ଆମ ଜିଲା ଖବର

ସୀମାନ୍ତ ଗ୍ରାମରୁ ଡୁବିଲାଣି ଓଡ଼ିଆ ଭାଷା

ପଟ୍ଟାଙ୍ଗି,୪।୧(ଡି.ଏନ.ଏ.): ଓଡ଼ିଆ ଭାଷାକୁ ସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ସବୁ କ୍ଷେତ୍ରରେ ପାଳନ କରିବାକୁ କଡାକଡି ନିୟମ ରହିଛି। ସରକାର ମଧ୍ୟ ବିଭିନ୍ନ ସମୟରେ ନିର୍ଦ୍ଦେଶନାମା ଜାରି କରୁଛନ୍ତି। ମାତ୍ର ଜିଲା ଓ ବ୍ଲକ ପ୍ରଶାସନର ଇଚ୍ଛାଶକ୍ତି ଅଭାବରୁ ସୀମାନ୍ତ...

କେନ୍ଦୁଗଣ୍ଡି ବୋଝେଇ ମିନିଟ୍ରକ୍‌ ଜବତ

କାମାକ୍ଷାନଗର, ୧।୪(ଡି.ଏନ୍‌.ଏ.): କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ୍‌ ଅନ୍ତର୍ଗତ ମହୁଲି ଗ୍ରାମ୍ୟ ଜଙ୍ଗଲରୁ ଗୁରୁବାର ବିଳମ୍ବିତ ରାତିରେ ବନ ବିଭାଗ ଏକ କେନ୍ଦୁଗଣ୍ଡି ବୋଝେଇ ମିନିଟ୍ରକ୍‌ ଜବତ କରିଛି। ଜବତ କାଠର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ।...

ଅଙ୍ଗନଓ୍ବାଡିରେ ପିଲାଙ୍କୁ ମାଣ୍ଡିଆ ଲଡୁ ଦିଅ

ଢେଙ୍କାନାଳ ଅଫିସ, ୧ା୪: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ପୋଷଣ ପକ୍ଷ-୨୦୨୩ର ଶୁଭାରମ୍ଭ କରିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଅଙ୍ଗନୱାଡି କେନ୍ଦ୍ରରେ ସକାଳ ଜଳଖିଆରେ ପିଲାଙ୍କୁ ମାଣ୍ଡିଆ ଲଡୁ ଦେବା, ମଧ୍ୟାହ୍ନଭୋଜନରେ ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ...

ଇଏସ୍‌ଆଇ ହସ୍‌ପିଟାଲ ପାଇଁ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ

ବାଲେଶ୍ୱର ଅଫିସ, ୧।୪: ବାଲେଶ୍ୱର ଜିଲାରେ ଅନେକ କଳକାରଖାନା ରହିଥିଲେ ମଧ୍ୟ ଏଠାରେ ଏକ ଇଏସ୍‌ଆଇ ହସ୍ପିଟାଲ ନ ଥିବାରୁ ରୋଗଗ୍ରସ୍ତ ଓ ଆହତ ଶ୍ରମିକମାନେ ଚିକିତ୍ସା ପାଇଁ ବାହାରକୁ ଯିବା ପାଇଁ ବାଧ୍ୟ ହେଉଥିଲେ। ବାଲେଶ୍ୱର ଏମ୍‌ପି ପ୍ରତାପ...

ତେଜିଲା ରାଜନୀତି

କେନ୍ଦୁଝର,୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଶାଳଦେଇ ବାଲିଘାଟ ବିବାଦରୁ ମହିଳାଙ୍କ ହତ୍ୟା ଘଟଣାକୁ ନେଇ ଘଷିପୁରା ରାଜନୀତି ଉଷ୍ମ ହୋଇଛି। ଘଟଣାରେ ହତ୍ୟାକାରୀଙ୍କୁ ଗିରଫ ଦାବି କରିବା ସହ ହତ୍ୟାକାରୀମାନେ ଘଷିପୁରା ବିଧାୟକ ଓ ତାଙ୍କ ପୁଅଙ୍କ...

ମା’ ଠାକୁରାଣୀଙ୍କ ଘଣ୍ଟଯାତ୍ରା ଉଦ୍‌ଯାପିତ

ଲାଞ୍ଜିଗଡ,୧।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ମା’ ଠାକୁରାଣୀଙ୍କ ଘଟଯାତ୍ରା ଶୁକ୍ରବାର ଉଦ୍‌ଯାପିତ ହେଇଯାଇଛି। ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ ଦର୍ଶନ ଦେବା ପରେ ନିଜ ଆସ୍ଥାନ ବିରାଜମାନ କରିଛନ୍ତି ଲାଞ୍ଜିଗଡ ଇଷ୍ଟଦେବୀ ମା’ ଠାକୁରାଣୀ।...

ଗଡ଼ିଲା ହରିଶଙ୍କର ଦର୍ଶନ ବସ୍‌

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୧ା୪ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶୁକ୍ରବାର ଜିଲାପାଳ ଚଞ୍ଚଳ ରାଣା ହରିଶଙ୍କର ଦର୍ଶନ ବସ୍‌ର ଶୁଭାରମ୍ଭ କରିଛନ୍ତି। ୨୬ ଆସନ ବିଶିଷ୍ଠ ଏହି ବାତାନୁକୁଳିତ ବସ୍‌ ସପ୍ତାହରେ ତିନିଦିନ ଶୁକ୍ରବାର,...

ବ୍ରେକ୍‌ ଡାଉନ୍‌ ଆଇରନ ବୋଝେଇ ଟ୍ରକ୍‌ ପଛ ପଟୁ ଧକ୍କା ଦେଲା ମାର୍ବଲ ବୋଝେଇ ଟ୍ରକ୍‌: ଚାପି ହୋଇ ରହିଲେ ଡ୍ରାଇଭର

ପାଟଣା,୧।୪(ସ୍ବ .ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ-କୋଲକାତା ୪ ଲେନ ବିଶିଷ୍ଟ ୪୯ ନମ୍ବର ଜାତୀୟରାଜପଥ ଚେମେଣା ବ୍ରାହ୍ମଣବନ୍ଧ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ୨ ମାଲବୋଝେଇ ୧୨ ଚକିଆ ଟ୍ରକ ମଧ୍ୟରେ ଭୟଙ୍କର...

ଘଟଣାର ପର୍ଦ୍ଦା ହଟାଇପାରୁନି ପୋଲିସ

ବୌଦ୍ଧ,୧ା୪(ସ୍ବ.ପ୍ର.): ବୌଦ୍ଧ ବନଖଣ୍ଡ ଅଧୀନସ୍ଥ ଖଲିଆପାଲି ଛକରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ବନ ବିଭାଗ ଗାଡି ଉପରକୁ ଗୁଳିମାଡ କରାଯାଇଥିଲା । ଏହି ଗାଡିରେ ଏସିଏଫଙ୍କ ସମେତ ଆଠ ଜଣ ବନ କର୍ମଚାରୀ ବସିଥିଲେ । ଗୁଳିମାଡ ଯୋଗୁ...

୧୯୨୦ ବୋତଲ କଫ ସିରପ୍‌ ଜବତ : ୫ ଗିରଫ

ସୋନପୁର/ତରଭା,୧।୪(ନି.ପ୍ର./ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ଏକ ବଡ ଧରଣର ବେଆଇନ୍‌ କଫ ସିରପ୍‌ ନେଟଓ୍ବାର୍କିଂକୁ ଭେଦ କରିଛି। ଖାରୀ ନିକଟରେ ତରଭା ପୋଲିସ ଶୁକ୍ରବାର ଚଢାଉ କରି ୧୨ ପେଟି ଏସକଫ କମ୍ପାନୀର କଫ ସିରପ୍‌ ଜବତ...

ଅସହାୟଙ୍କ ବନ୍ଧୁ

ସୁନ୍ଦରଗଡ଼,୧ା୪(ଡି.ଏନ.ଏ.): ଗୁରୁବାର ଥିଲା ପବିତ୍ର ରାମନବମୀ । ଏହି ଉପଲକ୍ଷେ ସହର ଠାରୁ ଗ୍ରାମାଞ୍ଚଳ ହୋଇ ଉଠିଥିଲା ଉତ୍ସବମୁଖର । ବିଭିନ୍ନ ରାମମନ୍ଦିର, ହନୁମାନ ମନ୍ଦିର ଓ ଘରେ ଘରେ ପୂଜା ପାର୍ବଣର ମାହୋଲ ା କିନ୍ତୁ ଏସବୁକୁ ପଛ...

ଆଜିଠୁ ରାଉରକେଲାର ୬ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର, ୧ା୪ (ବ୍ୟୁରୋ): ଶନିବାର ଓଡ଼ିଶା ଦିବସଠାରୁ ରାଉରକେଲାର ୬ଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ଚଳାଚଳର ଶୁଭାରମ୍ଭ ହେବ। କ୍ରୁଟ୍‌ର ସୂଚନାନୁସାରେ, ରୁଟ୍‌ ନଂ.୧୧୦ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-କାଲୁଙ୍ଗା (ଭାୟା ରଘୁନାଥପଲ୍ଲୀ), ରୁଟ୍‌ ନଂ.୧୧୩ରେ ରାଉରକେଲା ନୂଆ ବସଷ୍ଟାଣ୍ଡ୍‌-ଉସ୍ରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri