ଆମ ଜିଲା ଖବର

ପଶ୍ଚିମା ଝଡ଼ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ

ତିଗିରିଆ,୩।୪(ଡି.ଏନ.ଏ.): ତିଗିରିଆ ବ୍ଲକ ପାଇକିଆଁରାଠାରୁ ଚଷାଆଁରାକୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ କିଛି ଦିନ ହେବ ବର୍ଷା ଲାଗି ରହିବାରୁ ଏହି ରାସ୍ତାରେ ଯାତାୟାତ ଏକରକମ ଠପ୍‌ ହୋଇଯାଇଛି। ପ୍ରତିବର୍ଷ ବନ୍ୟା ଆସିଲେ...

ରାତାରାତି ମରାମତି କରି ରଙ୍ଗ ବୋଳିଦେଲେ

ବାଙ୍କୀ,୩ା୪(ସ୍ବ.ପ୍ର.): ଉଦ୍‌ଘାଟନର ୧୦ଦିନ ମଧ୍ୟରେ ବାଙ୍କୀ କଲେଜ ମିନି ଷ୍ଟାଡିୟମ ଗ୍ୟାଲେରି ଶନିବାର ଭୁଶୁଡ଼ିବା ଘଟଣା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଅତି ନିମ୍ନମାନର କାର୍ଯ୍ୟ ଯୋଗୁ ସାମାନ୍ୟ ବର୍ଷାରେ ଗ୍ୟାଲେରି ଭୁଶୁଡ଼ିବା ଘଟଣା ଲୋକଙ୍କ ମଧ୍ୟରେ ଯେତିକି ଅସନ୍ତୋଷ...

ସୁବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଆନନ୍ଦ ବଜାର

ପୁରୀ ଅଫିସ,୩ା୪: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏବେ ତତ୍ପରତା ପ୍ରକାଶ ପାଇଛି। ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ନବନିର୍ବାଚିତ କର୍ମକର୍ତ୍ତାମାନେ ଦାୟିତ୍ୱ ଗ୍ରହଣ କରିବା ପରେ ଆନନ୍ଦ ବଜାରରେ କିଭଳି ଶୃଙ୍ଖଳା ଆସିପାରିବ ସେନେଇ ପୁରୀ...

ହାତୀ ଆକ୍ରମଣରେ ଦିବ୍ୟାଙ୍ଗ ଗୁରୁତର

ବାଉଁଶୁଣୀ,୩ା୪(ଡି.ଏନ୍‌.ଏ.): ଏବେ ଗାଁ ମୁହାଁ ହୋଇଛନ୍ତି ହାତୀ। ସୋମବାର ସକାଳେ ବୌଦ୍ଧ ଜିଲା ତାଲସରଡ଼ା ପଞ୍ଚାୟତ ଗୋବିନ୍ଦପୁର (ବସ୍ତମପୁର)ରେ ଦନ୍ତା ହାତୀ ଆତଙ୍କ ଦେଖିବାକୁ ମିଳିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ସକାଳୁ ଗ୍ରାମର ୨/୩ ଜଣ ବ୍ୟକ୍ତି ଗୋଠସାହି ପାଖରେ...

୨୫ ବର୍ଷ ଭାତ ଖାଇନାହାନ୍ତି ମାର୍କଣ୍ଡ

ଭଣ୍ଡାରିପୋଖରୀ,୩ା୪ (ସ୍ବ.ପ୍ର.): ୨୫ ବର୍ଷ ହେଲା ସେ ଭାତ ଖାଇନାହାନ୍ତି। ମୁଖ୍ୟତଃ ଫଳମୂଳକୁ ଆହାର ରୂପେ ଗ୍ରହଣ କରୁଥିବା ବେଳେ ପାଣି ସହ କେବଳ ଚା’ ତାଙ୍କର ସର୍ବୋତ୍ତମ ଶକ୍ତି ବୋଲି କହନ୍ତି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାର ସଂଲଗ୍ନ...

ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗି,୩ା୪(ଡି.ଏନ.ଏ.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋରାପୁଟ ଜିଲା ଗସ୍ତକୁ ସମାଲୋଚନା କରିଛନ୍ତି ଆନ୍ଧ୍ର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା। ଶନିବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଗସ୍ତରେ ଆସି ଓଡ଼ିଶା ଦିବସ ପାଳନ କରିବା...

ଅତାବିରା ଏନ୍‌ଏସି ନିର୍ବାଚନ: ଚାଲିଛି ମତଦାନ

ସରଣ୍ଡା,୩ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ରୁ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲୁରହିବ। ଅତାବିରା ଏନ୍‌ଏସିର ୧୨ଟି ୱାର୍ଡରେ ମତଦାନ ପାଇଁ ମୋଟ୍‌ ୧୬ଟି ବୁଥ୍‌ କରାଯାଇଛି।...

ସୁପରସ୍ପେଶାଲିଟି ସର୍ଜରି ବିଭାଗରୁ ଖସିଲା ସିଲିଂ

ବ୍ରହ୍ମପୁର ଅଫିସ,୩ା୪: ବ୍ରହ୍ମପୁର ବଡ ମେଡିକାଲ ସୁପରସ୍ପେଶାଲିଟି ବ୍ଲକରୁ ଲଗାତର ସିଲିଂ ଖସୁଛି। ପୁଣିଥରେ ସର୍ଜରି ବିଭାଗର ୫ ନମ୍ବର ୟୁନିଟ ପ୍ରବେଶ ପଥର ସିଲିଂ ଖସିଛି। ରବିବାର ରୋଗୀ କମ୍‌ ଥିବା ଏବଂ ସମ୍ପର୍କୀୟ ମଧ୍ୟ ଅଳ୍ପ ଥିଲେ,...

ହିନ୍ଦୋଳରେ ମତଦାନ ଆରମ୍ଭ

ହିନ୍ଦୋଳ,୩ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରେ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଶାନ୍ତିଶୃଙ୍ଖଳାର ସହ ଧାଡ଼ିରେ ଠିଆ ହୋଇ ମତଦାନ କରିବାକୁ ଅପେକ୍ଷା କରିଥିବା...

୨୦୨୨ରେ ୨୪୮ ଦୁର୍ଘଟଣାରେ ୧୦୭ ଜଣଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୩ା୪: ଜଗତ୍‌ସିଂହପୁର ଜିଲାରେ ୨୦୨୨ରେ ୨୪୮ଟି ସଡ଼କ ଦୁର୍ଘଟଣା ଘଟି ୧୦୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ୨୦୨୧ ବର୍ଷ ଅପେକ୍ଷା ୦.୮% ଅଧିକ। ଜିଲା ସଡ଼କ ସୁରକ୍ଷା ସମିତି ଆନୁକୂଲ୍ୟରେ ଏପ୍ରିଲ ୧ରୁ ଆରମ୍ଭ ହୋଇଥିବା ଶୂନ୍ୟ...

ବର୍ଷାରେ ଧସିଲା ୧୦ ନଂ. କେନାଲ ମାଟି

ଜଗତ୍‌ସିଂହପୁର ଅଫିସ,୩ା୪: ଜଳ ସମ୍ପଦ ବିଭାଗ ଜଗତ୍‌ସିଂହପୁର ଡିଭିଜନର ମନମାନିକୁ ନେଇ ଅସନ୍ତୋଷ ବଢ଼ୁଛି। ଗତ ୨ ଦିନ ହେବ ବର୍ଷା ଯୋଗୁ ଜଗତ୍‌ସିଂହପୁର ସହର ବଙ୍ଗଳା ଛକ ନିକଟ ପୋଷ୍ଟ ଅଫିସ ଛକରୁ ଏଲ୍‌ଆଇସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ନିର୍ମାଣାଧୀନ...

ଅଦିନିଆ ବର୍ଷା ଡାଳୁଅ ଧାନ ଉଜାଡ଼ିଲା

ରାଜକନିକା,୩ା୪ (ଡି.ଏନ୍‌.ଏ.): କାଳ ବୈଶାଖୀ ପ୍ରଭାବରେ ୩ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ଅମଳ ହେବାକୁ ଥିବା ଶତାଧିକ ଏକର ଡାଳୁଅ ଧାନ ଉଜୁଡ଼ି ଯାଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଏମିତି ଅବସ୍ଥା ଦେଖିବାକୁ ମିଳିଛି ରାଜକନିକା ତହସିଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri