ଆମ ଜିଲା ଖବର

ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା

ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ ଦଳୀୟ କର୍ମୀମାନେ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଏବଂ ୫୯ ନଂ ଜାତୀୟ ରାଜପଥ...

ମେଘନାଥ ପାଚେରିରେ ଫାଟ: ଅସନ୍ତୋଷ ଜାହିର କଲେ ମହାପ୍ରଭୁଙ୍କ ବାଡ଼ଗ୍ରାହୀ; ପୂର୍ବ ସରକାରଙ୍କୁ ଟାର୍ଗେଟ କରି…

ପୁରୀ,୫।୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି। ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର( ଜଗୁନି)। ଘଟଣାରେ ସେ...

ସ୍କୁଟିରୁ ମିଳିଲା ୨ ଲକ୍ଷ ୮୦ ହଜାର ଟଙ୍କା, ସ୍ବାସ୍ଥ୍ୟ ବିଭାଗ ବରିଷ୍ଠ ସହାୟକ ଗିରଫ

କେନ୍ଦୁଝର,୫।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭିଜିଲାନ୍ସ ଗତକାଲି ସନ୍ଧ୍ୟାରେ ହୋଟେଲ ଅଜନ୍ତା ନିକଟରୁ ଟଙ୍କା ସହ ଧରିଥିବା ଏଡିପିଏଚ୍‌ଓ (ପରିବାର କଲ୍ୟାଣ)ଙ୍କ ଅଧିନରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶେଖର ଲାଲ ସାହୁଙ୍କୁ କେସ ନମ୍ବର ୧୪/୨୦୨୪ ଦଫାରେ ଆଜି ଗିରଫ...

‘ଡାକ୍ତର ଫେରିଛି’ କ୍ଷୁଦ୍ର ଚଳଚ୍ଚିତ୍ରର ମହୁରତ

କେନ୍ଦୁଝର ୫।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଖମଣଗୋଡା ସାହି, ଗୋବିନ୍ଦପୁର ସ୍ଥିତ ପ୍ରୟାସ ସେବାଗ୍ରାମଠାରେ ଅବସ୍ଥିତ ଶିରିଡି ସାଇ ମନ୍ଦିରରେ କେନ୍ଦୁଝର ଡ୍ରାମା ସ୍କୁଲ ପ୍ରଯୋଜିତ କ୍ଷୁଦ୍ର ଚଳଚ୍ଚିତ୍ର ‘ଡାକ୍ତର ଫେରିଛି’ର ଶୁଭ ମହୁରତ ଅନୁଷ୍ଠିତ ହୋଇଯାଇଛି।...

ଇନକୁମ୍ବେନ୍ସି ଚାର୍ଟରେ ପୂର୍ବତନ ଜିଲାପାଳଙ୍କ ନାମ: ଉଠିଲା ପ୍ରଶ୍ନ

ହାଟଡିହୀ,୫l୧୧(ଶୁଭକାନ୍ତ ନାୟକ):ସମ୍ପ୍ରତି ସମାଜରେ ଦୈନନ୍ଦିନ ଜୀବନରେ ଅନ ଲାଇନ ଉପରେ ପ୍ରାୟତଃ ସମସ୍ତେ ନିର୍ଭରଶୀଳ ଅଟନ୍ତି l ବିଭିନ୍ନ କାର୍ଯ୍ୟ ପାଇଁ ଅନ ଲାଇନ ପଦ୍ଧତି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି l କେନ୍ଦୁଝର ଜିଲାପାଳ ଭାବେ ବିଶାଲ...

ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼

ଭଦ୍ରକ,୫।୧୧: ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍‌ ଲାଇନ୍‌ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ...

କାର-ସ୍କୁଟି ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କ ଜୀବନ

ଭୋଗରାଇ,୫।୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥ କମର୍ଦ୍ଦା ଥାନା ଛଣପୋଖରୀଠାରେ ଆଜି ସ୍କୁଟି, କାର ମୁହାଁମୁହିଁ ଧକ୍କା ହେଇଛି। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ପଛରେ ବସିଥିବା ଯୁବକ ଜଣଙ୍କ ଗୁରୁତର ହୋଇଛି।...

ଉଦୟପୁର ବେଳାଭୂମିରେ ଲାଗିଲା ଏଭଳି ଯନ୍ତ୍ର, ଦେଖିଲେ…

ଭୋଗରାଇ,୫ ।୧୧ ( ପ୍ରଦୀପ ଦାସ ): ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଉଦୟପୁର ସମୁଦ୍ରକୂଳରେ ସୋମବାର ଜାହାଜର ଦିଗ ନିର୍ଣ୍ଣୟ ଯନ୍ତ୍ର( ବୟାଁ ) ମତ୍ସ୍ୟଜୀବୀଙ୍କ ଦ୍ୱାରା ଠାବ କରାଯାଇଛି ।ସମ୍ଭବତଃ ଏହି ନିର୍ଣ୍ଣୟ ଯନ୍ତ୍ର...

ନୂତନ ଡେଲି ମାର୍କେଟର ଶିଳାନ୍ୟାସ: ଉପକୃତ ହେବେ ୫ ଶହରୁ ଅଧିକ ବ୍ୟବସାୟୀ

ଭବାନୀପାଟଣା,୪ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ପକ୍ଷରୁ ସୋମବାର ସ୍ଥାନୀୟ ୨୦ ନଂ ୱାର୍ଡରେ ନୂତନ ଡେଲି (ଦୈନିକ) ମାର୍କେଟର ଶିଳାନ୍ୟାସ କରାଯାଇଛି। ଏଥିପାଇଁ ପ୍ରାୟ ୨.୯୭ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ୫ ଶହରୁ ଅଧିକ...

ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଶରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆର୍‌ସିସିଏଫ୍‌ ସନ୍ତୋଷ...

ବହୁତ ହୋଇଗଲା ଏଥର ଛାଡ଼ିବାନି: କାହିଁକି ଏମିତି କହିଲେ ପୁରୀ ଗଜପତି ମହାରାଜା

ପୁରୀ,୫।୧୧:ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ପ୍ରେସମିଟ କରିଛନ୍ତି। ଇସ୍କନର ଅଦିନିଆ ରଥ ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ ବୋଲି...

କୂଅରେ ପଡ଼ିଥିଲା ହାତୀ: ମାଈ ହାତୀକୁ ଘଉଡାଇ ଉଦ୍ଧାର କଲା ବନ ବିଭଗ

ଦେବଗଡ,୫।୧୧(ଶଶାଙ୍କ ଶେଖର ଝାଙ୍କର): କୂଅରେ ପଡ଼ିଥିବା ହାତୀ ଶାବକକୁ ସୁରକ୍ଷିତ ଉଦ୍ଧାର କରିବାରେ ସଫଳ ହେଲା ବନ ବିଭଗ। ଦେବଗଡ଼ ବନଖଣ୍ଡ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଖଳିପୋଷି ଗ୍ରାମରେ ଥିବା ଏକ କୂଅ ଭିତରେ ପଡ଼ି ଯାଇଥିଲା ହାତୀ ଶାବକ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri