର କଳା ଓ ବିଜ୍ଞାନ ଛାତ୍ରୀଛାତ୍ରଙ୍କ କମ୍ୟୁନିକେଟିଭ ଇଂଲିଶ ଥିଲା। ବାଣିଜ୍ୟ ଛାତ୍ରୀଛାତ୍ରଙ୍କ ଇ କମର୍ସ ପରୀକ୍ଷା ଥିଲା। ତେଣୁ ସୋମବାର ଯୁକ୍ତ...

ଜିଲାରେ ୮୭୩ ହେକ୍ଟର ସୂର୍ଯ୍ୟମୁଖୀ ଚାଷ

ବ୍ରହ୍ମପୁର ଅଫିସ,୪।୪: ତୈଳବୀଜ ଉତ୍ପାଦନରେ ସୂର୍ଯ୍ୟମୁଖୀର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିରେ ପ୍ରଚୁର ପରିମାଣରେ ଜୀବନଶକ୍ତି ବା ଖାଦ୍ୟପ୍ରାଣ ରହିଛି। ଏଥିରେ ମୁଖ୍ୟତଃ ୨୦.୮% ପୁଷ୍ଟିସାର ଓ ୫୦% ସ୍ନେହସାର ଥିବାରୁ ଖାଇବା ତେଲ ଉତ୍ପାଦନରେ ଏବଂ ସ୍ବାସ୍ଥ୍ୟରକ୍ଷା ଦିଗରେ ଏହାର...

ପଶ୍ଚିମବଙ୍ଗକୁ ଗଞ୍ଜେଇ ଚୋରାଚାଲାଣ: ୪ ଗିରଫ

ଜଳେଶ୍ୱର,୪ା୪(ଡି.ଏନ.ଏ.): ପଶ୍ଚିମବଙ୍ଗକୁ ଏକ ଟ୍ରକ ଯୋଗେ ୩ ବସ୍ତା (୫୪ କିଲୋ ୧୮୦ଗ୍ରାମ) ଗଞ୍ଜେଇ ଚାଲାଣ ବେଳେ ୬୦ନଂ. ଜାତୀୟ ରାଜପଥରୁ ଜଳେଶ୍ୱର ପୋଲିସ ଧରିବାରେ ସକ୍ଷମ ହୋଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିବା ସୋମବାର...

ଜାତୀୟ ପ୍ରତିଯୋଗିତାରେ ମଧୁସ୍ମିତାଙ୍କ ସଫଳତା

ଧାମନଗର,୪।୪ (ଡି.ଏନ.ଏ.): ଜାତୀୟ ହ୍ବିଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇ ଗୌରବ ଆଣିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦଳାଙ୍ଗ ପଞ୍ଚାୟତ ରାମେଶ୍ବରପୁର ଗ୍ରାମର ମଧୁସ୍ମିତା ସାହୁ (୨୯)। ହରିଆଣାର କର୍ନାଲଠାରେ ଗତ ମାସରେ...

୩ ବିଧାୟକଙ୍କ ପୁତ୍ରଙ୍କୁ ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୪।୪: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏବେଠୁ ଶାସକ ଓ ବିରୋଧୀ ଦଳ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଚାଲିଛି। ଦଳର ପ୍ରତିଷ୍ଠା ଦିବସ ଏବଂ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଦିବସରେ ବିଜେଡି ପକ୍ଷରୁ ଗଞ୍ଜାମ ଜିଲାର ୧୩ ନିର୍ବାଚନମଣ୍ଡଳୀରେ...

ଆଧ୍ୟାତ୍ମିକ ଗୁରୁ ଅସୀମାନନ୍ଦ ସରସ୍ବତୀଙ୍କ ପରଲୋକ

କଟକ ଅଫିସ,୪।୪: କଟକ ଚହଟା ସ୍ଥିତ ରାମ ନିଗମେଶ୍ୱର ଆଶୟମରେ ମଙ୍ଗଳବାର ଭୋରରେ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ବତୀ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅବସ୍ଥାରେ ତାଙ୍କର ମୃତ୍ୟୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri