ଆମ ଜିଲା ଖବର

ମୋହନା ଗ୍ରାମରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଆର.ଉଦୟଗିରି,୩୦ା୩(ଡି.ଏନ.ଏ.): ମୋହନା ଗ୍ରାମରେ ଥିବା ମୁଖ୍ୟ ବଜାର ଓ ସାହିଗୁଡ଼ିକରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ମୋହନା ସଦର ମହକୁମା ହୋଇଥିଲେ ମଧ୍ୟ ଡ୍ରେନେଜ ବ୍ୟବସ୍ଥା ନାହିଁ। ଅଳିଆ ଆବର୍ଜନା ଭର୍ତ୍ତି ହୋଇ ରହିଛି। ବର୍ଷା ହେଲେ ଡ୍ରେନ୍‌ର ପାଣି...

ତାଟିପାଟି ଗ୍ରାମ୍ୟ ରାସ୍ତା ଶୋଚନୀୟ

ପାରଳାଖେମୁଣ୍ଡି,୩୦ା୩(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମ୍ୟ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି । ଏହି ଗ୍ରାମ୍ୟ ରାସ୍ତାଟି ଦୀର୍ଘ ବର୍ଷ ଧରି ଏପରି ଅବସ୍ଥାରେ ପଡି ରହୁଥିବା ଏବଂ ରାସ୍ତା ନିର୍ମାଣ କରାଯାଉଥିଲେ ମଧ୍ୟ ନିମ୍ନମାନର...

ସ୍କାନରରେ ୨୫୦ ଶିକ୍ଷକଙ୍କ ଜାଲ୍‌ ପ୍ରମାଣପତ୍ର

ଛତ୍ରପୁର,୩୦ା୩(ଡି.ଏନ.ଏ): ଗଞ୍ଜାମ ଜିଲାରେ ଜାଲ୍‌ ଶିକ୍ଷାଗତଠାରୁ ଆରମ୍ଭ କରି ଜାତିଗତ ଓ ବିଭିନ୍ନ ପ୍ରମାଣପତ୍ର ଦାଖଲ କରି ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏନେଇ ଦୀର୍ଘ ବର୍ଷ ପୂର୍ବରୁ ଖୋଳତାଡ ଚାଲିଥିବାବେଳେ ତଦନ୍ତର ଶିଥିଳତା ଯୋଗୁଁ ଏହାର ସୁଫଳ ମିଳିପାରୁନି। ବିଭିନ୍ନ...

ହଳଦିଆ ତରଭୁଜର ଚାହିଦା ବଢୁଛି

ନୂଆପଡ଼ା ଅଫିସ,୩୦।୩:ନୂଆପଡା ସଦର ବ୍ଲକ ଗୋଡଫୁଲା ପଞ୍ଚାୟତ ଭେରାକାଲା ଗ୍ରାମର ଏକ ପରିବାର ପନିପରିବା ଚାଷ କରି ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟଙ୍କୁ ମଧ୍ୟ ରୋଜଗାର ଦେଉଛନ୍ତି। ଉକ୍ତ ଗ୍ରାମର ଭୁକୁରାମ ପଟେଲଙ୍କ ସ୍ତ୍ରୀ ଜବତିନବାଇ ପଟେଲ ଏବଂ ତାଙ୍କ...

ବେଆଇନ ଭାବେ ଚାଲିଛି ଇଟା ଭାଟି, ବଢ଼ୁଛି ପ୍ରଦୂଷଣ

ନବରଙ୍ଗପୁର,୩୦।୩(ବି.ପ୍ର.):ନବରଙ୍ଗପୁର ଜିଲାରେ ଖୁଲମଖୁଲା ଚାଲିଛି ବେଆଇନ ଇଟାଭାଟି। ରାଜସ୍ବ ବିଭାଗ ଜାଣିଶୁଣି ଚୁପ୍‌ ବସିଛି। ଗ୍ରାମୀଣ କ୍ଷେତ୍ରରେ କାମ କରିବା ଓ ରାଜସ୍ବ ଆଦାୟ ପାଇଁ ରାଜସ୍ବ ନିରୀକ୍ଷକ ଓ ଅତିରିକ୍ତ ରାଜସ୍ବ ନିରୀକ୍ଷକ ରହିଛନ୍ତି। ତହସିଲଦାରଙ୍କୁ ରାଜସ୍ବ ବିଭାଗ...

ଶୁଣିଲାନି ପ୍ରଶାସନ, ଗାଁ ରାସ୍ତା କାମ କରୁଛନ୍ତି ୧୦ ପରିବାର

ଦଶମନ୍ତପୁର,୩୦ା୩(ଡି.ଏନ୍‌.ଏ.):ଗାଁ ରାସ୍ତା ମରାମତି ଲାଗି ପ୍ରଶାସନ ନିକଟରେ ବହୁ ଅଭିଯୋଗ ପରେ ବି ସୁଫଳ ନ ମିଳିବାରୁ ୧୦ଟି ପରିବାର ଶ୍ରମଦାନ କରି ସମସ୍ୟା ସମାଧାନ ପାଇଁ ଅଣ୍ଟା ଭିଡିଛନ୍ତି। ଏଭଳି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ...

ଗେରୁଆ ରଙ୍ଗରେ ସଜେଇ ହୋଇଛି ଭଦ୍ରକ

ଭଦ୍ରକ ଅଫିସ,୩୦ା୩: ଭଦ୍ରକ ସହରରେ ଚାଲିଥିବା ଐତିହାସିକ ଶ୍ରୀରାମ ନବମୀ ମହାଯଜ୍ଞର ଗୁରୁବାର ପୂର୍ଣ୍ଣାହୁତି ଥିବାବେଳେ ନଗର ସଂକୀର୍ତ୍ତନ ପାଇଁ ଗେରୁଆ ରଙ୍ଗରେ ସଜେଇ ହୋଇଛି ଭଦ୍ରକ ସହର। ସହରର ପୋଷ୍ଟ ଅଫିସ ଛକ, ଅପର୍ତ୍ତିବିନ୍ଧା ଛକ, ଟାଉନହଲ ଛକ,...

୨ ମହିଳାଙ୍କୁ ଦଳିଦେଲା ହାତୀ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ସାତମାଇଲ,୩୦ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଦୁଦୁରୁକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ୨ ଜଣ ମହିଳାଙ୍କୁ ହାତୀ ଦଳିଦେବାରୁ ଉଭୟଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ଭୋର୍‌ରୁ ଗ୍ରାମର ସ୍ବର୍ଗତ ମଙ୍ଗୁଳ ସାମଲଙ୍କ...

ରାମନବମୀରେ ଭିଡ଼ ଭିତରୁ ୬ ମହିଳାଙ୍କ ଚେନ୍‌ ଝାମ୍ପିନେଲେ ଲୁଟେରା

ନିଶ୍ଚିନ୍ତକୋଇଲି,୩୦ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଲ ପଞ୍ଚୟତ ରଘୁନାଥ ମନ୍ଦିରରେ ଶ୍ରୀରାମ ନବମୀ ଅବସରରେ ବହୁ ଜନ ସମାଗମ ହୋଇଥିଲା। ଏହାର ସୁଯଗ ନେଇ ଚେନ୍‌ ଲୁଟେରା ସକ୍ରିୟ ହୋଇ ପଡ଼ିଥିଲେ। ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖି...

ଆକ୍ସନ ପ୍ଲାନ୍‌ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୩୦।୩:ଆସନ୍ତା ଜୁନ୍‌ ୨୦ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ବିଗତ ବର୍ଷ ଭଳି ଚଳିତବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ କରିବା ନେଇ ବୁଧବାର ପ୍ରଥମ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲପାଳ ସମର୍ଥ ବର୍ମାଙ୍କ...

‘ଓଡ଼ିଶାବାସୀଙ୍କ ଆତିଥ୍ୟରେ ସ୍ବତନ୍ତ୍ରତା ରହିଛିି’

କଟକ ଅଫିସ,୩୦ା୩:ଭୁବନେଶ୍ୱରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଓଡ଼ିଶା ଆସିଛନ୍ତି ବଲିଉଡ ଅଭିନେତ୍ରୀ ଜୟାପ୍ରଦା। ନବରାତ୍ର ଅବସରରେ ବୁଧବାର ରାତି ପ୍ରାୟ ୮ଟା ୪୫ରେ ସେ କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକଚଣ୍ଡୀଙ୍କ...

ବିକାଶ କମ୍‌, ବିବାଦ ବେଶି

ଅନୁଗୋଳ ଅଫିସ,୩୦ା୩: ଅନୁଗୋଳ ପୌରପରିଷଦ ଗଠନକୁ ବର୍ଷେ ପୂରିଗଲା। ହେଲେ ଅଳିଆ ସମସ୍ୟାର ଠିକଣା ଭାବେ ସମାଧାନ ହୋଇପାରିଲା ନାହିଁ। ୱାର୍ଡର ସୀମାକୁ ନେଇ ଉପୁଜିଥିବା ବିବାଦ ମଧ୍ୟ ତୁଟିଲା ନାହିଁ। ପ୍ଲାଷ୍ଟିକ୍‌ମୁକ୍ତ ଅନୁଗୋଳ ସହର ଲକ୍ଷ୍ୟ ପୂରଣ ହୋଇପାରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri